Latest Odisha News

BREAKING NEWS

Browsing Tag

sand art

ବାଲୁକା କଳା ମାଧ୍ୟମରେ ଖ୍ରୀଷ୍ଟମାସର ଅଭିନନ୍ଦନ

ପୁରୀ : ବାଲୁକାରେ ସାନ୍ତା କ୍ଲଜ୍ । ଆଉ ଖ୍ରୀଷ୍ଟମାସର ଅଭିନନ୍ଦନ । ଶିଳ୍ପୀ ମାନସ କୁମାର ସାହୁଙ୍କ କଳାକୃତି । ବାଲିରେ ହସୁଛନ୍ତି ସାନ୍ତା କ୍ଲଜ୍ । ବିଶ୍ୱରେ ଯୁଦ୍ଧରେ ମାହୋଲ୍ । ଏପରିସ୍ଥିତିରେ ସାନ୍ତା ବିଶ୍ୱ ଶାନ୍ତିର ବାର୍ତ୍ତା ଦେବାକୁ ଆସିଛନ୍ତି । ପୁରୀ ଲାଇଟ୍ ହାଉସ ସମୁଦ୍ରକୂଳରେ…

ବାଲୁକା କଳା ମାଧ୍ୟମରେ ମା’ଙ୍କୁ ସମ୍ମାନ ଜଣାଇଲେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ

ପୁରୀ : ଆଜି ମାତୃ ଦିବସ । ଏହି ଅବସରରେ ସମସ୍ତ ମା’ ମାନଙ୍କୁ ସମ୍ମାନ ଜଣାଇ ବାଲୁକା କଳା ନିର୍ମାଣ କରିଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ମାନସ କୁମାର ସାହୁ । ପୁରୀର ଲାଇଟ ହାଉସ ବେଳାଭୂମିରେ ଅତି ନିଖୁଣ ଭାବେ ଏହି ସୁନ୍ଦର ବାଲୁକା କଳା ନିର୍ମାଣ କରିଛନ୍ତି ।ଏହି ବାଲୁକା ମୂର୍ତ୍ତି…

ବାଲୁକା କଳାରେ ଓଡ଼ିଆ ନବବର୍ଷର ଅଭିନନ୍ଦ ନଜଣାଇଲେ ଆନ୍ତର୍ଜାତିକ ବାଲୁକା ଶିଳ୍ପୀ

ପୁରୀ: ବାଲୁକା କଳା ମାଧ୍ୟମରେ ଓଡ଼ିଆ ନବବର୍ଷର ଶୁଭେଚ୍ଛା ଜଣାଇଲେ ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ । ଗୁରୁବାର ହନୁମାନ ଜୟନ୍ତୀ ଏବଂ ଓଡ଼ିଆ ନବବର୍ଷ ଥିବାରୁ ବାଲୁକା କଳାରେ ଆଗୁଆ ଶୁଭେଚ୍ଛା ଜଣାଇଛନ୍ତି ମାନସ । ତାଙ୍କ ବାଲୁକା କଳାରେ ରହିଛି ପ୍ରଭୁ ଶ୍ରୀ ହନୁମାନଙ୍କ…

[ଦେଖନ୍ତୁ ଭିଡିଓ] ବାଲୁକା କଳାରେ ବିଶ୍ୱ ଶାନ୍ତି ପାଇଁ ପ୍ରାର୍ଥନା

ପୁରୀ: ଦିନକୁ ଦିନ ଭୟାବହ ହେବାରେ ଲାଗିଛି ଋଷ-ୟୁକେନ୍ ଯୁଦ୍ଧ। ଋଷର ବର୍ବରତା ବଢିଚାଲିଥିବା ବେଳେ ପ୍ରତିଦିନ ଲୋମହର୍ଷଣକାରୀ ଘଟଣା ସାମନାକୁ ଆସିଛି । ଏନେଇ ସମଗ୍ର ବିଶ୍ୱରେ ଶାନ୍ତି ସ୍ଥାପନା କରିବାକୁ ସମସ୍ତଙ୍କ ଅନୁରୋଧ । ପୁରୀ ବେଳାଭୂମିରେ ତିଆରି ହୋଇଛି ଏକ ବାଲୁକା କଳା ଯେଉଁଥିରେ…

ବିଶ୍ଵ ସ୍ଵାସ୍ଥ୍ୟ ଦିବସ ୨୦୨୨: ବାଲୁକା କଳାରେ ସୁସ୍ଥ ରହିବାର ବାର୍ତ୍ତା

ଭୁବନେଶ୍ୱର: ଆଜି ହେଉଛି ବିଶ୍ୱ ସ୍ୱାସ୍ଥ୍ୟ ଦିବସ । ଏହି ଅବସରରେ ବାଲୁକା କଳାରେ ସୁସ୍ଥ ରହିବାର ବାର୍ତ୍ତା ଦେଲେ ବାଲୁକା ଶିଳ୍ପୀ ମାନସ ସାହୁ । ବିଶ୍ୱ ସ୍ୱାସ୍ଥ୍ୟ ଦିବସ ଅବସରରେ ବାଲୁକା ଶିଳ୍ପୀ ମାନସ ସାହୁ ପୁରୀରେ ବାଲୁକା କଳାରେ ସୁସ୍ଥ ରହିବାର ବାର୍ତ୍ତା ଦେଇଛନ୍ତି । ପୁରୀ…

[ଦେଖନ୍ତୁ ଭିଡିଓ] ବାଲୁକା କଳାରେ ଉତ୍କଳ ଦିବସ ଶୁଭେଚ୍ଛା

ପୁରୀ : ରାଜ୍ୟର ବିଭିନ୍ନ ସ୍ଥାନରେ ଆଜି ଉତ୍କଳ ଦିବସ ପାଳନ ହେଉଛି । ଓଡ଼ିଶା ଗଠନର ବରପୁତ୍ରଙ୍କୁ ସମସ୍ତେ ମନେ ପକାଉଛନ୍ତି । ସେହିଭଳି ଉତ୍କଳ ଦିବସ ଉପଲକ୍ଷେ ବେଳାଭୂମିରେ ବାଲୁକା କଳାମାଧ୍ୟମରେ ଶୁଭେଚ୍ଛା ଜଣାଇଛନ୍ତି ବାଲୁକା ଶିଳ୍ପୀ ମାନସ କୁମାର ସାହୁ । ପୁରୀ ଲାଇଟ ହାଉସ ନିକଟସ୍ଥ…

ବାଲୁକା କଳାରେ ଏଡ୍‌ସ ସଚେତନତା

ଆଜି ବିଶ୍ୱ ଏଡ୍ସ ଦିବସ । ଡିସେମ୍ବର ୧ ତାରିଖକୁ ପ୍ରତିବର୍ଷ ଏଡସ୍ ଦିବସ ଭାବେ ପାଳିତ ହେଉଛି । ଏଡସ୍ ର ଭୟାବହତାରୁ ରକ୍ଷା କରିବା ଓ ସାବଧାନତା ଅବଲମ୍ବନ କରିବା ସହ ଲେକାଙ୍କୁ ସଚେତନ କରିବା ଉଦ୍ଦେଶ୍ୟରେ ଏହି ଦିବସ ପାଳିତ ହେଉଛି । ଏଡସ୍ ଦିବସ ଅବସରରେ ପୁରୀ ବେଳାଭୂମିରେ ତିଆରି ହୋଇଛି…

ବାଲୁକା କଳା ଦ୍ୱାରା ଖ୍ୟାତନାମା କାର୍ଟୁନିଷ୍ଟ କିଶୋର ରଥଙ୍କୁ ଶ୍ରଦ୍ଧାଞ୍ଜଳି

ପୁରୀ: ଖ୍ୟାତନାମା କାର୍ଟୁନିଷ୍ଟ କିଶୋର ରଥଙ୍କ ହୃଦଘାତରେ ଦେହାନ୍ତ ହୋଇଯାଇଛି। ପ୍ରସିଦ୍ଧ ବ୍ୟଙ୍ଗ ଚିତ୍ରକର କିଶୋର ରଥଙ୍କ ମୃତ୍ୟୁ ତାଙ୍କର ପ୍ରଶଂସକ ମହଲରେ ଶୋକର ଛାୟା ଖେଳିଯାଇଛି। ଏନେଇ ପୁରୀ ବେଳାଭୂମିରେ ବିଶିଷ୍ଟ ବାଲୁକା ଚିତ୍ରଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବାଲୁକା ଚିତ୍ର କଳା କରି…

ବାଲୁକା କଳା ଜରିଆରେ ଦୀପାବଳିର ଶୁଭେଚ୍ଛା ଜଣାଇଲେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ମାନସ ସାହୁ

ପୁରୀ : ଆସନ୍ତାକାଲି ଆଲୋକର ପର୍ବ ଦୀପାବଳି । ଏହା ପୂର୍ବରୁ ପୁରୀ ବେଳାଭୂମିରେ ବାଲୁକା କଳା ଜରିଆରେ ଦୀପାବଳିର ଶୁଭେଚ୍ଛା ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ମାନସ କୁମାର ସାହୁ । ପୁରୀ ଲାଇଟ୍ ହାଉସ ନିକଟସ୍ଥ ବେଳାଭୂମିରେ ମା’ କାଳିଙ୍କ ପ୍ରତିମୂର୍ତ୍ତି ନିର୍ମାଣ କରିଛନ୍ତି ମାନସ…

ବାଲୁକା କଳାରେ ଲୌହ ପୁରୁଷଙ୍କୁ ଶ୍ରଦ୍ଧାଞ୍ଜଳି

ପୁରୀ: ଆଜି ସର୍ଦ୍ଦାର ବଲ୍ଲଭ ଭାଇ ପଟେଲଙ୍କ ଜୟନ୍ତୀ । ଏହି ଦିନକୁ ସାରା ଦେଶ ରାଷ୍ଟ୍ରୀୟ ଏକତା ଦିବସ ଭାବେ ପାଳନ କରୁଛି । ବାଲୁକାକଳାରେ ଆଇରନ୍ ମ୍ୟାନଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ୧୮୭୫ ଅକ୍ଟୋବର ୩୧ ତାରିଖରେ ଜନ୍ମଗ୍ରହଣ କରିଥିଲେ…