Latest Odisha News

BREAKING NEWS

Browsing Tag

Sarua land Case

‘ଚଞ୍ଚକତା କରି, ଲୋକଙ୍କୁ ଠକି ସାରୁଅ ଜମି ହଡପ କରାଯାଇଛି’

ଭୁବନେଶ୍ୱର: ସାରୁଅ ଜମି ଦୁର୍ନୀତି ନେଇ ନୂଆ ସୂଚନା ଦେଲା କ୍ରାଇବ୍ରାଂଚ । ଚଞ୍ଚକତା କରି, ଲୋକଙ୍କୁ ଠକି ଓଡ଼ିଶା ଇନ୍‌ଫ୍ରାଟେକ ପ୍ରାଇଭେଟ ଲିମିଟେଡ ଜମି ହଡକ କରିଚି । ପ୍ରଥମିକ ତଦନ୍ତରୁ ଏହା ଜଣାପଡିଛି ବୋଲି ଆଜି ସାମ୍ବାଦିକ ସମ୍ମିଳନୀରେ କହିଛନ୍ତି କ୍ରାଇମବ୍ରାଞ୍ଚ ଏଡିଜି । ସେ…

୨ ଦିନିଆ ରିମାଣ୍ଡରେ ଗଲେ ଓଟିଭି ସିଏଫ୍‌ଓ

ଭୁବନେଶ୍ୱର: ସାରୁଆ ଜମି କିଣାବିକା ମାମଲାରେ ଗତକାଲି ଗିରଫ ହୋଇଥିବା ଓଟିଭି ସିଏଫ୍‌ଓ ମନୋରଂଜନ ଷଡଙ୍ଗୀଙ୍କୁ ୨ ଦିନିଆ ରିମାଣ୍ଡରେ ନେଇଛି କ୍ରାଇମବ୍ରାଂଚ ଅର୍ଥନୈତିକ ଅପରାଧ ଶାଖା । ଅଧିକ ଦନ ରିମାଣ୍ଡରେ ନେବାକୁ କ୍ରାଇମବ୍ରାଂଚ ସମୟ ମାଗିଥିଲେ ମଧ୍ୟ କୋର୍ଟ ୨ ଦିନିଆ ରିମାଣ୍ଡରେ ନେବାକୁ…

ଓଟିଭି ସିଏଫ୍‌ଓଙ୍କୁ ଉଠାଇନେଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: ଓଟିଭି ସିଏଫ୍ଓଙ୍କୁ ଉଠାଇ ନେଲା କ୍ରାଇମ୍‌ବ୍ରାଞ୍ଚ। ଖୋର୍ଦ୍ଧା ଜିଲ୍ଲା ସାରୁଅ ଜମି କିଣାବିକା ମାମଲାରେ ଓଟିଭି ସିଏଫ୍ଓ ମନୋରଞ୍ଜନ ଷଡ଼ଙ୍ଗୀଙ୍କୁ କ୍ରାଇମ୍‌ବ୍ରାଞ୍ଚ ଉଠାଇ ନେଇଛି। କୌଣସି ନୋଟିସ୍ ନ ଦେଇ ତାଙ୍କୁ ଉଠାଇ ନେଇଥିବା ଜଣାପଡ଼ିଛି। ବହୁ ସମୟ ବିତି ଯାଇଥିଲେ ମଧ୍ୟ ଏ…

ଦୁଇ ଓଟିଭି କର୍ମଚାରୀ ଗିରଫ

ଭୁବନେଶ୍ୱର: ସାରୁଆ ଜମି ବିବାଦରେ ଗିରଫ ହେଲେ ଓଟିଭିର ଦୁଇ କର୍ମଚାରୀ । ଇଂଜିନିୟର ଓ ସୁପରଭାଇଜରଙ୍କୁ ପୋଲିସ ଗିରଫ କରିଛି । ଠିକା କର୍ମଚାରୀଙ୍କୁ ଧମକ ଦେବା ଅଭିଯୋଗରେ ଏ ଦୁଇ ଜଣଙ୍କୁ ଗିରଫ କରାଯାଇଛି । ଅଭିଯୋଗ ଅନୁଯାୟୀ, ଆଜି ସାରୁଆ ଅଂଚଳରେ ଠିକା କର୍ମଚାରଙ୍କୁ ଓଟିଭିର ଇଂଜିନିଅର ଓ…