Latest Odisha News

BREAKING NEWS

Browsing Tag

Sand Art on Lockdown

ବାଲୁକା କଳାରେ ଲକଡାଉନ୍ ନେଇ ସଚେତନତା ବାର୍ତ୍ତା

ପୁରୀ: କରୋନା ଚେନ୍ ଭାଙ୍ଗିବା ପାଇଁ ଆଜିଠୁ ରାଜ୍ୟରେ ଆରମ୍ଭ ହୋଇଛି ଲକଡାଉନ୍ । ଯାତାୟାତ ଓ ଜନଗହଳି କମାଇ ସଂକ୍ରମଣ ରୋକିବା ଲକଡାଉନର ମୁଖ୍ୟ ଉଦ୍ଦେଶ୍ୟ । ଏହାକୁ ମାନିବା ପାଇଁ ବାଲୁକାକଳା ମାଧ୍ୟମରେ ସଚେତନତାର ବାର୍ତ୍ତା ଦେଇଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ।…