Latest Odisha News

BREAKING NEWS

Browsing Tag

satyapal malik

ସତ୍ୟପାଲ ପାର୍ଟ ଟୁ, ‘ଦେଶ ବଞ୍ଚାଇବାକୁ ସରକାର ବଦଳାଅ’

ଭୁବନେଶ୍ୱର: ଜାମ୍ମୁ କାଶ୍ମୀରର ପୂର୍ବତନ ରାଜ୍ୟପାଳ ତଥା ପୂର୍ବତନ ବିଜେପି ନେତା ସତ୍ୟପାଲ ମଲ୍ଲିକ ବିଜେପିକୁ ଲଗାତର ଟାର୍ଗେଟ କରି ଚାଲିଛନ୍ତି। ଏପରିକି ଦେଶର ସାଧାରଣ ନିର୍ବାଚନ ଯେତିକି ପାଖେଇ ଆସୁଛି ମଲ୍ଲିକଙ୍କ ଆକ୍ରମଣ ସେତିକି ଶାଣିତ ହେବାରେ ଲାଗିଛି। କିଛି ଦିନ ତଳେ ପୁଲୱାମା…

ସତ୍ୟପାଲଙ୍କ ଘରେ ପଶିଲା ସିବିଆଇ

ଭୁବନେଶ୍ୱର: ସତ୍ୟପାଲଙ୍କ ଘରେ ସିବିଆଇ। ବୀମା ଦୁର୍ନୀତି ପ୍ରସଙ୍ଗରେ ସିବିଆଇର ଏକ ଟିମ ଜାମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକଙ୍କ ଦିଲ୍ଲୀ ସ୍ଥିତ ବାସଭବନ ଯିବାକୁ ନେଇ ରାଜନୈତିକ ଚର୍ଚ୍ଚା ଜୋର ଧରିଛି। ପୁଲୱାମା ପ୍ରସଙ୍ଗକୁ ନେଇ ସତ୍ୟପାଲ ପ୍ରଧାନମନ୍ତ୍ରୀ ମୋଦି ଓ…

ଛାଡିବେନି ସତ୍ୟପାଲ !

ଭୁବନେଶ୍ୱର: ଜାମ୍ମୁ କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲ୍ଲିକ ବିଜେପିକୁ ଟାର୍ଗେଟ କରି ଏବେ ସବୁଆଡେ ଚର୍ଚ୍ଚାରେ। ପୁଲୱାମା ଆକ୍ରମଣ ଭଳି ଏକ ସମ୍ବେଦନଶୀଳ ଘଟଣାକୁ ନେଇ ବିଜେପି ଓ ମୋଦିଙ୍କୁ ଟାର୍ଗେଟ କରି ସତ୍ୟପାଲ ଚର୍ଚ୍ଚାରେ ରହିଛନ୍ତି। ଏପରିକି ମୋଦି ସରକାରର ଅବହେଳା କାରଣରୁ…

‘ସାବଧାନ’ ପାଟି ଖୋଲିଲେ ସିବିଆଇ ବାନ୍ଧିବ !

ଭୁବନେଶ୍ୱର: ପୁଲୱାମା ଆକ୍ରମଣ ପ୍ରସଙ୍ଗରେ ମନ୍ତବ୍ୟକୁ ନେଇ ଚର୍ଚ୍ଚାରେ ଥିବା ଜାମ୍ମୁ କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକ ଏବେ ପୁଣି ଚର୍ଚ୍ଚାରେ। ଏଥର ସତ୍ୟପାଲଙ୍କୁ ସିବିଆଇ ସମନକୁ ନେଇ ଦେଶବ୍ୟାପୀ ଆଲୋଚନା ହେଉଛି। ବିହାର, ଜାମ୍ମୁ କାଶ୍ମୀର, ଗୋଆ ଓ କିଛି ଦିନ ପାଇଁ ଓଡିଶାର…

ଜମ୍ମୁ-କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକଙ୍କୁ ସିବିଆଇର ସମନ, ଇନସ୍ୟୁରାନ୍ସ ସ୍କାମ ମାମଲାରେ ୨୮ରେ ହେବେ…

ନୂଆଦିଲ୍ଲୀ : ଜମ୍ମୁ କାଶ୍ମୀରର ପୂର୍ବତନ ରାଜ୍ୟପାଳ ସତ୍ୟପାଲ ମଲିକଙ୍କୁ ଶୁକ୍ରବାର ସିବିଆଇ ନୋଟିସ ଜାରି କରିଛି । ଜମ୍ମୁ କାଶ୍ମୀରରେ ତାଙ୍କ କାର୍ଯ୍ୟକାଳରେ ଲାଗୁ ହେବାକୁ ଥିବା ରିଲାଏନ୍ସ ଇନ୍ସୁରାନ୍ସ ଦୁର୍ନୀତି ନେଇ ପଚରାଉଚରା କରିବାକୁ ସିବିଆଇ ନୋଟିସ ପଠାଇଥିବା ଜଣାପଡ଼ିଛି । ସିବିଆଇ…

ବିଜେପି ଉପରେ ସତ୍ୟପାଲଙ୍କ ରାଗ କାହିଁକି?

ଭୁବନେଶ୍ୱର: କାହିଁକି ବିଜେପି ଉପରେ ଖପ୍ପା ପୂର୍ବତନ ବିଜେପି ନେତା ସତ୍ୟପାଲ ମଲ୍ଲିକ। ଉତ୍ତରପ୍ରଦେଶ ବିଧାନସଭାର ପୂର୍ବତନ ବିଧାୟକ, ସାଂସଦ ତଥା ବିଭିନ୍ନ ରାଜ୍ୟର ରାଜ୍ୟପାଳ ଭାବେ ବହୁ ବର୍ଷ କାର୍ଯ୍ୟ କରିଥିବା ସତ୍ୟପାଲ କାହିଁକି ଲଗାତର ଭାବେ ବିଜେପିକୁ ଟାର୍ଗେଟ କରୁଛନ୍ତି ତାକୁ ନେଇ…