Latest Odisha News

BREAKING NEWS

Browsing Tag

Samir Ranjan Dash

ବାଚସ୍ପତିଙ୍କ ପରେ ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଲେ ୨ ମନ୍ତ୍ରୀ

ଭୁବନେଶ୍ୱର: ବାଚସ୍ପତି ପଦରୁ ବିକ୍ରମ କେଶରୀ ଆରୁଖଙ୍କ ଇସ୍ତଫା ପରେ ୨ ଜଣ ମନ୍ତ୍ରୀ ଇସ୍ତଫା ଦେଇଛନ୍ତି । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏବଂ ଶ୍ରମ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ନବୀନଙ୍କ ମନ୍ତ୍ରିମଣ୍ଡଳରୁ ଇସ୍ତଫା ଦେଇଛନ୍ତି । ଏଥିସହ ପଢ଼ନ୍ତୁ: ବାଚସ୍ପତି ପଦରୁ…

‘ବିଇଓଙ୍କ ଚିଠି, ବିଭାଗୀୟ ନିର୍ଦ୍ଦେଶ ନୁହେଁ’, ସ୍କୁଲ୍ ପରିସରକୁ ଗଣମାଧ୍ୟମ ପ୍ରତିନିଧିଙ୍କୁ ମନା ନେଇ ନିର୍ଦ୍ଦେଶ…

ଭୁବନେଶ୍ୱର: ପ୍ରତିବାଦ, ସମାଲୋଚନା ପରେ ବଦଳିଲା ମନ୍ତ୍ରୀଙ୍କ ବୟାନ । ଢେଙ୍କାନାଳ କଙ୍କଡ଼ାହାଡ଼ ବିଇଓଙ୍କ ଚିଠି ପରେ ମନ୍ତ୍ରୀ ବିବୃତି ରଖିଥିଲେ । କହିଥିଲେ କିଛି ଅଣସ୍ୱୀକୃତି ପ୍ରାପ୍ତ ୱେବ ସାମ୍ବାଦିକ ବିଦ୍ୟାଳୟରେ ପଶି ଶିକ୍ଷାଦାନରେ ବାଧା ସୃଷ୍ଟି କରୁଛନ୍ତି । ତେଣୁ ବିଇଓମାନେ…

ମାଟ୍ରିକ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ସୂଚନା, ଜାଣନ୍ତୁ କେବେ ପ୍ରକାଶ ପାଇବ ରେଜଲ୍ଟ…

ଭୁବନେଶ୍ୱର: ଆସନ୍ତା ୬ ତାରିଖରେ ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳ । ଏନେଇ ଆଜି ବିଦ୍ୟାଳୟ ଓ ଗଣ ଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ୬ ତାରିଖ ଦିନ ଗୋଟାଏ ବେଳେ ଦଶମ ଶ୍ରେଣୀ ରେଜଲ୍ଟ ପ୍ରକାଶ ପାଇବ । ଚଳିତବର୍ଷ ଏପ୍ରିଲ୍ ୨୯ରୁ ମାଟ୍ରିକ୍ ପରୀକ୍ଷା ଆରମ୍ଭ ହୋଇ…

ଜୁଲାଇ ପ୍ରଥମ ସପ୍ତାହରେ ପ୍ରକାଶ ପାଇବ ମାଟ୍ରିକ୍ ରେଜଲ୍ଟ

ଭୁବନେଶ୍ୱର: ମାଟ୍ରିକ୍ ପରୀକ୍ଷା ଫଳ ଜୁଲାଇ ପ୍ରଥମ ସପ୍ତାହରେ ପ୍ରକାଶ ପାଇବ । ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ଏହି ସୂଚନା ଦେଇଛନ୍ତି । ମନ୍ତ୍ରୀ ଶ୍ରୀ ଦାଶଙ୍କ ଅନୁସାରେ, ଜୁଲାଇ ପ୍ରଥମ ସପ୍ତାହରେ ପକାଶ ପାଇବ ମାଟ୍ରିକ୍ ରେଜଲ୍ଟ । ମାଧ୍ୟମିକ ଶିକ୍ଷା ପରିଷଦ ଦ୍ୱାରା…

ଧରାପଡ଼ିଲେ ଦରମା ଫେରାଇବେ ନକଲି ଶିକ୍ଷକ: ସମୀର ରଞ୍ଜନ ଦାଶ

ଭୁବନେଶ୍ୱର: ଛାଡ଼ ପାଇବେନି ନକଲି ଶିକ୍ଷକ । ରାଜ୍ୟରେ ୨୦୧୯ ମସିହାରୁ ନକଲି ଶିକ୍ଷକ ଧରପଗଡ଼ ଜୋରଦାର ହୋଇଛି । ଏବେ ସୁଦ୍ଧା ୧୦୦ରୁ ଅଧିକ ନକଲି ଶିକ୍ଷକ ଧରାପଡ଼ି ଜେଲ୍ ମଧ୍ୟ ଯାଇଛନ୍ତି । ସେହି ପ୍ରକ୍ରିୟାକୁ ଆହୁରି ତ୍ୱରାନ୍ୱିତ କରାଯିବ ବୋଲି କହିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ…

ଖରାଛୁଟି ସରିବା ପରେ ଆରମ୍ଭ ହେବ ନୂଆ ଶିକ୍ଷାବର୍ଷ

ଭୁବନେଶ୍ୱର: ରାଜ୍ୟରେ ବିଦ୍ୟାଳୟରେ ଏବେ ଖରାଛୁଟି ଚାଲିଛି । ଖରାଛୁଟି ସରିବା ପରେ କିଭଳି ଭାବେ ବିଦ୍ୟାଳୟରେ ପାଠ ପଢ଼ାଯିବ ସେନେଇ ଓଡ଼ିଶା ବିଦ୍ୟାଳୟ ଶିକ୍ଷା ପ୍ରାଧିକରଣ (ଓସେପା) ପକ୍ଷରୁ  ନିୟମାବଳୀ ଜାରି କରାଯାଇଛି । ଏନେଇ ସମସ୍ତ ଜିଲ୍ଲା ଶିକ୍ଷା ଅଧିକାରୀ (ଡିଇଓ) ଓ ଜିଲା ପ୍ରକଳ୍ପ…

ନୂଆବର୍ଷ ଭେଟି: ନିୟମିତ ହେଲେ ରାଜ୍ୟର ୮ହଜାର କନିଷ୍ଠ ଶିକ୍ଷକ

ଭୁବନେଶ୍ୱର: ନୂଆବର୍ଷରେ ରାଜ୍ୟ ସରକାର ଶିକ୍ଷକଙ୍କୁ ଭେଟି ପରେ ଭେଟି ଦେଉଛନ୍ତି । ଗତକାଲି ନୂଆ ଅନୁଦାନପ୍ରାପ୍ତ ସରକାରୀ ବିଦ୍ୟାଳୟ ଓ କଲେଜର ଶିକ୍ଷକ ଏବଂ ଅଧ୍ୟାପକଙ୍କୁ ସପତ୍ମ ବେତନ କମିଶନରେ ଦରମା ଦେବାକୁ ରାଜ୍ୟ କ୍ୟାବିନେଟ୍ ପ୍ରସ୍ତାବରେ ମୋହର ମାରିଥିଲା । ଆଜି ୮ହଜାର ୧୦୨ ଜଣ କନିଷ୍ଠ…

ଏପ୍ରିଲରୁ ରବିବାର ସ୍କୁଲ ବନ୍ଦ, ମାର୍ଚ୍ଚ ସୁଦ୍ଧା ସରିଯିବ କୋର୍ସ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: କୋଭିଡ୍ ଯୋଗୁ ଏବର୍ଷ ବିଳମ୍ବରେ ଆରମ୍ଭ ହୋଇଛି ଶିକ୍ଷାବର୍ଷ । କୋର୍ସ ସାରିବା ପାଇଁ ସପ୍ତାହରେ ସାତ ଦିନ କ୍ଲାସ କରାଯାଉଛି । ପାଖାପାଖି କୋର୍ସ ଶେଷ ହୋଇ ଆସିଲାଣି । ଏପ୍ରିଲରୁ ହେବ ରିଭିଜନ୍ କ୍ଲାସ । ରେଗୁଲାର କ୍ଲାସ ଆବଶ୍ୟକତା ନାହିଁ । ଏହି ସୂଚନା ଦେଇଛନ୍ତି ଗଣଶିକ୍ଷା…

ଚଳିତବର୍ଷ ଯୁକ୍ତ ଦୁଇରେ ରହିବ ୫୦ ନମ୍ବରର ମଲଟିପୁଲ୍ ଚଏସ୍ ପ୍ରଶ୍ନ

ଭୁବନେଶ୍ୱର: ଚଳିତବର୍ଷ ବଦଳିବ ଯୁକ୍ତ ଦୁଇ ପରୀକ୍ଷା ଢାଞ୍ଚା । ପ୍ରଶ୍ନପତ୍ରରେ ୫୦ ନମ୍ବରର ମଲ୍ଟିପୁଲ୍ ଚଏସ୍ ପ୍ରଶ୍ନ ରହିବ । ପ୍ରତ୍ୟେକ ମଲ୍ଟିପୁଲ୍ ଚଏସ୍ ପ୍ରଶ୍ନର ଉତ୍ତର ପାଇଁ ୧ ନମ୍ବର ଲେଖାଏ ରହିବ । ପ୍ରଶ୍ନପତ୍ରର ହାରାହାରି ୩୦% ସଂକ୍ଷିପ୍ତ ଉତ୍ତରମୂଳକ ପ୍ରଶ୍ନ ରହିବ । ସେହିପରି…

ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ମାଗଣାରେ ମିଳିବ ଟେଷ୍ଟ ପେପର

ଭୁବନେଶ୍ବର : ରାଜ୍ୟ ସରକାରଙ୍କ ବଡ଼ ନିଷ୍ପତ୍ତି । ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ମାଗଣାରେ ଦେବେ ଟେଷ୍ଟ ପେପର । ୬ ଲକ୍ଷ ୨୦ ହଜାର ୫୦୮ ମାଟ୍ରିକ ପରୀକ୍ଷାର୍ଥୀଙ୍କୁ ଟେଷ୍ଟ ପେପର ପ୍ରଦାନ କରିବେ ସରକାର । ଏନେଇ ସୁଚନା ଦେଇଛନ୍ତି ସ୍କୁଲ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । କୋଭିଡ ଯୋଗୁଁ…