Latest Odisha News

BREAKING NEWS

Browsing Tag

School & Mass Education

ସର୍ଭେ, ୬୦% ପିଲା ଚାଲିଚାଲି ଯାଉଛନ୍ତି ସ୍କୁଲ

ନୂଆଦିଲ୍ଲୀ: ଦେଶ ଆଜି ବିକାଶ ପଥରେ କିନ୍ତୁ ଶିକ୍ଷାନୁଷ୍ଠନ ଯିବା ପାଇଁ ଛାତ୍ରଛାତ୍ରରଙ୍କ ପ୍ରଥମ ପସନ୍ଦ ପାଲଟିଛି ପାଦ ଚଲାବାଟ । ସେହିପରି ଦ୍ୱିତୀୟ ପସନ୍ଦ ରହିଛି ସାଧାରଣ ପରିବହନ ସେବା । ଏହାକୁ ନେଇ ଏକ ସର୍ଭେ କରିଛି ଜାତୀୟ ପରିସଂଖ୍ୟାନ ସଂଗଠନ(ଏନ୍‌ଏସ୍‌ଓ) । ଏହି ସର୍ଭେ ଉଭୟ…

+୨ କଳାରେ ଟପ୍ପର ସମ୍ଭାବନା ସାହୁ

ଯାଜପୁର: ଶନିବାର ପ୍ରକାଶ ପାଇଛି ଯୁକ୍ତ ଦୁଇ କଳା ପରୀକ୍ଷା ଫଳ। ଏହି ପରୀକ୍ଷାରେ ପାଣିକୋଇଲି ସ୍ଥିତ ମା ତାରିଣୀ ମହାବିଦ୍ୟାଳୟର ଛାତ୍ରୀ ସମ୍ଭାବନା ସାହୁ ୯୧ ପ୍ରତିଶତ ନମ୍ବର ରଖି ସାରା ରାଜ୍ୟରେ ପ୍ରଥମ ସ୍ଥାନରେ ରହିଛନ୍ତି। ସମ୍ଭାବନା ଏହି ପରୀକ୍ଷାରେ ସର୍ବାଧିକ ୫୪୬ ନମ୍ବର  ରଖିଛନ୍ତି।…

ପ୍ରକାଶ ପାଇଲା +୨ କଳା ରେଜଲ୍ଟ, ପାସ୍ ହାର ୬୭.୫୬%

ଭୁବନେଶ୍ୱର: ପ୍ରକାଶ ପାଇଛି +୨ କଳା ପରୀକ୍ଷା ରେଜଲ୍ଟ । ଯୁକ୍ତ ୨ କଳାରେ ପାସ୍ ହାର ୬୭.୫୬ ପ୍ରତିଶତ ରହିଛି । ପାସ୍‌ ହାରରେ ପୁଅଙ୍କୁ ପଛରେ ପକାଇଛନ୍ତି ଝିଅ। ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷାମନ୍ତ୍ରୀ ସମୀର ଦାସ ସୂଚନା ଦେଇଛନ୍ତି । ସିଏଚଏସଇ କାର୍ଯ୍ୟାଳୟରେ ଅପରାହ୍ନ ୪ଟାରେ ମନ୍ତ୍ରୀ…

ସେପ୍ଟେମ୍ବର ୧୪ରୁ ମାଟ୍ରିକ ସପ୍ଲିମେଂଟାରୀ ପରୀକ୍ଷା

ଭୁବନେଶ୍ୱର: ଆସନ୍ତା ସେପ୍ଟେମ୍ବର ୧୪ ତାରିଖରୁ ମାଟ୍ରିକ୍ ସପ୍ଲିମେଣ୍ଟାରୀ ପରୀକ୍ଷା ଆରମ୍ଭ ହେବ । ସେପ୍ଟେମ୍ବର ୧୪ ତାରିଖରୁ ଆରମ୍ଭ ହୋଇ ୨୨ରେ ପରୀକ୍ଷା ସରିବ । ଏନେଇ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି। ସେହିପରି ସେପ୍ଟେମ୍ବର ୧୪ ତାରିଖରୁ ଆରମ୍ଭ ହେବ…

ଅଗଷ୍ଟ ୧୨ରେ ପ୍ରକାଶ ପାଇବ ଯୁକ୍ତ ୨ ବିଜ୍ଞାନ ରେଜଲ୍ଟ

ଭୁବନେଶ୍ୱରେ: ଅଗଷ୍ଟ ୧୨ରେ ପ୍ରକାଶ ପାଇବ ଯୁକ୍ତ ୨ ବିଜ୍ଞାନ ପରୀକ୍ଷା ରେଜଲ୍ଟ । ଦିନ ୧୨.୩୦ରେ ପ୍ରକାଶ ପାଇବ ଫଳାଫଳ । ଅଗଷ୍ଟ ଶେଷ ସୁଦ୍ଧା ଯୁକ୍ତ ୨ କଳା ଓ ତୃତୀୟ ସପ୍ତାହରେ ବାଣିଜ୍ୟ ଫଳ ପ୍ରକାଶ ପାଇବ । ଏନେଇ ଆଜି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି ।…

ସ୍କୁଲ ପିଲାଙ୍କୁ ଦିଆଯିବ ଆଇରନ୍ ଟାବଲେଟ୍

ଭୁବନେଶ୍ୱର: ମଧ୍ୟାହ୍ନ ଭୋଜନ ସହ ଛାତ୍ରଛାତ୍ରୀଙ୍କୁ ଦିଆଯିବ ଆଇରନ୍ ଟାବଲେଟ୍ । ମିଡ୍ ଡେ ମିଲ୍ ବା ଏମଡିଏମ୍ ରାସନ ସହ ପିଲାମାନଙ୍କୁ ଆଇରନ୍ ଫୋଲିକ୍ ଟାବଲେଟ୍ ଦିଆଯିବ । ଏନେଇ ନିଷ୍ପତ୍ତି ନେଇଛନ୍ତି ରାଜ୍ୟ ସରକାର । ଏଥିପାଇଁ ସବୁ ଜିଲ୍ଲାପାଳମାନଙ୍କୁ ଚିଠି ଲେଖିଛନ୍ତି ଏମଡିଏମର ରାଜ୍ୟ…

ଅଗଷ୍ଟ ୩୧ ପର୍ଯ୍ୟନ୍ତ ଦିଆଯିବ ଦ୍ୱିତୀୟ ପର୍ଯ୍ୟାୟ ମଧ୍ୟାନ୍ନ ଭୋଜନ

ଭୁବନେଶ୍ୱର: ସରକାରୀ ବିଦ୍ୟାଳୟ ଛାତ୍ରଛାତ୍ରୀଙ୍କୁ ଅଗଷ୍ଟ ୩୧ ପର୍ଯ୍ୟନ୍ତ ମଧ୍ୟାହ୍ନଭୋଜନ ବଣ୍ଟନ କରାଯିବ । ଏନେଇ ନିଷ୍ପତ୍ତି ନେଇଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ । ଦ୍ୱିତୀୟ ପର୍ଯ୍ୟାୟରେ ଜୁନ୍ ୧୪ ତାରିଖରୁ ପିଛିଲା ଭାବେ ମଧ୍ୟାହ୍ନଭୋଜନ ଚାଉଳ ଓ ରୋଷେଇ ସାମଗ୍ରୀ ଅର୍ଥ ବଣ୍ଟନ କରାଯିବ…