Latest Odisha News

BREAKING NEWS

Browsing Tag

SCB Medical

ବିରଳ ଅସ୍ତ୍ରୋପଚାର; ହାତରେ ଲାଗିଲା ଗୋଡ ଆଙ୍ଗୁଠି

କଟକ: ଏସସିବି ବଡ଼ ମେଡିକାଲରେ ବିରଳ ଅସ୍ତ୍ରୋପଚାର। ମେଡିକାଲର ପ୍ଲାଷ୍ଟିକ ସର୍ଜରି ବିଭାଗ କରି ଦେଖାଇଛି ଏହି ସଫଳ ଅସ୍ତ୍ରୋପଚାର। ଓଡିଶାରେ ପ୍ରଥମଥର ପାଇଁ ଡାହାଣ ହାତରେ ଲାଗିଲା ବାମ ଗୋଡ଼ ଅଙ୍ଗୁଳି । ଯାହା ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପାଇଁ ଏକ ବଡ଼ ସଫଳତା। ଭଦ୍ରକର ସୀତାକାନ୍ତ ବାରିକ…

ବଡ଼ ମେଡିକାଲରୁ ଧରାପଡ଼ିଲେ ୫ ଦଲାଲ କର୍ମଚାରୀ

କଟକ: କଟକ ବଡ଼ ଡାକ୍ତରଖାନାରୁ ଧରାପଡ଼ିଲେ ୫ ଦଲାଲ । ରୋଗୀଙ୍କୁ ସରକାରୀ ଡାକ୍ତରଖାନାରୁ ଘରୋଇ କ୍ଲିନିକକୁ ମୁହାଁଉଥିଲେ ଏମାନେ । ମଙ୍ଗଳବାର କମିଶନରେଟ ପୋଲିସ ରେଡିଓଲୋଜି ବିଭାଗରୁ ୫ ଜଣଙ୍କୁ ଗିରଫ କରିଛି । ତେବେ ଗିରଫ ୫ ଜଣ ହେଉଛନ୍ତି ଏସସିବି ମେଡିକାଲ କଲେଜର ଆଉଟସୋର୍ସିଂ ଷ୍ଟାଫ୍ ।…

SCBରୁ ଗ୍ୟାଙ୍ଗଷ୍ଟର ହାଇଦର ଫେରାର୍ ଘଟଣା, ୬ ପୋଲିସ ନିଲମ୍ବିତ

କଟକ: କୁଖ୍ୟାତ ଗ୍ୟାଙ୍ଗଷ୍ଟର ହାଇଦର ଫେରାର୍ ଘଟଣାରେ ସମ୍ବଲପୁର ଏସପି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି । ୬ ଜଣ ପୋଲିସ କର୍ମଚାରୀଙ୍କୁ ନିଲମ୍ବିତ କରିଛନ୍ତି ସମ୍ବଲପୁର ଏସପି । ବିଭାଗୀୟୟ ତଦନ୍ତ ପରେ କାର୍ଯ୍ୟରେ ଅବହେଳା ସୁରକ୍ଷା ଦାୟିତ୍ୱରେ ଥିବା ୬ ପୋଲିସ କର୍ମଚାରୀଙ୍କୁ ନିଲମ୍ବିତ…

କଟକ ଶିଶୁଭବନ ଆଇସିୟୁରେ ଅଗ୍ନିକାଣ୍ଡ

କଟକ: କଟକ ଶିଶୁଭବନ ଆଇସିୟୁରେ ଆଜି ଅପରାହ୍ନରେ ଅଗ୍ନିକାଣ୍ଡ ଘଟିଛି । ଖବର ଦେବାରୁ ତୁରନ୍ତ ଅଗ୍ନିଶମ ବାହିନୀ ପହଞ୍ଚି ନିଆଁକୁ ଆହତ୍ତ କରିଥିଲା । ତେବେ ଏଥିରେ କାହାର କୌଣସି କ୍ଷୟକ୍ଷତି ହୋଇନାହିଁ । ସର୍ଟ ସର୍କିଟ ଯୋଗୁଁ ଏହି ନିଆଁ ଲାଗିଥିବା ପ୍ରାଥମିକ ତଦନ୍ତରୁ ଜଣାପଡିଛି । କିଛି…

ଏସସିବିରୁ ଡିସଚାର୍ଜ ହେଲେ ବିଦ୍ୟାଶ୍ରୀ

କଟକ: ଆଜି କଟକ ଏସସିବିରୁ ଡିସଚାର୍ଜ ହୋଇଛନ୍ତି ମାନବପ୍ରେମୀ ଆଦିତ୍ୟ ଦାଶଙ୍କ ପତ୍ନୀ ବିଦ୍ୟାଶ୍ରୀ । ତେବେ ସେ ପର୍ସନାଲିଟି ଡିଜଅର୍ଡର ରୋଗରେ ପୀଡିତ ଥିବା ମାନସିକ ରୋଗ ଗିଭାଗର ଡାକ୍ତର କହିଛନ୍ତି । ପ୍ରତି ସପ୍ତାହରେ ସେ କାଉନସେଲିଂ ହେବାକୁ ଆସିବେ ବୋଲି ଡାକ୍ତର ପରାମର୍ଶ ଦେଇଥିବା…

ଆଜିଠୁ ରାଜ୍ୟରେ ପ୍ଲାଜମା ଥେରାପୀ

ଭୁବନେଶ୍ୱର: କରୋନା ରୋଗୀଙ୍କ ଚିକିତ୍ସା ପାଇଁ ଆଜିଠାରୁ ରାଜ୍ୟରେ ଆରମ୍ଭ ହେବ ପ୍ଲାଜମା ଥେରାପୀ । ଭୁବନେଶ୍ୱରର ସମ୍ ହସ୍ପିଟାଲ, କିମ୍‌ସ ଓ କଟକର ଅଶ୍ୱିନୀ ହସ୍‌ପିଟାଲରେ ଶୁଭାରମ୍ଭ ହେବ । ପ୍ଲାଜମା ଥେରାପୀର ନୋଡାଲ ସେଣ୍ଟର ଭାବରେ କାମ କରିବ କଟକ ବଡ଼ ମେଡିକାଲ । ଅପରାହଣ ୫ଟା ୧୫ ମିନିଟରେ…