କବିତା : କରୋନା-କାରୁଣ୍ୟ ପ୍ରତ୍ୟୁତ୍ତର
ସତ୍ୟନାରାୟଣ ଆଚାର୍ଯ୍ୟ
ମହାମନ୍ୟା ବିଶ୍ୱବନ୍ଦ୍ୟା ଉଗ୍ରତାରା
କଲ୍ୟାଣମୟୀ-ଜଗଦ୍ଧାତ୍ରୀ-ଜଗଦମ୍ବିକେ
ସୂକ୍ଷ୍ମାତି ସୂକ୍ଷ୍ମ ରୂପିଣୀ ମୃତ୍ୟୁଭେଦ ସଂଚାରିଣୀ
ଶବ ଶିବାରାଧ୍ୟା ଆରୁଡ଼ା ମହାତାଣ୍ଡବ ତଟିନୀ
ଜନମୁଖେ -ଆର୍ତ୍ତ ଚିତ୍କାର-ଜନପଦେ,
ଶ୍ମଶାନେ , ବିଶ୍ୱ କ୍ରୀଡ଼ାଙ୍ଗନ ।…