Latest Odisha News
Browsing Tag

School close

ପ୍ରଚଣ୍ଡ ଖରା ପାଇଁ ଆଲର୍ଟ ଜାରି, ଆଜିଠୁ ୫ ଦିନ ଯାଏଁ ସବୁ ସ୍କୁଲ ଛୁଟି

ଭୁବନେଶ୍ୱର : ପ୍ରଚଣ୍ଡ ଖରା ପାଇଁ ଆଲର୍ଟ ଜାରି, ଆଜିଠୁ ୫ ଦିନ ଯାଏଁ ସବୁ ସ୍କୁଲ ଛୁଟି ।  ରାଜ୍ୟରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆସନ୍ତା ୫ ଦିନ ଅର୍ଥା‌ତ୍‌ ଏପ୍ରିଲରୁ ୨୬ରୁ ୩୦ ପର୍ଯ୍ୟନ୍ତ ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ଘରୋଇ ବିଦ୍ୟାଳୟ ବନ୍ଦ ରଖିବାକୁ…

ସ୍କୁଲ ମିଶ୍ରଣ ବିଜ୍ଞପ୍ତିକୁ ରଦ୍ଦ କଲେ ହାଇକୋର୍ଟ, ବନ୍ଦ ହେବନି ୨୦ରୁ କମ୍ ପିଲା ଥିବା ବିଦ୍ୟାଳୟ

କଟକ: ରାଜ୍ୟରେ ବନ୍ଦ ହେବନି ୨୦ରୁ କମ୍ ପିଲା ପଢ଼ୁଥିବା ବିଦ୍ୟାଳୟ । ବିଦ୍ୟାଳୟ ବନ୍ଦ ନେଇ ରାଜ୍ୟ ସରକାର ଜାରି କରିଥିବା ବିଜ୍ଞପ୍ତି ହାଇକୋର୍ଟ ରଦ୍ଦ କରି ଦେଇଛନ୍ତି । ୨୦ରୁ କମ୍ ଛାତ୍ରଛାତ୍ରୀ ଥିବା ସ୍କୁଲକୁ ନିକଟସ୍ଥ ବିଦ୍ୟାଳୟରେ ମିଶାଇ ଦେବା ଲାଗି ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି…

ଆସନ୍ତା ୧୯ରୁ ବନ୍ଦ ରହିବ ସମସ୍ତ ସ୍କୁଲ ଓ ହଷ୍ଟେଲ

ଭୁବନେଶ୍ବର : ରାଜ୍ୟରେ ଦିନକୁ ଦିନ ବ୍ୟାପିବାରେ ଲାଗିଛି ମହାମାରୀ କରୋନା । ପ୍ରତିଦିନ ଆକ୍ରାନ୍ତ ସଂଖ୍ୟା ବଢ଼ି ଚାଲିଥିବା ବେଳେ, ସରକାରଙ୍କ ଚିନ୍ତା ବି ବଢ଼ିଲାଣି । ବ୍ୟାପୁଥିବା କରୋନା ସଂକ୍ରମଣକୁ ନଜରରେ ରଖି ରାଜ୍ୟରେ ଦଶମ ପରୀକ୍ଷାକୁ ସ୍ଥଗିତ ରଖିଛନ୍ତି ସରକାର । ଭୂତାଣୁର ଭୟାବହତାକୁ…

ଦିଲ୍ଲୀରେ ଅନିର୍ଦ୍ଧିଷ୍ଟ କାଳ ପାଇଁ ସ୍କୁଲ, କଲେଜ ବନ୍ଦ

ନୂଆଦିଲ୍ଲୀ : କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଦିଲ୍ଲୀ ସରକାରଙ୍କ ବଡ଼ ନିଷ୍ପତ୍ତି । କରୋନା ପାଇଁ ଦିଲ୍ଲୀର ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ କଲେଜକୁ ବନ୍ଦ ରଖିବାକୁ ନିଷ୍ପତ୍ତି ନିଆଯାଇଛି । ଏନେଇ ଟ୍ବିଟ୍ କରି ସୂଚନା ଦେଇଛନ୍ତି ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିୱାଲ ।…