ହସ୍ପିଟାଲରେ ଭର୍ତ୍ତି ହେଲେ ବଲିଉଡ ଅଭିନେତା ସଂଜୟ ଦତ୍ତ
ମୁମ୍ବାଇ: ବଲିଉଡ ଅଭିନେତା ସଂଜୟ ଦତ୍ତ ଆଜି ମୁମ୍ବାଇର ଲୀଲାବତୀ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ନିଶ୍ୱାସ ପ୍ରଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ତାଙ୍କୁ ଡାକ୍ତରଖାନାକୁ ଅଣାଯାଇଛି । ତାଙ୍କୁ ପ୍ରଥମେ ଆଇସିୟୁରେ ଭର୍ତ୍ତି କରାଯାଇଥିଲେ ସୁଦ୍ଧା ତାଙ୍କ ସ୍ୱାସ୍ଥ୍ୟବସ୍ଥା ସ୍ଥିର ଥିବା…