ପରଲୋକରେ ପୂର୍ବତନ ଯୁବ କଂଗ୍ରେସ ସଭାପତି ସଂଗ୍ରାମ ଜେନା
ଭୁବନେଶ୍ୱର: ପୂର୍ବତନ ମନ୍ତ୍ରୀ ତଥା ପୂର୍ବତନ ପିସିସି ସଭାପତି ଜୟଦେବ ଜେନାଙ୍କ ପୁଅ ତଥା ପୂର୍ବତନ ଯୁବ କଂଗ୍ରେସ ସଭାପତି ସଂଗ୍ରାମ ଜେନାଙ୍କ ପରଲୋକ । ୪୪ ବର୍ଷ ବୟସରେ ସେ ଶେଷ ନିଃଶ୍ୱାସ ତ୍ୟାଗ କରିଛନ୍ତି। କୋଭିଡ୍ ପରବର୍ତ୍ତୀ ସ୍ୱାସ୍ଥ୍ୟଗତ ସମସ୍ୟା ଯୋଗୁ ହାଇଦ୍ରାବାଦରେ ଚିକିତ୍ସାଧୀନ…