Latest Odisha News

BREAKING NEWS

Browsing Tag

Sawan’s First Monday

ଶ୍ରାବଣ ସୋମବାରରେ ଭକ୍ତଙ୍କୁ ଖୋଜୁଛନ୍ତି ମହାଦେବ, ଶିବାଳୟ ଶୂନଶାନ

ଭୁବନେଶ୍ୱର: ଆଜି ହେଉଛି ଶ୍ରାବଣ ମାସର ପ୍ରଥମ ସୋମବାର । ଆଜିର ଦିନରେ ଶିବାଳୟରେ ପ୍ରବଳ ଭିଡ଼ ହୁଏ । ବିଶେଷ କରି ବୋଲବମ୍ ଭକ୍ତଙ୍କ ଲମ୍ବା ଲାଇନ୍ ଦେଖିବାକୁ ମିଳେ । ଗତବର୍ଷ ଭଳି ଏବର୍ଷ ବି କରୋନା ଭକ୍ତ ଓ ଭଗବାନଙ୍କ ଭିତରେ ଲକ୍ଷ୍ମଣରେଖା ଟାଣିଛି । ଶ୍ରାବଣ ସୋମବାରରେ ଆଉ ଶୁଭୁନି ହର ହର…

ସାମାଜିକ ଦୂରତା ଭିତରେ ମହାଦେବଙ୍କୁ ଜଳଲାଗି

କରୋନା କାଳ ଭିତରେ ଆଜି ଶ୍ରାବଣର ପ୍ରଥମ ସୋମବାର । ଶୈବପୀଠରେ ଭକ୍ତଙ୍କ ଭିଡ । ହର ହର ମହାଦେବ ଧ୍ୱନିରେ କମ୍ପୁଛି ଗଗନ ପବନ । ଓମ୍ କାରା ଶବ୍ଦରେ ଝଙ୍କୃତ ହେଉଛି ସାରା ପରିବେଶ । ଭୋଳାବାବାଙ୍କ ଆରତି କରୁଛନ୍ତି ଭକ୍ତ । ଜଳଲାଗି କରୁଛନ୍ତି । କିନ୍ତୁ ପୂର୍ବ ବର୍ଷ ଭଳି ଏବର୍ଷ ମନ୍ଦିରରେ…