Latest Odisha News

BREAKING NEWS

Browsing Tag

school and mass education

୧୦୬ଟି ଅପଗ୍ରେଡେଡ୍ ଉଚ୍ଚ ମାଧ୍ୟମିକ ସ୍କୁଲରେ ବଢ଼ିବ ୧୩ ହଜାର ଯୁକ୍ତ ୨ ସିଟ୍

ଭୁବନେଶ୍ୱର: ବଢ଼ିବ ଯୁକ୍ତ ୨ ସିଟ୍ । ଚଳିତବର୍ଷ ମାଟ୍ରିକ୍ ମାଟ୍ରିକ୍ ପରୀକ୍ଷାରେ ସଫଳତା ହାର ଅଧିକ ଥିବାରୁ ଯୁକ୍ତ ୨ ସିଟ୍ ବଢ଼ାଇବାକୁ ନିଷ୍ପତ୍ତି ନିଆଯାଇଛି । ୧୦୬ଟି ନୂତନ ଉଚ୍ଚ ମାଧ୍ୟମିକ ସ୍କୁଲ୍ ଖୋଲାଯିବ ।  ୧୦୬ଟି ଅପଗ୍ରେଡେଡ୍ ଉଚ୍ଚ ମାଧ୍ୟମିକ ସ୍କୁଲରେ ୧୩ ହଜାର ସିଟ୍ ରହିବ ବୋଲି…

ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ପାଇଁ ପ୍ରସ୍ତୁତ ହେବ ସ୍ବତନ୍ତ୍ର ପାଠ୍ୟକ୍ରମ, ବିଦ୍ୟାର୍ଥୀଙ୍କ ଜ୍ଞାନ ଓ ଦକ୍ଷତା ବୃଦ୍ଧିକୁ…

ଭୁବନେଶ୍ବର : ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଖୁବଶୀଘ୍ର ମାଧ୍ୟମିକ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କ ଜ୍ଞାନ ଓ ଦକ୍ଷତା ବୃଦ୍ଧିକୁ ଗୁରୁତ୍ୱ ଦେଇ ସ୍ବତନ୍ତ୍ର ପାଠ୍ୟକ୍ରମ ଆଣିବାକୁ ଯାଉଛି । ବିଶେଷ କରି ମାଧ୍ୟମିକ ସ୍କୁଲ ପିଲାଙ୍କ ଗଣିତ, ଇଂରାଜୀ ଓ ସାଧାରଣ ଜ୍ଞାନ ବୃଦ୍ଧି ଦିଗରେ ଏହା…

ବିଦ୍ୟାଳୟର ବାସ୍ତବ ଚିତ୍ର ନେଇ ବିଧାୟକଙ୍କ ଉଦବେଗ, ସମୀର କହିଲେ; ରାଜ୍ୟରେ ରହିବନି ଶିକ୍ଷକ ଅଭାବ

ଭୁବନେଶ୍ୱର : ବିଧାନସଭାରେ ବୁଧବାର ଉଠିଥିଲା ରାଜ୍ୟବ୍ୟାପୀ ବିଦ୍ୟାଳୟରେ ଶିକ୍ଷକ ଅଭାବ ଓ ସ୍କୁଲ ରୂପାନ୍ତରୀକରଣରେ ଦେଖାଦେଉଥିବା ଅବ୍ୟବସ୍ଥା ପ୍ରସଙ୍ଗ। ରାଜ୍ୟର ବିଭିନ୍ନ ବିଦ୍ୟାଳୟରେ ଶିକ୍ଷକ ଅଭାବ ନେଇ ଗୃହରେ ଉଭୟ ବିରୋଧୀ ଓ ଶାସକ ଦଳ ଉଦବେଗ ପ୍ରକାଶ କରିଥିଲେ । କଂଗ୍ରେସ ବିଧାୟକ ସୁରେଶ…

ଏପ୍ରିଲ୍ ୩୦ ପରେ ନବମ ଶ୍ରେଣୀ ପରୀକ୍ଷା ନିଷ୍ପତ୍ତି: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: କୋଭିଡ୍ ସଂକ୍ରମଣ ମାମଲାରେ ବୃଦ୍ଧି ପରେ ସରକାର ନବମ ଓ ଏକାଦଶ ଶ୍ରେଣୀ ଲାଗି ବିଦ୍ୟାଳୟରେ ପାଠପଢ଼ାକୁ ବନ୍ଦ କରି ଦେଇଛନ୍ତି । ତେବେ ନବମ ଶ୍ରେଣୀ ପରୀକ୍ଷା ହେବା ନା ନାହିଁ ତା’କୁ ନେଇ ଲାଗି ରହିଛି ଦ୍ୱନ୍ଦ୍ୱ । ଏହା ଉପରେ ପ୍ରତିକ୍ରିୟା ରଖିଛନ୍ତି ବିଦ୍ୟାଳୟ ଓ ଗଣଶିକ୍ଷା…

ଜୁଲାଇ ୩୧ ଯାଏଁ ବନ୍ଦ ରହିବ ସ୍କୁଲ, କଲେଜ

ଭୁବନେଶ୍ୱର: ଆସନ୍ତା ଜୁଲାଇ ୩୧ ଯାଏଁ ଖୋଲିବନି ସ୍କୁଲ ଓ କଲେଜ । ଦେଶରେ କରୋନା ମହାମାରୀ ପାଇଁ ଏବେ ସ୍କୁଲ, କଲେଜ୍ ଛୁଟି ଅଛି। ତେବେ ଗତ ଦୁଇ ଦିନ ମଧ୍ୟରେ ଚିହ୍ନଟ ହୋଇଥିବା ଆକ୍ରାନ୍ତଙ୍କୁ ଦୃଷ୍ଟିରେ ରଖି ସ୍କୁଲ କଲେଜ୍ ଆଦି ୩୧ ଯାଏଁ ବନ୍ଦ ରହିବ ବୋଲି ରାଜ୍ୟ ସରକାର ନିଷ୍ପତ୍ତି…

ନକଲି ଶିକ୍ଷକଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବେ ରାଜ୍ୟ ସରକାର

ଭୁବନେଶ୍ୱର: ଓଡିଶାର ବିଭିନ୍ନ ଶିକ୍ଷାନୁଷ୍ଠାନରେ ଏବେ ନକଲି ଶିକ୍ଷକ ଶିକ୍ଷା ଦାନ କରୁଥିବା ନେଇ ଗଣ ମାଧ୍ୟମରେ ପ୍ରକାଶ ହୋଇଥିଲା । ଏନେଇ ରାଜ୍ୟ ସ୍କୁଲ ଓ ଗଣ ଶିକ୍ଷା ବିଭାଗ ପକ୍ଷରୁ ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବେ ବୋଲି ଜଣା ପଡିଛି । ରାଜ୍ୟ ଶିକ୍ଷା ବିଭାଗ ପକ୍ଷରୁ ବିଭାଗୀୟ…