Latest Odisha News

BREAKING NEWS

Browsing Tag

Samir Ranjan Dash

ସ୍କୁଲ ଫି’ ଛାଡ଼ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଲେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ

ଭୁବନେଶ୍ୱର: ସ୍କୁଲ ଫି ହ୍ରାସ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ । ସେ କହିଛନ୍ତି, ହାଇକୋର୍ଟଙ୍କ ନିର୍ଦ୍ଦେଶ ଆସିବା ପରେ ତର୍ଜମା କରାଯିବ । ଉଚ୍ଚନ୍ୟାୟାଳୟ କି ନିର୍ଦ୍ଦେଶ କିମ୍ବା ପରାମର୍ଶ ଦେଇଛନ୍ତି ତାକୁ ଦେଖିବା ପରେ ବିଭାଗ…

ଏ ମାସରେ ହିଁ ଖୋଲିବ ସ୍କୁଲ

ଭୁବନେଶ୍ୱର: ଚଳିତ ମାସ ଅର୍ଥାତ ନଭେମ୍ବର ମାସରେ ହିଁ ଖୋଲିବ ସ୍କୁଲ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି । ନବମରୁ ଦଶମ ଯାଏଁ ସମ୍ପୂର୍ଣ୍ଣ କ୍ଲାସ ହେବ । ତେବେ ପିଲାଙ୍କୁ ସ୍କୁଲ ଛାଡିବାକୁ ଯଦି ଅଭିଭାବକ ରାଜି ନହୁଏନ୍ତି ତେବେ ଅନ୍‌ଲାଇନ୍‌ରେ କ୍ଲାସ…

ଆଜିଠୁ ଶିକ୍ଷକଙ୍କ ଅନ୍‌ଲାଇନ୍ କ୍ଲାସ

ଭୁବନେଶ୍ୱର: ଆଜିଠାରୁ ଆରମ୍ଭ ହୋଇଛି ଶିକ୍ଷକଙ୍କ ଅନ୍‌ଲାଇନ୍ କ୍ଲାସ । ରାଜ୍ୟର ୧୦୧ ଉତ୍କର୍ଷ ବିଦ୍ୟାଳୟ, ୩୦ ଜିଲ୍ଲାର ୩୦ ଟି ଯୁକ୍ତ ଦୁଇ ନୋଡାଲ କଲେଜ୍ ଓ ଶିକ୍ଷକ ଶିକ୍ଷା କଲେଜ୍ ର ଶିକ୍ଷକଙ୍କୁ ଅନଲାଇନ ତାଲିମ ଦିଆଯାଇଛି । ପ୍ରଥମ ଦିନରେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ, ସଚିବ…

ଅଗଷ୍ଟ ତୃତୀୟ ସପ୍ତାହରେ ଯୁକ୍ତ ୨ ରେଜଲ୍ଟ

ଭୁବନେଶ୍ୱର: ଆସନ୍ତା ମାସରେ ବାହାରିବ ଯୁକ୍ତ ୨ ରେଜଲ୍ଟ । ଏନେଇ ଆଜି ଗଣଶିକ୍ଷା ମନ୍ତ୍ରୀ ସମୀର ରଂଜନ ଦାଶ ଘୋଷଣା କରିଛନ୍ତି । ଆସନ୍ତା ମାସ ବା ଅଗଷ୍ଟ ମାସ ୩ୟ ସପ୍ତାହରେ +୨ ରେଜଲ୍ଟ ବାହାରିବା ନେଇ ଘୋଷଣା କରାଯାଇଛି । ଅଗଷ୍ଟ ତୃତୀୟ ସପ୍ତାହରେ ପ୍ରଥମେ ଯୁକ୍ତ୨ ବାଣିଜ୍ୟ ଓ ବିଜ୍ଞାନ…

ମାଲକାନଗିରି ଜିଲ୍ଲାରେ ଶିକ୍ଷକ କ୍ଲଷ୍ଟର; ଡିସେମ୍ବର ୧୮ରେ ହେବ ଶିଳାନ୍ୟାସ

ଭୁବନେଶ୍ୱର: ଆସନ୍ତା ଡିସେମ୍ବର ୧୮ ତାରିଖରେ ଓଡିଶା ସରକାର ମାଲକାନଗିରି ଜିଲ୍ଲାର ବିଚ୍ଛିନ୍ନାଞ୍ଚଳରେ ଶିକ୍ଷକ କ୍ଲଷ୍ଟରର ଶିଳାନ୍ୟାସ କରିବେ । ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ରବିବାର ଦିନ ଗଣମାଧ୍ୟମକୁ ସୂଚନା ଦେଇ କହିଛନ୍ତି, “ଏହି ନୂତନ ଶିକ୍ଷକ କ୍ଲଷ୍ଟରରେ ପ୍ରଥମ…

ଏବେ ସ୍କୁଲରେ ଇଂରାଜୀ, ବିଜ୍ଞାନ ଓ ଗଣିତରେ ବଢିବ ପାଠପଢା ଅବଧି

ଭୁବନେଶ୍ୱର: ରାଜ୍ୟର ବିଭିନ୍ନ ବିଦ୍ୟାଳୟଗୁଡିକରେ ଛାତ୍ରଛାତ୍ରୀମାନେ ଇଂରାଜୀ, ବିଜ୍ଞାନ ଓ ଗଣିତ ବିଷୟରେ କମ୍ ମାର୍କ ରଖୁଥିବାରୁ ଏଣିକି ଏହି ସବୁ ବିଷୟକୁ ଅଧିକ ସମୟ ପଢାଯିବା ନେଇ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ନୂଆ ନିଷ୍ପତ୍ତି ଗ୍ରହଣ କରାଯାଇଛି । ଗଣମାଧ୍ୟମକୁ ସୂଚନା ଦେଇ…