Latest Odisha News
Browsing Tag

SC

କୃଷକଙ୍କ ମାମଲା ମାଗଣାରେ ଲଢିବାକୁ ପ୍ରସ୍ତୁତ; ଏସ୍‌ସି ବାର୍‌ ଆସୋସିଏସନ୍‌ ଅଧ୍ୟକ୍ଷ

ନୂଆଦିଲ୍ଲୀ: କୃଷି ଆଇନ ବିରୋଧରେ କୃଷକମାନଙ୍କ ଆନ୍ଦୋଳନ ଜାରି ରହିଛି ଏବଂ ସରକାରଙ୍କ ସହ ପଞ୍ଚମ ପର୍ଯ୍ୟାୟ ଆଲୋଚନା ପୂର୍ବରୁ କୃଷକମାନେ ଏକ ବଡ଼ ଘୋଷଣା କରିଛନ୍ତି ଯେ ଶନିବାର ଦିନ କୃଷକ ସଂଗଠନ ପ୍ରଧାନମନ୍ତ୍ରୀଙ୍କ କୁଶପୁତ୍ତଳିକା ଦାହ କରିବେ। ଡିସେମ୍ବର ୮ରେ ଭାରତ ବନ୍ଦ ଡାକରା ମଧ୍ୟ…

ରଥଯାତ୍ରା ହେବା ନେଇ ସୁପ୍ରିମକୋର୍ଟ ସଠିକ୍ ନିର୍ଣ୍ଣୟ ସହ ମାର୍ଗ ପ୍ରସ୍ତୁତ କରନ୍ତୁ: ପୁରୀ ଶଙ୍କରାଚାର୍ଯ୍ୟ

ପୁରୀ: ରଥଯାତ୍ରା ବନ୍ଦ କରିବା ନେଇ ସୁପ୍ରିମକୋର୍ଟ ତାଙ୍କର ଶୁଣାଣି ପ୍ରଦାନ କରିଛନ୍ତି । ପୁରୀ ଗୋବର୍ଦ୍ଧନ ପୀଠର ଶଙ୍କରାଚାର୍ଯ୍ୟ ଜଗତଗୁରୁ ନିଶ୍ଚଳାନନ୍ଦ ସରସ୍ୱତୀ ଏସମ୍ପର୍କରେ ନିଜର ପ୍ରତିକ୍ରିୟା ପ୍ରକାଶ କରିଛନ୍ତି । ସୁପ୍ରିମକୋର୍ଟ କରୋନା ମହାମାରୀକୁ ଦୃଷ୍ଟିରେ ରଖି ଏହି ବିଶ୍ୱ…

ଭାରତରତ୍ନଠୁଁ ଉର୍ଦ୍ଧ୍ବରେ ମହାତ୍ମା ଗାନ୍ଧୀ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଜାତିର ପିତା ମହାତ୍ମା ଗାନ୍ଧୀଙ୍କୁ ଭାରତର ସର୍ବଶ୍ରେଷ୍ଠ ସମ୍ମାନ ଭାରତ ରତ୍ନ ପ୍ରଦାନ କରିବା ନିମନ୍ତେ ଦାଏର କରାଯାଇଥିବା ଯାଚିକାର ଶୁକ୍ରବାର ଦିନ ସୁପ୍ରିମକୋର୍ଟ ଶୁଣାଣି କରିଛନ୍ତି । Supreme Court, while declining to pass any order in the PIL, said that…

ବହୁ ଚର୍ଚ୍ଚିତ ଅଯୋଧ୍ୟା ଜମି ବିବାଦ ମାମଲା: ଜାଣନ୍ତୁ କ’ଣ କହିଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଦେଶର ସମ୍ବେଦନଶୀଳ ତଥା ବହୁ ଚର୍ଚ୍ଚିତ ଅଯୋଧ୍ୟାରେ ରାମଜନ୍ମ ଭୂମି ଓ ବାବ୍ରୀ ମସଜିଦକୁ ନେଇ ବିବାଦୀୟ ଜମି ମାମଲାର ଚୂଡାନ୍ତ ଶୁଣାଣି କରି ସୁପ୍ରିମକୋର୍ଟ ଶନିବାର ଦିନ ଐତିହାସିକ ରାୟ ପ୍ରକାଶ କରିଛନ୍ତି । ଏହି ଅବସରରେ ଶୁଣାଣି କରି ସୁପ୍ରିମକୋର୍ଟର ପ୍ରଧାନ ବିଚାରପତି…

ଅଯୋଧ୍ୟା ମାମଲା: ଶାନ୍ତି ଓ ସୌହାର୍ଦ୍ଦ୍ୟ ବଜାୟ ରଖିବା ପାଇଁ ନବୀନ ଓ ମୋଦିଙ୍କ ଆହ୍ୱାନ

ନୂଆଦିଲ୍ଲୀ: ଦେଶର ସମ୍ବେଦନଶୀଳ ତଥା ବହୁ ଚର୍ଚ୍ଚିତ ଅଯୋଧ୍ୟାରେ ରାମଜନ୍ମ ଭୂମି ଓ ବାବ୍ରୀ ମସଜିଦକୁ ନେଇ ବିବାଦୀୟ ଜମି ମାମଲାର ଚୂଡାନ୍ତ ଶୁଣାଣି ଶନିବାର ଦିନ ପ୍ରକାଶ ପାଇବ । ପ୍ରଧାନ ବିଚାରପତି ଜଷ୍ଟିସ ରଞ୍ଜନ ଗୋଗୋଇଙ୍କ ଅଧ୍ୟକ୍ଷତାରେ ଗଠିତ ୫ଜଣିଆ ଖଣ୍ଡପୀଠ ଏହି ମାମଲାର ଚୂଡାନ୍ତ…

ଶ୍ରୀମନ୍ଦିର ଚାରିପାଖ ଉଚ୍ଛେଦ ମାମଲାକୁ ଖାରଜ କଲେ ସୁପ୍ରିମକୋର୍ଟ

ନୂଆଦିଲ୍ଲୀ: ଶ୍ରୀଜଗନ୍ନାଥ ମନ୍ଦିରର ଚତୁଃପାଶ୍ୱର୍ରୁ ତଥା ମେଘନାଦ ପାଚେରୀରୁ ପ୍ରାୟ ୭୫ମି. ଯାଏଁ ଜବରଦଖଲ ଉଚ୍ଛେଦ ପ୍ରସଙ୍ଗକୁ ନେଇ ଦାଏର ୨ଟି ମାମଲାକୁ ସୁପ୍ରିମକୋର୍ଟ ମଙ୍ଗଳବାର ଦିନ ଖାରଜ କରିଛନ୍ତି । ପୁରୀ ଶ୍ରୀମନ୍ଦିର ପ୍ରଶାସନ ଓକିଲ ଶ୍ୱେତକେନ୍ଦୁ ମିଶ୍ରଙ୍କ ଗଣମାଧ୍ୟମକୁ ସୂଚନା…

ସିଜିଆଇଙ୍କ ବିରୋଧରେ ଯୌନ ଉତ୍ପୀଡନ ଅଭିଯୋଗ: ଷଡଯନ୍ତ୍ରର ପ୍ରମାଣ ଦାଖଲ କଲେ ଆଇନଜୀବୀ

ନୂଆଦିଲ୍ଲୀ : ପ୍ରଧାନ ବିଚାରପତି ଜଷ୍ଟିସ୍ ରଞ୍ଜନ ଗୋଗେଇଙ୍କ ବିରୋଧରେ ହୋଇଥିବା ଯୌନ ଉତ୍ପୀଡନ ମାମଲା ଏକ ଷଡଯନ୍ତ୍ର ବୋଲି ଦର୍ଶାଇଥିବା ଆଇନଜୀବୀ ଉତ୍ସବ ବେଂସ ସୁପ୍ରିମକୋର୍ଟଙ୍କ ନିକଟରେ ବୁଧବାର ଦିନ ଏକ ସିଲ୍ ହୋଇଥିବା ଲଫାଫାରେ ସମ୍ପୂର୍ଣ୍ଣ ପ୍ରମାଣ ଦାଖଲ କରିଛନ୍ତି । ଜଣେ ମହିଳା…

‘ଇଲେକ୍ଟୋରାଲ୍ ବଣ୍ଡ୍’ ପ୍ରଚଳନ ଚାଲୁ ରହିବ: ସୁପ୍ରିମକୋର୍ଟ

ନୂଆଦିଲ୍ଲୀ : ସାରା ଦେଶରେ ନିର୍ବାଚନ ମାହୋଲ ଜାରି ରହିଥିବା ବେଳେ ସର୍ବୋଚ୍ଚ ନ୍ୟାୟାଳୟ ରାଜନୈତିକ ଦଳମାନଙ୍କର ପାଣ୍ଠିକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣୂ ରାୟ ଦେଇଛନ୍ତି । ଏନେଇ ସୁପ୍ରିମକୋର୍ଟ ଶୁକ୍ରବାର ଦିନ କହିଛନ୍ତି, ‘ଇଲେକ୍ଟୋରାଲ୍ ବଣ୍ଡ୍’ ପ୍ରଚଳନ ଚାଲୁ ରହିବ । ମାତ୍ର ଆସନ୍ତା ମେ…