Latest Odisha News

BREAKING NEWS

Browsing Tag

Sarat Patnaik

କଂଗ୍ରେସରୁ ଇସ୍ତଫା ଦେଲେ ପୂର୍ବତନ ମନ୍ତ୍ରୀ ନବୀନ ଦାସ

ଭୁବନେଶ୍ୱର:ହାତ ଛାଡ଼ିଲେ ନବୀନ ଦାସ। ପୂର୍ବତନ ମନ୍ତ୍ରୀ ନବୀନ ଚନ୍ଦ୍ର ନାରାୟଣ ଦାସ କଂଗ୍ରେସରୁ ଇସ୍ତଫା ଦେଇଛନ୍ତି। ଏଆଇସିସି ସଭାପତି ମଲ୍ଲିକାର୍ଜୁନ ଖଡଗେ ଓ ପିସିସି ସଭାପତି ଶରତ ପଟ୍ଟନାୟକଙ୍କୁ ନିଜ ନିଜର ଇସ୍ତଫା ପତ୍ର ପଠାଇଥିବା ଖବରଦାତା ସମ୍ମିଳନୀରେ ସୂଚନା ଦେଇଛନ୍ତି। କେବଳ ସେ…

ପ୍ରାର୍ଥୀଙ୍କୁ ଆଗୁଆ ଟିକେଟ ଦେବା ନେଇ ରାଜ୍ଯ କଂଗ୍ରେସର ବୈଠକ

ଭୁବନେଶ୍ୱର:ଅନଲାଇନ ଆବେଦନରେ ହଜାର ହଜାର ପ୍ରାର୍ଥୀ ଆବେଦନ କରିବା ପରେ କଂଗ୍ରେସ ଏବେ କେଉଁ ଯୋଗ୍ୟ ପ୍ରାର୍ଥୀ ବାଛିବା ସେ ନେଇ ଚାଳିଛି ତନାଘନା। ରାଜ୍ୟ କଂଗ୍ରେସର ଟିକେଟ କସରତ ଆଗୁଆ ଟିକେଟ ଦେବା ପାଇଁ ସୋମବାର କଂଗ୍ରେସର ବୈଠକ ବସିଛି। ଓଡ଼ିଶା ପ୍ରଦେଶ ନିର୍ବାଚନ କମିଟି(ପିଇସି) ବୈଠକରେ…

ପ୍ରତ୍ୟେକ ବୁଥ୍‌ରେ କଂଗ୍ରେସ ସେବା ଦଳ କର୍ମୀଙ୍କୁ ନିଯୁକ୍ତି ଦିଆଯିବ: ଶରତ ପଟ୍ଟନାୟକ

ଭୁବନେଶ୍ୱର: ଓଡ଼ିଶା ପ୍ରଦେଶ କଂଗ୍ରେସ ସେବା ଦଳ ପକ୍ଷରୁ ଆଜି ପୂର୍ବାହ୍ନରେ କଂଗ୍ରେସ ଭବନଠାରେ କଂଗ୍ରେସ ସେବାଦଳର ଜିଲ୍ଲା କର୍ମକର୍ତ୍ତା ସମ୍ମିଳନୀକୁ ଆନୁଷ୍ଠାନିକ ଭାବେ ଉଦଘାଟିତ ହୋଇଛି । ସମ୍ମିଳନୀକୁ ଉଦଘାଟନ କରି ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟିର ସଭାପତି ଶରତ ପଟ୍ଟନାୟକ କହିଛନ୍ତି,…

୨୧୨, ତଥାପି ଅସନ୍ତୋଷ

ଭୁବନେଶ୍ୱର: ବହୁ ବିଳମ୍ବରେ ହେଲେ ମଧ୍ୟ ପିସିସିର ନୂଆ କମିଟି ଗଠନ ହେଲା। ଯୁବ ପିଢିଙ୍କୁ ପଦପଦବୀ ମିଳିଲା। ଏପରିକି ବଡ଼ ଟିମ କରି ପୁରୁଣା ନେତାଙ୍କୁ ମଧ୍ୟ ଏକଜେକ୍ୟୁଟିଭ କମିଟିରେ ନିଆଯାଇଛି। ବରିଷ୍ଠ ଯୁବଙ୍କ ମଧ୍ୟରେ ଏକ ସମନ୍ୱୟ ମଧ୍ୟ ରଖାଯିବାକୁ ଉଦ୍ୟମ ହେଲା। କିନ୍ତୁ କଥା ଯାହାକୁ…

ପରମ୍ପରା ଭାଙ୍ଗିଲେ ଶରତ !

ଭୁବନେଶ୍ୱର: ଶରତଙ୍କ ଯୁବ କାର୍ଡ। ପାରମ୍ପରିକ ରାଜନୀତିରୁ ଟିକେ ବାହାରକୁ ଯାଇ ନୂଆ ପିଢିଙ୍କୁ ରାଜନୀତିରେ ଅଧିକ ସୁଯୋଗ ଦେବାକୁ ପିସିସି ସଭାପତି ଶରତ ପଟ୍ଟନାୟକ ଉଦ୍ୟମ କରିଛନ୍ତି। ବିଳମ୍ବରେ ହେଲେ ମଧ୍ୟ ଶରତଙ୍କ ଟିମରେ ଏଭଳି କିଛି ଦେଖିବାକୁ ମିଳିଛି। କଂଗ୍ରେସରେ ବିଶାଳ ଟିମରେ ଯୁବ…

ଓଡିଶା ପ୍ରଦେଶ କଂଗ୍ରେସ,ପାରିଲେ ହିରୋ ନ ପାରିଲେ ଜିରୋ !

ଭୁବନେଶ୍ୱର: ରାହୁଲ ଗାନ୍ଧୀ ପ୍ରସଙ୍ଗରେ କଣ ଫାଇଦା ପାଇବ ରାଜ୍ୟ କଂଗ୍ରେସ। ରାହୁଲ ଗାନ୍ଧୀଙ୍କ ପ୍ରସଙ୍ଗକୁ ନେଇ ସାରା ଦେଶରେ ଆଲୋଚନା ହେଉଥିବା ବେଳେ ଓଡ଼ିଶାରେ ମଧ୍ୟ ଏଭଳି ଚର୍ଚ୍ଚା ଜୋର ଧରିଛି। ରାହୁଲଙ୍କ ପ୍ରତି ଅନ୍ୟାୟ ପ୍ରତିବାଦରେ କଂଗ୍ରେସ ପକ୍ଷରୁ ରାଜ୍ୟର ସମସ୍ତ ୩୦ ଟି ଜିଲ୍ଲା ସମେତ…

ରାହୁଲ ଗାନ୍ଧୀଙ୍କ ସହ ଅଛି ଓଡ଼ିଶା କଂଗ୍ରେସ: ଶରତ ପଟ୍ଟନାୟକ

ଭୁବନେଶ୍ୱର: ନରେନ୍ଦ୍ର ମୋଦି ସରକାର ବ୍ୟକ୍ତିର ବାକ୍ ସ୍ୱାଧୀନତା ଉପରେ ସଂପୂର୍ଣ୍ଣରୂପେ ରୋକ ଲଗାଇବା ପାଇଁ ଆଜିକୁ ୮ବର୍ଷ ହେଲା କାର୍ଯ୍ୟ କରୁଛି । ଏକଛତ୍ର ବାଦ ଶାସନ ବ୍ୟବସ୍ଥାକୁ ଆପଣାଇବା ନରେନ୍ଦ୍ର ମୋଦି ଏବଂ ତାଙ୍କ ସରକାର ଚେଷ୍ଟା ଚଳାଇଛନ୍ତି । ସତ୍ୟ ଓ ଅହିଂସାର ମାର୍ଗ ରାହୁଲ…

କଂଗ୍ରେସରେ ବଢୁଛି ବିଜୟଙ୍କ ଗୁରୁତ୍ବ

ଭୁବନେଶ୍ୱର: କଂଗ୍ରେସରେ ସମସ୍ତେ ଏବେ ବିଜୟ ମୁହାଁ। ଦୀର୍ଘ ଦିନ ଧରି ଶାସନ କ୍ଷମତାରୁ ବାହାରେ ଥିବା କଂଗ୍ରେସ ନେତାଙ୍କ ପାଇଁ ବିଜୟ ହିଁ ସଂଜୀବନୀ ହେବେ ବୋଲି ଧାରଣା ସୃଷ୍ଟି ହୋଇଛି। ସେଥିପାଇଁ ବିଜୟଙ୍କ ନିକଟରେ ଏବେ ଭିଡ଼ ଦେଖିବାକୁ ମିଳୁଛି। ଆମେ କହୁଛୁ ପୂର୍ବତନ ମୁଖ୍ୟ ଶାସନ ସଚିବ ତଥା…

ଶରତଙ୍କ ପିସିସି ନେତୃତ୍ୱକୁ ୧୦ ମାସ, ଯୋଡି ହେଉନି ହାତ !

ଭୁବନେଶ୍ୱର: କଂଗ୍ରେସରେ ପଦ୍ମ ଘୁଞ୍ଚି ଘୁଞ୍ଚି ଯାଉଛି। ଶରତ ପଟ୍ଟନାୟକଙ୍କ ନୂଆ କମିଟି ଘୋଷଣା ହେବା ବଦଳରେ ତାରିଖ ଗଡି ଗଡି ଚାଲିଛି। ଦାୟିତ୍ୱ ନେବାର ଦଶ ମାସରୁ ଅଧିକ ସମୟ ବିତିଗଲାଣି। କିନ୍ତୁ ଏ ଯାଏ ଶରତଙ୍କ ନୂଆ କମିଟି ଘୋଷଣା ହୋଇପାରୁନି। ନୂଆ ପିସିସି କମିଟି ତାଲିକା ଦିଆଯିବା କାମ…

ଦିନେ ଦୁଇଦିନରେ ପିସିସିର ନୂଆ କମିଟି !

ଭୁବନେଶ୍ୱର: ଘୋଷଣା ହେବ ଶରତଙ୍କ ନୂଆ ଟିମ। ଦିନେ ଦୁଇ ଦିନ ମଧ୍ୟରେ ରାଜ୍ୟ ପ୍ରଦେଶ କଂଗ୍ରେସର ନୂଆ କମିଟି ଘୋଷଣା ହୋଇପାରେ। ପିସିସି ସଭାପତି ଦିଲ୍ଲୀ ଗସ୍ତ କରିବା ପରେ ଏ ନେଇ ଆଲୋଚନା ଆରମ୍ଭ ହୋଇଯାଇଛି। ଦାଇତ୍ୱ ନେବାର ବହୁ ମାସ ବିତିଯାଇଥିଲେ ମଧ୍ୟ ଏ ଯାଏ ପିସିସି କମିଟି ଗଠନ ହୋଇ ନ…