Latest Odisha News

BREAKING NEWS

Browsing Tag

School Closed

ଜାନୁଆରୀ ୧୪ ଯାଏ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ସ୍କୁଲ୍ ଛୁଟି, ଭୀଷଣ ଶୀତକୁ ନେଇ ସରକାରଙ୍କ ନିଷ୍ପତ୍ତି

ରାଞ୍ଚି: ଉତ୍ତରପୂର୍ବ ଭାରତରେ ଶୀତ ଲହରି ଜାରି ରହିଛି । ଥଣ୍ଡା ବଢ଼ୁଥିବା ବେଳେ ଝାଡ଼ଖଣ୍ଡ ସରକାର ବିଦ୍ୟାଳୟକୁ ସପ୍ତାହେ ଲାଗି ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛନ୍ତି । ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ, ରାଜ୍ୟରେ କେଜି ଠାରୁ ପଞ୍ଚମ ଶ୍ରେଣୀ ପର୍ଯ୍ୟନ୍ତ ବିଦ୍ୟାଳୟ ପ୍ରବଳ ଶୀତକୁ ନଜରରେ ରଖି…

ପୁରୀରେ ୨ ଦିନ ସମସ୍ତ ବିଦ୍ୟାଳୟ ଛୁଟି ଘୋଷଣା କଲେ ଜିଲ୍ଲାପାଳ

ପୁରୀ: ଲଗାଣ ବର୍ଷା ପରେ ବିଭିନ୍ନ ନଦୀର ଆସିଥିବା ବନ୍ୟାରେ ପୁରୀ ଜିଲ୍ଲା ପୂରା ବେହାଲ୍ ହୋଇ ପଡ଼ିଛି । ବିଭିନ୍ନ ନଦୀରେ ଜଳସ୍ତର ବଢ଼ିଥିବା ବେଳେ ଜିଲ୍ଲାର ଅଧିକାଂଶ ଅଞ୍ଚଳ ପାଣିଘେରରେ । କେଉଁଠି ଘରେ ପାଣି ପଶିଛି ତ ଆଉ କେଉଁଠି ରାସ୍ତା ଉପରେ ଚାଲୁଛି ୩ ଫୁଟରୁ ଅଧିକ ଉଚ୍ଚର ପାଣି । ବନ୍ୟା…

ବର୍ଷା ପାଇଁ ୧୨ ଜିଲ୍ଲାରେ ୨ଦିନ ସ୍କୁଲ ଛୁଟି

ଭୁବନେଶ୍ବର: ରାଜ୍ୟରେ ଜାରି ରହିଛି ଝଡି ବର୍ଷା। କାଲିଠୁ ଅବିରତ ବର୍ଷୁଛି । ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ରେଡ୍ ଆଲର୍ଟ ଜାରି ହୋଇଥିବା ୧୨ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା ହୋଇଛି। ଦୁଇ ଦିନ ପାଇଁ ଛୁଟି ଘୋଷଣା କରିଛନ୍ତି ସରକାର। ଏନେଇ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି।…

ଆସନ୍ତାକାଲି ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ବର : ଆସନ୍ତାକାଲି ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା ଦେଇଛି କୃଷକ ସଙ୍ଗଠନ । ଦୋକାନ ବଜାର ସହ ବନ୍ଦ ରହିବ ଗାଡ଼ି ଚଳାଚଳ । ଭାରତ ବନ୍ଦ ଡାକରାକୁ ଦୃଷ୍ଟିରେ ରଖି ଆସନ୍ତାକାଲି ବନ୍ଦ ରହିବ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ । ଏନେଇ ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଛନ୍ତି । ଭାରତ…

ସ୍କୁଲ ବନ୍ଦ ଏକ ଭୀଷଣ ଷଡ଼ଯନ୍ତ୍ର

ଜ୍ୟୋତିପ୍ରକାଶ ମହାପାତ୍ରଙ୍କ ନିୟମିତ ସ୍ତମ୍ଭ: ପଲିଟିକସ ଫଲିଟିକସ… ରାଜ୍ୟ ସରକାର ପୁଣି ଥରେ ସ୍କୁଲ ବନ୍ଦ କରିବା ପ୍ରକ୍ରିୟା ଆରମ୍ଭ କରିଛନ୍ତି । ଏଥର ଉଚ୍ଚ ବିଦ୍ୟାଳୟ ବନ୍ଦ କରିବା ପାଇଁ ସରକାରୀ ସ୍ତରରେ ଫାଇଲ୍‍ କାମ ଆରମ୍ଭ ହୋଇଛି । ରାଜ୍ୟରେ ୧୦୦୦ରୁ ଅଧିକ ଉଚ୍ଚ ବିଦ୍ୟାଳୟ ବନ୍ଦ…

ରାଜ୍ୟରେ ସ୍କୁଲ ବନ୍ଦ ପ୍ରସଙ୍ଗ, ଗୃହରେ ଉତ୍ତର ରଖିଲେ ଗଣଶିକ୍ଷା ମନ୍ତ୍ରୀ

ରାଜ୍ୟରେ ସ୍କୁଲ ବନ୍ଦ ପ୍ରସଙ୍ଗରେ ଗୃହରେ ଉତ୍ତର ରଖିଲେ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ । ମନ୍ତ୍ରୀ କହିଛନ୍ତି, ଉଦ୍ଦେଶ୍ୟମୂଳକ ଭାବେ ସରକାର ସ୍କୁଲ ବନ୍ଦ କରିନାହାନ୍ତି । ଆଇନ ବାହାରକୁ ଯାଇ କୌଣସି କାର୍ଯ୍ୟ କରାଯାଇନାହିଁ । ଛୋଟ ଛୋଟ ସ୍କୁଲକୁ ଏକତ୍ରୀକରଣ କରି ବୃହତ ସ୍କୁଲ କରାଯାଇପାରିଲେ…

ଆସନ୍ତାକାଲି ବିଧାନସଭାରେ ଆସିବ ସ୍କୁଲ ବନ୍ଦ ସଂପର୍କିତ ପ୍ରସ୍ତାବ, ସର୍ବଦଳୀୟ ବୈଠକରେ ନିଷ୍ପତ୍ତି

ଆସନ୍ତାକାଲି ବିଧାନସଭାରେ ଆସିବ ସ୍କୁଲ ବନ୍ଦ ସଂପର୍କିତ ପ୍ରସ୍ତାବ । ସରକାରୀ ଦଳ ମୁଖ୍ୟ ସଚେତକ ପ୍ରସ୍ତାବ ଆଣିବେ । ଗୃହରେ ଏହି ପ୍ରସ୍ତାବ ଉପରେ ବିସ୍ତୃତ ଆଲୋଚନା କରାଯିବ । ସର୍ବଦଳୀୟ ବୈଠକରେ ଏନେଇ ନିଷ୍ପତ୍ତି ହୋଇଥିବା ବାଚସ୍ପତି ସୂଚନା ଦେଇଛନ୍ତି । ସର୍ବଦଳୀୟ ବୈଠକ ନିଷ୍ପତ୍ତି…

ଦିଲ୍ଲୀରେ ଏବେ ଖୋଲିବନି ସ୍କୁଲ, ପରବର୍ତ୍ତୀ ନିର୍ଦ୍ଦେଶ ଯାଏ ବନ୍ଦ

ନୂଆଦିଲ୍ଲୀ: କରୋନା ଯୋଗୁ ଦିଲ୍ଲୀରେ ଏବେ ଖୋଲିବ ନାହିଁ ଶିକ୍ଷାନୁଷ୍ଠାନ । ପରବର୍ତ୍ତୀ ଆଦେଶ ନ ମିଳିବା ଯାଏ ସମସ୍ତ ସରକାରୀ ଓ ଘରୋଇ ସ୍କୁଲ ବନ୍ଦ ରହିବ । ଛୁଟି ଅବଧି ବଢ଼ାଇଛନ୍ତି ରାଜ୍ୟ ସରକାର । ଏନେଇ ଘୋଷଣା କରିଛନ୍ତି ଦିଲ୍ଲୀ ଉପମୁଖ୍ୟମନ୍ତ୍ରୀ ମନୀଷ ସିସୋଦିଆ । ଦିଲ୍ଲୀରେ ପୂର୍ବରୁ…

ମିଜୋରାମରେ ସ୍କୁଲ ଖୋଲିବାରୁ ଛାତ୍ରଛାତ୍ରୀ କରୋନା ସଂକ୍ରମିତ, ପୁଣି ବନ୍ଦ ନିଷ୍ପତ୍ତି

ଆଇଜଲ୍: ଦେଶରେ କରୋନା କାୟା କମୁଥିବା ବେଳେ ମିଜୋରାମରେ ସ୍କୁଲ ଖୋଲିଥିଲା । କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀ ପାଠପଢ଼ା ଆରମ୍ଭ ହୋଇଥିଲା । ୮ ଦିନ ଯାଇଛି, ପୁଣି ଥରେ ସ୍କୁଲ ବନ୍ଦ କରିବାକୁ ସରକାର ନିଷ୍ପତ୍ତି ନେଇଛନ୍ତି । କାରଣ ସ୍କୁଲ ଖୋଲିବା ପରେ କିଛି ଛାତ୍ରଛାତ୍ରୀ କରୋନା ସଂକ୍ରମିତ…