Latest Odisha News
Browsing Tag

sbi

ଏସବିଆଇରେ ସାଲେରୀ ଆକାଉଣ୍ଟ ଖୋଲିଲେ ଆପଣ ଏହି ସମସ୍ତ ଲାଭ ପାଇବେ..

ଭୁବନେଶ୍ବର:ଦେଶର ସର୍ବବୃହତ ବ୍ୟାଙ୍କ ଷ୍ଟେଟ ବ୍ୟାଙ୍କ ଅଫ ଇଣ୍ଡିଆ (ଏସବିଆଇ) ଅନେକ ବିଶେଷ ସୁବିଧା ସହ ସାଲେରୀ ଆକାଉଣ୍ଟ ପ୍ରଦାନ କରେ। ଯଦି ଆପଣ ଏସବିଆଇ ରେ ଆପଣଙ୍କର ସାଲେରୀ ଆକାଉଣ୍ଟ ଖୋଲନ୍ତି, ତେବେ ଆପଣ ଅନେକ ପ୍ରକାରର ସୁବିଧା ଏବଂ ଲାଭ ପାଇପାରିବେ । ଏହି ସାଲେରୀ ଆକାଉଣ୍ଟ ବିଶେଷ…

‘ହର ଘର ଲକ୍ଷପତି’ ଏସବିଆଇର ଏହି ସ୍ୱତନ୍ତ୍ର ଯୋଜନାରେ ଆପଣ ୩ବର୍ଷରେ ସେଭିଂ କରିପାରିବେ ଲକ୍ଷେ ଟଙ୍କା

ନୂଆଦିଲ୍ଲୀ: ଏସବିଆଇ ନିଜର ଗ୍ରାହକଙ୍କ ପାଇଁ ନୂଆ ଯୋଜନା ଆଣିଛି । ଏହି ଯୋଜନାର ନାଁ 'ହର ଘର ଲକ୍ଷପତି' । ଏହା ଏକ ଆରଡି ସ୍କିମ ଅଟେ । ଏହା ମାଧ୍ୟମରେ ଜଣେ ନିବେଶକ ପ୍ରତି ମାସରେ ଛୋଟ ଛୋଟ ସଞ୍ଚୟ କରି ଅଧିକ ଫଣ୍ଡ ସଂଗ୍ରହ କରିପାରିବେ । ବରିଷ୍ଠ ନାଗରିକମାନେ ଏଥିରେ ଅଧିକ ଲାଭ ପାଇବେ, କାରଣ…

ଭାରତରେ ଅତ୍ୟନ୍ତ ଦାରିଦ୍ର୍ୟ ହ୍ରାସ ପାଇଛି : ଏସବିଆଇ ରିପୋର୍ଟ

ନୂଆଦିଲ୍ଲୀ:ଉଭୟ ଗ୍ରାମାଞ୍ଚଳ ଏବଂ ସହରାଞ୍ଚଳରେ ଦାରିଦ୍ର୍ୟ ସଂଖ୍ୟା ହ୍ରାସ ପାଇଛି। ନିକଟରେ ଏସବିଆଇ ଏକ ରିପୋର୍ଟ ପ୍ରକାଶ କରିଛି, ଦେଶର ଗ୍ରାମ ଏବଂ ସହରରେ ଦାରିଦ୍ର୍ୟ ହାର ହ୍ରାସ ପାଇଛି। ଏସବିଆଇ ରିପୋର୍ଟ ଅନୁସାରେ, ୨୦୨୩-୨୪ ଆର୍ଥିକ ବର୍ଷରେ ଦେଶର ଅନେକ ଅଞ୍ଚଳରେ ଦାରିଦ୍ର୍ୟ ହାର ହ୍ରାସ…

୮ କୋଟିର ବ୍ୟାଙ୍କ ଋଣ ଜାଲିଆତି ମାମଲା, ଆଉ ୨ ଜଣଙ୍କୁ ଗିରଫ କଲା ଇଓଡବ୍ଲୁ

ଭୁବନେଶ୍ୱର: ବ୍ୟାଙ୍କ ଋଣ ଘୋଟାଲା ମାମଲାରେ ରବିବାର ଅର୍ଥନୈତିକ ଅପରାଧ ଶାଖା (EOW) ଆଉ ୨ ଜଣଙ୍କୁ ଗିରଫ କରିଛି । ଭାରତୀୟ ଷ୍ଟେଟ ବ୍ୟାଙ୍କର ଫୁଲବାଣୀ ଶାଖାରେ ପ୍ରାୟ ୮ କୋଟି ଟଙ୍କାର ଋଣ ଜାଲିଆତି ମାମଲାରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛି ଇଓଡବ୍ଲୁ । ଗିରଫ ଅଭିଯୁକ୍ତ ହେଲେ…

କେମିତି ବଦଳାଇବେ ୨ ହଜାର ନୋଟ୍, ଏସବିଆଇ ଦେଲା ବଡ଼ ସୂଚନା

ଭୁବନେଶ୍ୱର: ୨ ହଜାର ନୋଟ୍ ପ୍ରତ୍ୟାହାର ନେଇ ଆରବିଆଇର ଘୋଷଣା ପରେ ସମସ୍ତଙ୍କ ଚିନ୍ତା ବଢ଼ି ଯାଇଛି । କିଭଳି ୨ ହଜାର ନୋଟକୁ ବଦଳାଇବେ ସେ ନେଇ ଅନେକ ଚିନ୍ତିତ ହୋଇ ପଡ଼ିଥିବା ବେଳେ ଏସବିଆଇ ପକ୍ଷରୁ ଜାରି କରାଯାଇଛି ଗାଇଡଲାଇନ୍ । ଦେଶର ସବୁଠୁ ବଡ଼ ବ୍ୟାଙ୍କ ଏସବିଆଇ ପକ୍ଷରୁ କୁହାଯାଇଛି,…

ୟୋନୋ ଆକାଉଣ୍ଟ ଅପଟୁଡେଟ୍‌ ବାହାନାରେ ଠକିନେଲେ ୩.୩୫ ଲକ୍ଷ ଟଙ୍କା

ବ୍ରହ୍ମପୁର: ବ୍ରହ୍ମପୁରରେ କ୍ରମାଗତ ଭାବେ କିଛି ଦିନ ହେଲା ସାଇବର ଜନିତ ଘଟଣାରେ ବୃଦ୍ଧି ଦେଖିବାକୁ ମିଳିଛି । ଷ୍ଟେଟ୍‌ ବ୍ୟାଙ୍କର ୟୋନୋ ଆପକୁ ଅପଟୁଡେଟ୍‌ କରିବା ବାହାନାରେ ୩.୩୫ ଲକ୍ଷ ଟଙ୍କା ଠକିନେଇଛନ୍ତି ସାଇବର୍ ଠକ । ଏକ ସପ୍ତାହ ମଧ୍ୟରେ ସାଇବର ଠକମାନେ ବ୍ରହ୍ମପୁର ସହରର ୩ ଜଣଙ୍କ…

ଋଣ ପରିଶୋଧ ନ ହେବାରୁ ଶାରଳା ସୂତାକଳକୁ ସିଲ୍ କଲା ଭାରତୀୟ ଷ୍ଟେଟ ବ୍ୟାଙ୍କ

ଜଗତସିଂହପୁର: ସିଲ୍ ହେଲା ଶାରଳା ସୂତାକଳ । ତିର୍ତ୍ତୋଲ ବ୍ଲକ ନାଉସିରା ଠାରେ ଥିବା ଶାରଳା ସୁତାକଳକୁ ଆଜି ଭାରତୀୟ ଷ୍ଟେଟ ବ୍ୟାଙ୍କ ଭୁବନେଶ୍ୱର ଇଣ୍ଡଷ୍ଟ୍ରିଆଲ ଶାଖା ପକ୍ଷରୁ ସିଲ୍ କରାଯାଇଛି । ସୂତାକଳ ସହ ୧୫ ଏକର ୧୨ ଡିସିମିଲ୍ ଜାଗା ମଧ୍ୟରେ ଥିବା ସମସ୍ତ ସୌଧକୁ ଜବତ କରାଯାଇ ସିଲ କରିଛି…

ଏହି ୨ ଦିନ ବନ୍ଦ ରହିବ ଏସବିଆଇର ଡିଜିଟାଲ୍ ବ୍ୟାଙ୍କିଂ ସେବା, ଜାଣନ୍ତୁ କେଉଁ ସମୟରେ

ନୂଆଦିଲ୍ଲୀ: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଏସବିଆଇ)ର ଡିଜିଟାଲ୍ ବ୍ୟାଙ୍କିଂ ସେବା ଆସନ୍ତା ମେ ୨୧ ଏବଂ ୨୩ରେ ବନ୍ଦ ରହିବ। ବ୍ୟାଙ୍କର ଡିଜିଟାଲ୍ ବ୍ୟାଙ୍କିଂ ପ୍ଲାଟଫର୍ମର ଅପଡେଟେସନ୍ ସମ୍ବନ୍ଧୀୟ କାର୍ଯ୍ୟ ଯୋଗୁଁ ସେବା ବନ୍ଦ ରହିବ ବୋଲି ଜଣାପଡିଛି।…

୭ କର୍ମଚାରୀ କରୋନା ସଂକ୍ରମିତ, ଏସବିଆଇ ମୁଖ୍ୟ ଶାଖା ସିଲ୍

ଭୁବନେଶ୍ୱର: ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଏସବିଆଇ)ର ମୁଖ୍ୟ ଶାଖାର ୭ ଜଣ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଭୁବନେଶ୍ୱର ମ୍ୟୁନିସିପାଲିଟି କର୍ପୋରେସନ୍ (ବିଏମସି) ରବିବାର ଦିନ ଅଫିସକୁ ସିଲ୍ କରିଛି। ବିଏମସି କମିଶନର ପ୍ରେମ ଚନ୍ଦ୍ର ଚୌଧୁରୀଙ୍କ ସୂଚନା ଅନୁଯାୟୀ ୟୁନିଟ୍ ୧…

ହ୍ଵାଟ୍ସଆପ ମାଧ୍ୟମରେ ଆପଣଙ୍କ ବ୍ୟାଙ୍କ ଆକାଉଣ୍ଟ ମଧ୍ୟ ଖାଲି ହୋଇପାରିବ,SBI ଜାରି କରିଛି ସତର୍କ ସୂଚନା

ନୂଆଦିଲ୍ଲୀ: ସୋସିଆଲ୍ ମେସେଜିଂ ଆପ୍ ହ୍ଵାଟ୍ସଆପ ବ୍ୟବହାର କରୁଥିବା ଲୋକଙ୍କ ପାଇଁ ଷ୍ଟେଟ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (ଏସବିଆଇ) ଏକ ସତର୍କ ସୂଚନା ଜାରି କରିଛି। ଏହି ସୂଚନା ଅନୁଯାୟୀ, ହ୍ଵାଟ୍ସଆପ ରେ ଏକ ଛୋଟ ଭୁଲ ଆପଣଙ୍କ ବ୍ୟାଙ୍କ ଆକାଉଣ୍ଟରେ ଏକ ବଡ଼ କ୍ଷତି ହୋଇପାରେ। ଏହି ଆପରେ କଲ୍ କିମ୍ବା…