Latest Odisha News

BREAKING NEWS

Browsing Tag

samir dash

ଏବେ ସାମିଲ୍ ହେବ ନାହିଁ ନୂଆ ବିଷୟ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ଚଳିତ ଶିକ୍ଷା ବର୍ଷରେ କୌଣସି ନୂଆ ବିଷୟ ସାମିଲ୍ କରାଯିବ ନାହିଁ । ଆଜି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି, ଚଳିତ ବର୍ଷର ପାଠପଢ଼ା ଆରମ୍ଭ ହୋଇ ଯାଇଥିବାରୁ ଆଉ କୌଣସି ନୂଆ ବିଷୟ ସାମିଲ୍ ହେବ ନାହିଁ । ତେବେ…

ମନ୍ତ୍ରୀ ସମୀର ଦାଶଙ୍କ ଲାଗି ବଢ଼ୁଛି ଅଡ଼ୁଆ, କାଲି ୧୦୦ଟି ସ୍ଥାନରେ ବିଜେପି ଦାହ କରିବ କୁଶ ପୁତ୍ତଳିକା

ଭୁବନେଶ୍ୱର/ପୁରୀ: ବିଜେଡି ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ଆତ୍ମହତ୍ୟା ଉପରୁ ଏଯାଏ ପରଦା ହଟିନି । ଆଜି ପୋଲିସ ଧର୍ମେନ୍ଦ୍ରଙ୍କ ଭୁବନେଶ୍ୱର ଶିଶୁପାଳଗଡ଼ ସ୍ଥିତ ଘରେ ତଦନ୍ତ କରିଛି । ଧର୍ମେନ୍ଦ୍ରଙ୍କ ପତ୍ନୀଙ୍କ ସହ ପରିବାରର ଅନ୍ୟ ସଦସ୍ୟ ଓ ପଡ଼ୋଶୀଙ୍କୁ ପଚରାଉଚରା କରିଛି ପୋଲିସ…

ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁକୁ ନେଇ ମୁହଁ ଖୋଲିଲେ ମନ୍ତ୍ରୀ ସମୀର ଦାଶ

ଭୁବନେଶ୍ୱର: ବିଜେଡି ଜିଲ୍ଲା ପରିଷଦ ସଭ୍ୟ ଧର୍ମେନ୍ଦ୍ର ସାହୁଙ୍କ ଆତ୍ମହତ୍ୟା ପଛରେ କିଏ ? ମନ୍ତ୍ରୀ ସମୀର ଦାଶଙ୍କ ସମ୍ପୃକ୍ତି ନେଇ ବିରୋଧୀ ଅଭିଯୋଗ ଆଣିଛନ୍ତି । ଧର୍ମେନ୍ଦ୍ରଙ୍କ ମୃତ୍ୟୁର ୨ ଦିନ ପରେ ମନ୍ତ୍ରୀ ସମୀର ଦାଶ ମୁହଁ ଖୋଲିଛନ୍ତି । ଧର୍ମେନ୍ଦ୍ର ସାହୁଙ୍କ ମୃତ୍ୟୁକୁ ନେଇ ଦୁଃଖିତ…

ରବିବାର ସ୍କୁଲରେ ଅଚାନକ ପହଞ୍ଚିଲେ ଗଣଶିକ୍ଷା ମନ୍ତ୍ରୀ, ପରଖିଲେ ପାଠପଢ଼ା

ଭୁବନେଶ୍ୱର: କରୋନା କାୟା କମିବା ପରେ ରାଜ୍ୟରେ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲାଙ୍କ ପାଠପଢ଼ା ଚାଲିଛି । ରବିବାର ବି କ୍ଲାସ ହେଉଛି । କେମିତି ଚାଲିଛି ପାଠପଢା, ଅନୁଧ୍ୟାନ ପାଇଁ ଆଜି ଅଚାନକ ବାଣୀବିହାର ୟୁନିଭର୍ସିଟି ହାଇସ୍କୁଲ ପରିଦର୍ଶନ କରିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ…

ପ୍ରଥମ ଦିନ ସ୍କୁଲ ପରିଦର୍ଶନ କଲେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ

ଭୁବନେଶ୍ୱର: ୯ ମାସ ପରେ ଆଜିଠାରୁ ରାଜ୍ୟରେ ଖୋଲିଛି ସ୍କୁଲ । କ୍ଲାସରୁମରେ ପୁଣି ଥରେ ଆରମ୍ଭ ହୋଇଛି ପାଠପଢ଼ା । କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଠପଢ଼ା ପାଇଁ ସ୍କୁଲ ଖୋଲିଛି । ଆଜି ପ୍ରଥମ ଦିନରେ ସ୍କୁଲ ପରିଦର୍ଶନ କରି ବ୍ୟବସ୍ଥା ପରଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା…

ସ୍ଥଗିତ ହେଲା ମାଟ୍ରିକ ପରୀକ୍ଷା ଫର୍ମପୂରଣ

ଭୁବନେଶ୍ୱର: ସ୍ଥଗିତ ରହିଲା ମାଟ୍ରିକ ପରୀକ୍ଷା ଫର୍ମ ପୂରଣ । ସ୍ଥଗିତ ନେଇ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ମିଳିଛି । ପରବର୍ତ୍ତୀ ବିଜ୍ଞପ୍ତିରେ ଫର୍ମପୂରଣ ନେଇ ସୂଚନା ଦିଆଯିବ । ମାଧ୍ୟମିକ ଶିକ୍ଷାପରିଷଦ ପକ୍ଷରୁ ଚଳିତ ମାସ ୫ ତାରିଖରେ ମାଟ୍ରିକ ପରୀକ୍ଷା ଫର୍ମ ପୁରଣ ପାଇଁ…

ଅଗଷ୍ଟ ୧୫ରେ ସ୍କୁଲ ଆସିବେନି ଛାତ୍ରଛାତ୍ରୀ

ଭୁବନେଶ୍ୱର: ରାଜ୍ୟରେ କରୋନା ତାରା କାୟା ବିସ୍ତାର କରି ଚାଲିଛି । ଥମିବାର ନା ଧରୁଦାହିଁ । ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ବଡ ପଦକ୍ଷେପ ନେଇଛନ୍ତି । ଅଗଷ୍ଟ ୧୫ ତଥା ସ୍ୱାଧୀନତା ଦିବସ କାର୍ଯ୍ୟକ୍ରମରେ ଯୋଗଦେବେନି ଛାତ୍ରଛାତ୍ରୀ । ଏନେଇ ସ୍କୁଲ ଓ ଗଣ ଶିକ୍ଷା ମନ୍ତ୍ରୀ ସମୀର ଦାଶ…

ଅଗଷ୍ଟ ୧୨ରେ ପ୍ରକାଶ ପାଇବ ଯୁକ୍ତ ୨ ବିଜ୍ଞାନ ରେଜଲ୍ଟ

ଭୁବନେଶ୍ୱରେ: ଅଗଷ୍ଟ ୧୨ରେ ପ୍ରକାଶ ପାଇବ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ରେଜଲ୍ଟ । ଦିନ ୧୨.୩୦ରେ ପ୍ରକାଶ ପାଇବ ଫଳାଫଳ । ଅଗଷ୍ଟ ଶେଷ ସୁଦ୍ଧା ଯୁକ୍ତ ୨ କଳା ଓ ତୃତୀୟ ସପ୍ତାହରେ ବାଣିଜ୍ୟ ଫଳ ପ୍ରକାଶ ପାଇବ । ଏନେଇ ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି ।…

ଅଗଷ୍ଟ ୪ରୁ ଶିକ୍ଷକଙ୍କ ଅନ୍‌ଲାଇନ୍ କ୍ଲାସ

ଭୁବନେଶ୍ୱର: ଆସନ୍ତା ୪ ତାରିଖରୁ ଆରମ୍ଭ ହେବ ଶିକ୍ଷକଙ୍କ ଅନ୍‌ଲାଇନ୍ କ୍ଳାସ । ଏହା ୫ ଦିନ ଧରି ଚାଲିବ । ରାଜ୍ୟର ୧୦୧ ଉତ୍କର୍ଷ ବିଦ୍ୟାଳୟ, ୩୦ ଜିଲ୍ଲାର ୩୦ ଟି ଯୁକ୍ତ ଦୁଇ କଲେଜ୍ ଓ ଶିକ୍ଷକ ଶିକ୍ଷା କଲେଜ୍ର ଶିକ୍ଷକମାନେ ତାଲିମ ନେବେ । ପରୀକ୍ଷାରେ ସଫଳତା ହାର ବଢାଇବା ଲାଗି ଗଣଶିକ୍ଷା…

କରୋନା ପାଇଁ କମିବ ସିଲାବସ୍‌, ମିଳିଲା ମୁଖ୍ୟମନ୍ତ୍ରୀଙ୍କ ଅନୁମତି

ଭୁୁବନେଶ୍ୱର: କରୋନା ମହାମାରୀ ପାଇଁ ଚଳିତବର୍ଷ ଛାତ୍ରଛାତ୍ରୀଙ୍କ ସିଲାବସ୍ ହ୍ରାସ କରାଯିବ । ଏନେଇ ମୁଖ୍ୟମନ୍ତ୍ରୀଙ୍କ ଅନୁମତି ମିଳିସାରିଥିବା ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ସୂଚନା ଦେଇଛନ୍ତି । ପିଲାଙ୍କ ଭବିଷ୍ୟତକୁ ଦୃଷ୍ଟିରେ ରଖି କେତେ ପ୍ରତିଶତ ସିଲାବସ୍ କମିବ ସେନେଇ…