Latest Odisha News

BREAKING NEWS

Browsing Tag

Sarpanch

୨୨ ବର୍ଷ ଧରି ସରପଞ୍ଚ… ତଥାପି ନାହିଁ ଖଣ୍ଡିଏ ପକ୍କା ଘର, ଚାଳ ଛପର ତଳେ ଗୁଞ୍ଜିଛନ୍ତି ମୁଣ୍ଡ

ନବରଙ୍ଗପୁର: ନାଁ ପୁଷ୍ପଲତା… ନାଁ ଭଳି ତାଙ୍କ ହୃଦୟ ବି ବେଶ୍ କୋମଳ । ୨୨ ବର୍ଷ ଧରି ସରପଞ୍ଚ ହେଉଥିଲେ ବି ତାଙ୍କ ପାଖରେ ଖଣ୍ଡିଏ କୁଡ଼ିଆ ଛଡ଼ା ଆଉ କିଛି ନାହିଁ । ଗରିବ ଗୁରୁବାଙ୍କ ସମସ୍ୟା ସହ ଛିଡ଼ା ହୋଇ ଦୁଃଖ ସୁଖ ବାଣ୍ଟୁଥିବା ଏ ମହିଳା ଜଣଙ୍କ ହେଉଛନ୍ତି ନବରଙ୍ଗପୁର ଜିଲ୍ଲା ସଦର ବ୍ଲକ…

ଓଡ଼ିଆ ପଢ଼ି ଓ ଲେଖି ପାରିଲେନି ବୋଲି ପଦ ହରାଇଲେ ସରପଞ୍ଚ

ଢେଙ୍କାନାଳ: ଭାଷା ପାଇଁ ପଦ ଗଲା । ଓଡ଼ିଆ ଭାଷା ଲେଖିବା ଓ ପଢ଼ିବାରେ ଅସମର୍ଥ ଯୋଗୁ ସରପଞ୍ଚ ପଦ ହରାଇଛନ୍ତି । ଏଭଳି ମାମଲା ଆସିଛି ଢେଙ୍କାନାଳ ଜିଲ୍ଲାରୁ । ସଦର ବ୍ଲକର ଗେଙ୍ଗୁଟିଆ ପଞ୍ଚାୟତର ସରପଞ୍ଚ କୈଳାସ ଚନ୍ଦ୍ର ଦେହୁରୀଙ୍କୁ ଢେଙ୍କାନାଳ ଦୌରା ଜଜ ଅଯୋଗ୍ୟ ଘୋଷିତ କରିଛନ୍ତି ।…

ପୂର୍ବତନ ସରପଞ୍ଚଙ୍କ ଘରେ ବୋମା ମାଡ଼

ବାଙ୍କୀ : ବାଙ୍କୀ କୁସପଙ୍ଗି ପଞ୍ଚାୟତର ପୂର୍ବତନ ସରପଞ୍ଚଙ୍କ ବାସଭବନରେ ବୋମାମାଡ଼ । ସରପଞ୍ଚ ପୁଷ୍ପଲତା ପରିଡାଙ୍କ ନିସ୍ତିପୁର ସ୍ଥିତ ଘରେ ବୋମାମାଡ଼ ହୋଇଛି । ବିଳମ୍ବିତ ରାତିରେ ବୋମା ମାଡ଼ ହୋଇଥିବା ଜଣାପଡିଛି । ବୋମାମାଡ଼ରେ ବାସଭବନରେ ଥିବା ବୋଲର ଓ ଟାଟାଏସିର କିଛି ଅଂଶ ନଷ୍ଟ…

“ପଞ୍ଚାୟତ ଅଫିସରୁ ଚୋରି କଲେ ସରପଞ୍ଚ!”

ବରପାଲି: ବରଗଡ଼ ଜିଲ୍ଲା ବରପାଲି ବ୍ଲକର କୁମ୍ଭାରୀ ସରପଞ୍ଚଙ୍କ ବିରୋଧରେ ଆସିଛି ସାଂଘାତିକ ଅଭିଯୋଗ । ପଞ୍ଚାୟତ ଅଫିସରୁ ଜିନିଷ ଚୋରି କରି ବିକୁଛନ୍ତି ସରପଞ୍ଚ । ଚୋରି ଜିନିଷକୁ ସହଯୋଗୀଙ୍କ ଜରିଆରେ ବିକୁଛନ୍ତି ବୋଲି ଗ୍ରାମବାସୀ ଏବଂ ଅଫିସ ପିଅନ ଅଭିଯୋଗ କରିଛନ୍ତି । କଥାଟି…

ସରପଞ୍ଚ ସମର୍ଥକଙ୍କ ଟାହି-ଟାପରା ସହି ନପାରି ଯୁବତୀଙ୍କ ଆତ୍ମହତ୍ୟା

ପାଟକୁରା: ଅସଦାଚରଣକୁ ସହ୍ୟ ନକରି ପାରି ଯୁବତୀଙ୍କ ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି । ପାଟକୁରା ଥାନା ଅନ୍ତର୍ଗତ ପଦ୍ମପୁର ପଂଚାୟତର ମହମୁଦା ଗ୍ରାମର ପିଙ୍କି ଓରଫ ଶୁଭଶ୍ରୀ ସୁଭଦର୍ଶିନୀ ସ୍ୱାଇଁ ରସି ଲଗାଇ ଆତ୍ମହତ୍ୟା କରିଛନ୍ତି । ଗତ ମାସ ଜୁନ ୧୭ରେ ଯୁବତୀଙ୍କ ପରିବାର ଲୋକଙ୍କ…