Latest Odisha News

BREAKING NEWS

Browsing Tag

Santosh Singh Saluja

୧୦ ଜିଲ୍ଲା ସଭାପତିଙ୍କ ନାଁ ଘୋଷଣା କଲା କଂଗ୍ରେସ, ପଞ୍ଚାନନ କାନୁନଗୋ ମାନିଫେଷ୍ଟୋ କମିଟି ଅଧ୍ୟକ୍ଷ

ଭୁବନେଶ୍ୱର: ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି ପକ୍ଷରୁ ୧୦ ଜିଲ୍ଲା ସଭାପତିଙ୍କ ନାଁ ଘୋଷଣା ହୋଇଛି । ୨୦୨୪ ନିର୍ବାଚନ ପୂର୍ବରୁ କଂଗ୍ରେସ ତୃଣମୂଳ ସ୍ତରରେ ସଂଗଠନ ସଜାଡ଼ିବା ଲାଗି ଆରମ୍ଭ କରିଛି । କୋରାପୁଟ ଜିଲ୍ଲା ସଭାପତି ଥିବା କଂଗ୍ରେସ ବିଧାୟକ ତାରା ବାହିନୀପତିଙ୍କ ପତ୍ନୀ ମିନାକ୍ଷୀ…

ଝାରସୁଗୁଡାରେ ବିଜେଡିର ବଡ଼ ବିଜୟ ନେଇ ଦେବୀଙ୍କ ଦୃଢୋକ୍ତି, ସମାଲୋଚନା କଲେ ସାଲୁଜା

ଭୁବନେଶ୍ୱର : ଝାରସୁଗୁଡା ଉପନିର୍ବାଚନ ତାରିଖ ଘୋଷଣା ସହ ସରଗରମ ହୋଇଛି ରାଜନୈତିକ ମାହୋଲ । ଉପନିର୍ବାଚନରେ ବିଜେଡିର ବଡ଼ ବିଜୟ ହେବ ବୋଲି ଗୁରୁବାର ଦୃଢୋକ୍ତି ପ୍ରକାଶ କରିଛନ୍ତି ବିଜେଡିର ବରିଷ୍ଠ ନେତା ଦେବୀ ମିଶ୍ର। ଦେବୀ କହିଛନ୍ତି, ଲୋକେ ମନସ୍ଥ କରି ସାରିଛନ୍ତି ବିଜେଡିକୁ ଭୋଟ ଦେବା…

ନବ ଦାସଙ୍କୁ ହତ୍ୟା ପାଇଁ ହୋଇଛି ବଡ଼ ଷଡ଼ଯନ୍ତ୍ର: ସାଲୁଜା

ଭୁବନେଶ୍ୱର: ଖାକି ମାରିଲା, ଖାକି ତଦନ୍ତ କରୁଛି । ନବ ଦାସଙ୍କ ହତ୍ୟାକାରୀକୁ ଧରାଯିବ ନାହିଁ । କାଗଜପତ୍ରରେ ତଦନ୍ତ ସରିଯିବ । ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କ ହତ୍ୟା ପଛରେ ବଡ଼ ଷଡ଼ଯନ୍ତ୍ର ରହିଛି ବୋଲି କହିଛନ୍ତି କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜା । ସେ କହିଛନ୍ତି. ଆମେ ପ୍ରଥମ…

ପୁଅ ଗିରଫକୁ ନେଇ ଡିଜିପିଙ୍କୁ ଟାଣିଲେ ସାଲୁଜା

ଭୁବନେଶ୍ୱର: କଣ୍ଟାବାଞ୍ଜି କଂଗ୍ରେସ ବିଧାୟକ ସନ୍ତୋଷ ସିଂ ସାଲୁଜାଙ୍କ ପୁଅକୁ ପୋଲିସ ଗିରଫ କରିଛି । ଅଭିଯୋଗ ଅନୁସାରେ, ସାଲୁଜାଙ୍କ ପୁଅ ସେଜି ଅନ୍ୟ ସାଙ୍ଗମାନଙ୍କ ସହ ମିଶି ସିନେମା ହଲରେ ଗଣ୍ଡଗୋଳ କରିଥିଲେ । ଯେଉଁଥିପାଇଁ ପୋଲିସ ସେଜିଙ୍କ ସହ ୬ ଜଣଙ୍କୁ ଗିରଫ କରିଛି । ପୁଅ ସହ ୬ ଜଣଙ୍କୁ…

ଜାମିନ୍ ଆବେଦନ ଖାରଜ, ଜେଲ୍ ଗଲେ ସାଲୁଜାଙ୍କ ପୁଅ

ପାଟଣାଗଡ଼: ସିନେମା ହଲରେ ଧମକଚମକ, ଗଣ୍ଡଗୋଳ କରିବା ଅଭିଯୋଗରେ ପୋଲିସ କଣ୍ଟାବାଞ୍ଜି ବିଧାୟକଙ୍କ ପୁଅଙ୍କ ସହ ୬ ଜଣଙ୍କୁ ଗିରଫ କରିଥିଲା । କଂଗ୍ରେସ ବିଧାୟକ ସାଲୁଜାଙ୍କ ପୁଅ ସେଜି ସିଂଙ୍କ ଜାମିନ୍ ଆବେଦନ କୋର୍ଟ ଖାରାଜ କରିବା ପରେ ତାଙ୍କୁ ଜେଲ୍ ପଠାଇ ଦିଆଯାଇଛି । ସୂଚନା ଅନୁସାରେ,…

କୋଭିଡ ପରିଚାଳନା ନେଇ ବିଧାନସଭାରେ ପ୍ରଶ୍ନ ଉଠାଇଲେ ସନ୍ତୋଷ ସିଂହ ସାଲୁଜା

ଭୁବନେଶ୍ୱର: ବିଧାନସଭା ମୌସୁମୀ ଅଧିବେଶନର ଦ୍ୱିତୀୟ ଦିନରେ କୋଭିଡ୍ ପରିଚାଳନା ପ୍ରସଙ୍ଗରେ ସରକାରଙ୍କ ଟାର୍ଗେଟ କରିଛନ୍ତି କଂଗ୍ରେସ ବିଧାୟକ ସନ୍ତୋଷ ସିଂହ ସାଲୁଜା । ଅଭିଯୋଗ କରିଛନ୍ତି, ସରକାର କରୋନା ପ୍ରସଙ୍ଗରେ ତଥ୍ୟ ଲୁଚାଉଛନ୍ତି । ସନ୍ତୋଷ ସିଂହ ସାଲୁଜା ଆହୁରି କହିଛନ୍ତି, କରୋନା…