ହସ୍ପିଟାଲରୁ ଡିସଚାର୍ଜ ହେଲେ କରୋନା ସଂକ୍ରମିତ ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ
ଦିଲ୍ଲୀ: କରୋନା ରିପପୋର୍ଟ ନେଗେଟିଭ୍ ବାହାରିବା ପରେ ସୁସ୍ଥ ହୋଇ ଘରକୁ ଫେରିଛନ୍ତି ଦିଲ୍ଲୀ ସ୍ୱାସ୍ଥ୍ୟ ମନ୍ତ୍ରୀ ସତ୍ୟୈନ୍ଦ୍ର ଜୈନ୍ । ଏହାପରେ ମାକ୍ସ ହସ୍ପିଟାଲରୁ ସେ ଡିସଚାର୍ଜ ହୋଇଛନ୍ତି । ବର୍ତ୍ତମାନ ତାଙ୍କ ସ୍ୱାସ୍ଥ୍ୟାବସ୍ଥା ଭଲ ଅଛି ।
କିଛି ଦିନ ତଳେ କରୋନାରେ ସଂକ୍ରମିତ…