Latest Odisha News

BREAKING NEWS

Browsing Tag

sand art

ବାଲୁକା କଳାରେ ପି ଭି ସିନ୍ଧୁଙ୍କୁ ଶୁଭେଚ୍ଛା

ପୁରୀ : ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ବାଲୁକା କଳା ମାଧ୍ୟମରେ ପି. ଭି. ସିନ୍ଧୁ ଙ୍କୁ ଶୁଭେଚ୍ଛାର ବାର୍ତ୍ତା ଦେଇଛନ୍ତି | ପି. ଭି. ସିନ୍ଧୁ  ମହିଳା ସିଙ୍ଗଲ ବ୍ୟାଡମିଣ୍ଟନରେ ଭାରତକୁ ୨ଥର ଅଲିମ୍ପିକ୍ସରେ ମେଡାଲ ଜିତିବାରେ ସକ୍ଷମ ହୋଇପାରିଛନ୍ତି | ତାଙ୍କୁ ସ୍ୱାଗତ ଜଣାଇ…

‘ୱାର୍ଲଡ ହେପାଟାଇଟସ୍ ଡେ’ରେ ବାଲୁକା କଳା

ପୁରୀ: ପୁରୀ ବେଳାଭୂମିରେ ବାଲୁକା କଳା । ‘ୱାର୍ଲଡ ହେପାଟାଇଟସ୍ ଡେ’ଉପଲକ୍ଷେ ଏହି ବାଲୁକା କଳା ନିର୍ମାଣ କରାଯାଇଛି । ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ଏହି ବାଲୁକା କଳା ନିର୍ମାଣ କରିଛନ୍ତି । ଯାହା ପାଇଁ ତାଙ୍କୁ ଦୀର୍ଘ ୭ଘଣ୍ଟା ସମୟ ଲାଗିଥିଲା । ‘ହେପା ଟାଇଟସ୍ କ୍ୟାନ୍…

ଦେବସ୍ନାନ ପୁର୍ଣ୍ଣିମା ଉପଲକ୍ଷେ ବାଲୁକା ଆନିମେସନ

ପୁରୀ : ଦେବସ୍ନାନ ପୁର୍ଣ୍ଣିମା ଉପଲକ୍ଷେ ବାଲୁକା ଆନିମେସନ । ବାଲୁକା ଆନିମେସନରେ ପ୍ରଭୁ ଜଗନ୍ନାଥ, ବଳଭଦ୍ର ଏବଂ ଭଗିନୀ ସୁଭଦ୍ରାଙ୍କର ପହଣ୍ଡି ବିଜେ ଠାରୁ ଆରମ୍ଭ କରି ସ୍ନାନ ବେଦୀ ରେ ସ୍ନାନ କରିବାର ଦୃଶ୍ୟ । ଆନ୍ତର୍ଜାତିକ ବାଲୁକା ଶିଳ୍ପୀ ମାନସ କୁମାର ସାହୁ ବାଲୁକା ଆନିମେସନ ମାଧ୍ୟମରେ…

ବିଶ୍ୱ ମହାସାଗର ଦିବସରେ ବାଲୁକା କଳା

ପୁରୀ : ଆଜି ହେଉଛି ବିଶ୍ୱ ମହାସାଗର ଦିବସ ବା ‘ୱାର୍ଲଡ ଓସନ୍ ଡେ’ । ପ୍ରତିବର୍ଷ ଜୁନ୍ ମାସ ୮ତାରିଖରେ ଏହି ଦିବସ ପାଳନ କରାଯାଇଥାଏ । ମହାସାଗର ଜଳରାଶି ପ୍ରଦୂଷଣ ମୁକ୍ତ ରଖିବା ସହିତ ଲୋକଙ୍କୁ ସଚେତନ କରିବା ଏହାର ମୁଖ୍ୟ ଉଦ୍ଦେଶ୍ୟ ରହିଛି । ମହାସାଗର ଦିବସରେ ବିଭିନ୍ନ କାର୍ଯ୍ୟକ୍ରମ ମାନ…

ବାତ୍ୟା ୟଶ ନେଇ ବାଲୁକା ଚିତ୍ରକଳା

ପୁରୀ: ବାତ୍ୟା ୟଶକୁ ନେଇ ଭୟର ବାତାବରଣ ଖେଳି ଯାଇଛି । ଅନ୍ୟସ୍ଥାନ ଭଳି ପୁରୀରେ ମଧ୍ୟ ପବନ ସହ ବର୍ଷା ଜାରି ରହିଛି । ସମୁଦ୍ରକୂଳିଆ ଲୋକେ ବେଶୀ ଆତଙ୍କିତ ହୋଇପଡ଼ିଛନ୍ତି । ତେବେ ଭୟଭୀତ ନ ହୋଇ ସୁରକ୍ଷିତ ସ୍ଥାନରେ ରହିବା ସହ ସରକାରଙ୍କ ଗାଇଡ଼ ଲାଇନ ମାନିବାକୁ ବାଲୁକା ଚିତ୍ରକଳା ମାଧ୍ୟମରେ…

ପବିତ୍ର ରାମନବମୀ ଅବସରରେ ପୁରୀ ବେଳାଭୂମିରେ ବାଲୁକାକଳା, ସମସ୍ତଙ୍କୁ ମାସ୍କ ପିନ୍ଧିବାକୁ ସଚେତନ କଲେ ବାଲୁକାଶିଳ୍ପୀ…

ପୁରୀ: ପୁରୀ ବେଳାଭୂମିରେ ବାଲୁକାକଳା । ଆଜି ପବିତ୍ର ରାମନବମୀ ଅବସରରେ ପୁରୀ ବେଳାଭୂମିରେ ବାଳୁକାକଳା । ବାଲୁକାଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ବାଲୁକାକଳାରେ ପ୍ରଭୁ ରାମଙ୍କର ଏକ ସୁନ୍ଦର ପ୍ରତ୍ତିମୂର୍ତ୍ତି ନିର୍ମାଣ କରିବା ସହ ସଚେତନତାର ବର୍ତ୍ତା ଦେଇଛନ୍ତି । ରାଜ୍ୟରେ କରୋନା ମହାମାରୀର…

ବାଲୁକା କଳା ମାଧ୍ୟମରେ କୋଭିଡ୍ ଟିକା ନେବାକୁ ଜନ ସଚେତନତା

ପୁରୀ: ଆଜିଠାରୁ ଦେଶରେ ଆରମ୍ଭ ହୋଉଛି ୪ ଦିନିଆ ଟିକା ଉତ୍ସବ । ଏହି ଅବସରରେ ଜନ ସଚେତନତା ସୃଷ୍ଟି ଉଦ୍ଦେଶ୍ୟରେ ପୁରୀ ବେଳାଭୂମିରେ ବାଲୁକା କଳା ନିର୍ମାଣ କରାଯାଇଛି । ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକଙ୍କ ଦ୍ୱାରା ନିର୍ମିତ ଏହି ବାଲୁକା କଳାରେ ପ୍ରସ୍ତୁତ କରାଯାଇଛି ସବୁଠାରୁ…

ଓମ୍ ନମଃ ଶିବାୟ: ବାଲୁକା କଳାରେ ମହାଦେବଙ୍କ ଆରାଧନା

ପୁରୀ: ବାଲୁକାକଳାରେ ଦେବ ଦେବ ମହାଦେବଙ୍କ ଆରାଧନା । ପୁରୀ ବେଳାଭୂମିରେ ସୁନ୍ଦର ବାଲୁକାକଳା ନିର୍ମାଣ କରି ଶିବରାତ୍ରିର ଶୁଭେଚ୍ଛା ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ । ଶିବଲିଙ୍ଗ ସହ ବାଲିରେ ନିର୍ମାଣ କରିଛନ୍ତି ହର-ପାର୍ବତୀଙ୍କ ପ୍ରତିମୂର୍ତ୍ତି । ଏହାସହ…

ବାଲୁକା କଳା ଜରିଆରେ ଶିବରାତ୍ରୀର ଶୁଭେଚ୍ଛା ଜଣାଇଲେ ମାନସ ସାହୁ

ପୁରୀ: ବାଲୁକା କଳା ମାଧ୍ୟମରେ ମହାଶିବରାତ୍ରୀର ଶୁଭେଚ୍ଛା ଜଣାଇଛନ୍ତି ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ମାନସ ସାହୁ । କୈଳାସ ପର୍ବତରେ ହର ହର ମହାଦେବ ଧ୍ୟାନ ମୁଦ୍ରାରେ ଥିବା ଦେଖିବାକୁ ମିଳିଛି । ନିକଟରେ ଏକ ଲିଙ୍ଗ ମଧ୍ୟ ରହିଛି । ଏଥିରେ ମହାଶିବରାତ୍ରୀର ଶୁଭେଚ୍ଛା ଲେଖାଯିବା ସହ ହେ ପ୍ରଭୁ…

ଅନ୍ତର୍ଜାତୀୟ ମହିଳା ଦିବସ ଉପଲକ୍ଷେ ବାଲୁକା ଶିଳ୍ପୀ ମାନସଙ୍କ ବାଲୁକା କଳା

ପୁରୀ: ଆସନ୍ତାକାଲି ସୋମବାର ଆନ୍ତର୍ଜାତିକ ମହିଳା ଦିବସ । ଏଥରର ଥିମ୍ ରହିଛି ‘ଚୁଜ୍ ଟୁ ଚ୍ୟାଲେଞ୍ଜ’ ଅର୍ଥାତ୍ ଆହ୍ୱାନକୁ ବାଞ୍ଚନ୍ତୁ । ଏହି ଅବସରରେ ଅନ୍ତର୍ଜାତୀୟ ବାଲୁକା ଶିଳ୍ପୀ ମାନସ ସାହୁ ବାଲୁକା କଳା ପ୍ରସ୍ତୁତ କରିଛନ୍ତି । ପୁରୀ ବେଳାଭୂମିର ବଳିଆପଣ୍ଡା ନିକଟରେ ମହିଳାଙ୍କୁ ସମ୍ମାନ…