Latest Odisha News
Browsing Tag

sanjay raut

ଜିତିବେ ମୋଦି, ହେଲେ ଜିତିବନି ବିଜେପି ଓ ଏନଡିଏ: ସଞ୍ଜୟ ରାଉତ

ମୁମ୍ବାଇ: ମୋଦିଙ୍କୁ ଟାର୍ଗେଟ କଲେ ଶିବସେନା ରାଜ୍ୟସଭା ସାଂସଦ ସଞ୍ଜୟ ରାଉତ। କହିଲେ ମୋଦି ଗୋଟିଏ ନୁହେଁ ଦୁଇଟି ଆସନରୁ ଛିଡ଼ା ହେବେ, ଜିତିବେ ମଧ୍ଯ। କିନ୍ତୁ ଦଳ ଜିତିବ ନାହିଁ। ବିଜେପିକୁ ଟାର୍ଗେଟ କରି ସେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦୁଇଟି ଆସନରୁ ପ୍ରତିଦ୍ୱନ୍ଦ୍ୱିତା…

ମହାରାଷ୍ଟ୍ରରେ ପୁଣିଥରେ ଏମଭିଏ ସରକାର !

ଭୁବନେଶ୍ୱର: ମହାରଷ୍ଟ୍ର ରାଜନୀତି କେତେବେଳେ କେଉଁ ମୋଡ଼ ନେବ ତାକୁ ନେଇ ଭିନ୍ନ ଭିନ୍ନ ଚର୍ଚ୍ଚା ମୁଣ୍ଡ ଟେକୁଛି। ପ୍ରତ୍ୟେକ ଦିନ ବଡ଼ ନେତାମାନେ ଭିନ୍ନ ଭିନ୍ନ ମନ୍ତବ୍ୟ ଦେଉଛନ୍ତି। ଏନସିପି ନେତା ତଥା ମହାରଷ୍ଟ୍ର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ଅଜିତ ପାୱାର ନିଜ ସମର୍ଥିତ ପ୍ରାୟ ୪୦ ଜଣ…

ସେପ୍ଟେମ୍ବର ୫ତାରିଖ ପର୍ଯ୍ୟନ୍ତ ହାଜତରେ ରହିବେ ସଞ୍ଜୟ ରାଉତ

ମୁମ୍ୱଇ: ପାତ୍ରା ଚୈଲ ଜମି ଦୁର୍ନୀତି ଅଭିଯୋଗ ମାମଲାରେ ଗିରଫ ହୋଇଥିବା ଶିବ ସେନାର ସାଂସଦ ସଞ୍ଜୟ ରାଉତଙ୍କୁ ବିଚାର ବିଭାଗୀୟ ମିଆଦ ଅବଧିକୁ ସେପ୍ଟେମ୍ବର ୫ ତାରିଖ ପର୍ଯ୍ୟନ୍ତ ବୃଦ୍ଧି କରିଦିଆଯାଇଛି। ଅଗଷ୍ଟ ମାସ ଆରମ୍ଭରେ ଇଡି ସଞ୍ଜୟଙ୍କୁ ଗିରଫ କରିଥିଲା । ପ୍ରଥମେ ପ୍ରବର୍ତ୍ତନ…

ଆର୍ଥିକ ହେରଫେର ଏବଂ ସଞ୍ଜୟ ରାଉତ ଗିରଫ ମାମଲାରେ ଆହୁରି ଅନେକ ତଦନ୍ତ ପରିସର ଭୁକ୍ତ

ମୁମ୍ବାଇ: ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ ପତ୍ର ଚଲ ମାମଲା ଦୁର୍ନୀତି ମାମଲାରେ ସଞ୍ଜୟ ରାଉତଙ୍କୁ ଗିରଫ କରିବା ସହ ଆଉ କିଛି ଲୋକଙ୍କୁ ସମନ ଜାରି କରିଛି । ରବିବାର ଠାରୁ ଶିବସେନା ସାଂସଦ ସଞ୍ଜୟ ରାଉତଙ୍କ ଘରେ ଆର୍ଥିକ ହେରଫେର ମାମଲାର ତଦନ୍ତ କରି ସୋମବାର ଗିରଫ କରିଛି । ମଙ୍ଗଳବାର ଏହି…

ସଞ୍ଜୟ ରାଉତଙ୍କୁ ଇଡି କଲା 10 ଘଣ୍ଟା ଜେରା

ମୁମ୍ବାଇ:  ସରକାର ଯିବାପରେ ଶିବସେନା ନେତା ସଂଜୟ ରାଉତଙ୍କ ଆଉ ସେତେ ଭାଉ ଦେଖାଯାଉନାହିଁ  ।  ଶିବସେନାର କୁହାଳିଆ ନେତାଙ୍କ ପାଟି ଖନିମାରିଯାଇଛି ଇଡି ଜେରାରେ । 10ଘଣ୍ଟାକାଳ ଇଡି ଏଣୁ ତେଣୁ ପ୍ରଶ୍ନ ପଚାରି ସଂଜୟ ରାଉତଙ୍କୁ ବିରକ୍ତି କରିଦେଇଥିବା ଦେଖାଦେଇଥିଲା । ଗତକାଲି  ରାତି ପ୍ରାୟ…

“ଦେବେନ୍ଦ୍ର ପଡ଼ନବିସ ମଧ୍ୟ ଶିବସେନାକୁ ଭୋଟ୍ ଦେବେ, ଯଦି..”

ଭୁବନେଶ୍ୱର: ମହାରାଷ୍ଟ୍ର ପୂର୍ବତନ ମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡ଼ନବିସ ମଧ୍ୟ ବିଜେପି ବିରୋଧରେ ଯାଇ ଶିବସେନାକୁ ଭୋଟ୍ ଦେବେ, ଯଦି ଶିବସେନା ଅଧୀନରେ ‘ଇଡି’ ରହିବ । ମାତ୍ର ଦୁଇ ଦିନରେ ଫଡ଼ନବିସ ଶିବ ସେନାକୁ ଭୋଟ୍ ଦେବାକୁ ବାଧ୍ୟ ହୋଇଯିବେ । ରବିବାର ଶିବସେନା ଏମପି ସଞ୍ଜୟ ରାଉତ ଏହି…

ସାଂସଦ ସଞ୍ଜୟ ରାଉତଙ୍କ ବିରୋଧରେ ମାମଲା ରୁଜୁ

ନୂଆଦିଲ୍ଲୀ: ଶିବସେନା ନେତା ତଥା ସାଂସଦ ସଞ୍ଜୟ ରାଉତଙ୍କ ବିରୋଧରେ ମାମଲା ରୁଜୁ। ଏକ ସାକ୍ଷାତକାର ସମୟରେ ‌ସେ (ବିଜେପି)ର ସଦସ୍ୟଙ୍କ ବିରୋଧରେ ଅପମାନଜନକ ଭାଷା ବ୍ୟବହାର କରିଥିବା ଅଭିଯୋଗ ହୋଇଛି। ବିଜେପି ପକ୍ଷରୁ ତାଙ୍କ ବିରୋଧରେ ଏଫ୍‌ଆଇଆର୍‌ ପଞ୍ଜିକୃତ ହୋଇଛି। ତେବେ ଏହି ଅଭିଯୋଗକୁ…

ସଂଜୟ ରାଉତଙ୍କ ଉପରେ ବର୍ଷିଲେ ବମ୍ବେ ହାଇକୋର୍ଟ

ମୁମ୍ବାଇ: ଶିବସେନା ମୁଖପାତ୍ର ସଂଜୟ ରାଉତଙ୍କ ଉପରେ ବର୍ଷିଲେ ବମ୍ବେ ହାଇକୋର୍ଟ । ବଲିଉଡ ଅଭିନେତ୍ରୀ କଙ୍ଗନା ରଣାୱତଙ୍କ ଉପରେ ବିବାଦୀୟ ମନ୍ତବ୍ୟ ଦେଇଥିବା ମାମଲାରେ ବମ୍ବେ ହାଇକୋର୍ଟ ତାଙ୍କ ଉପରେ ବର୍ଷିଛନ୍ତି । ଯଦି ଜଣେ ସାଂସଦ ହୋଇ ଏଭଳି କହିବେ ତାହେଲେ ଅନ୍ୟ ମାନେ କେମିତି କହିବେ…