Latest Odisha News
Browsing Tag

School reopen

ସାରା ରାଜ୍ୟରେ ସକାଳ ୬ଟାରୁ ୯ ସ୍କୁଲ

 ଭୁବନେଶ୍ୱର :  ଆଜିଠୁ ସକାଳ ୬ଟାରୁ ୯ ଟା ଯାଏଁ ଖୋଲିବ ସ୍କୁଲ । ପିଲାମାନେ ୬ଟାରେ ଆସିବେ ଓ ମଧ୍ୟାହ୍ନ ଭୋଜନ ସହିତ ୯ ଟାରେ ଛୁଟି ହେବ ଏଥର ଜୁନ ୬ରୁ ୧୬ ତାରିଖ ଯାଏ ଖରାଛୁଟି ହେବ ବୋଲି ରାଜ୍ୟ ସରକାର ଆଗରୁ ଘୋଷଣା କରିଛନ୍ତି । କରୋନା ସମୟର ପାଠପଢ଼ା କ୍ଷତିର ଭରଣା ପାଇଁ ଖରା ଛୁଟି ହ୍ରାସ…

ଆଜିଠୁ କ୍ଲାସରୁମରେ ପାଠ ପଢିବେ ପ୍ରଥମରୁ ସପ୍ତମ ଶ୍ରେଣୀ ପିଲା

ଭୁବନେଶ୍ୱର : ଦୁଇ ବର୍ଷ ପରେ ଆଜିଠୁ କ୍ଲାସରୁମରେ ପାଠ ପଢିବେ ପ୍ରଥମରୁ ସପ୍ତମ ଶ୍ରେଣୀ ପିଲା । ହେଲେ ପ୍ରଥମ ସପ୍ତାହ ପାଠପଢା ହେବନି। ଦୁଇ ବର୍ଷ ଧରି ଘରେ କେମିତି କଟିଲା ସେ ନେଇ ଷ୍ଟୋରୀ ଲେଖିବା ସହ ବିଭିନ୍ନ ଆକ୍ଟିଭିଟି କରାଯିବ । ଏହାସହ ଯେହେତୁ ପିଲା ମାନଙ୍କର ଦୁଇ ବର୍ଷ ଧରି…

କାଲିଠୁ ସ୍କୁଲ୍‌ ଯିବେ ପ୍ରଥମରୁ ସପ୍ତମ ଶ୍ରେଣୀ ଛାତ୍ରଛାତ୍ରୀ

ଭୁବନେଶ୍ୱର: ସୋମବାରଠାରୁ ପ୍ରଥମରୁ ସପ୍ତମ ଶ୍ରେଣୀ କ୍ଲାସ ଖୋଲିବ । ଆରମ୍ଭ ହେବ ଅଫ୍‌ଲାଇନ୍‌ ପାଠପଢ଼ା । । ଆସନ୍ତା ସପ୍ତାହରେ ପାଠ ପଢ଼ାହେବ ନାହିଁ କେବଳ ଆକ୍ଟିଭିଟି କରାଯିବ ବୋଲି ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ସୂଚନା ଦେଇଛନ୍ତି । ପିଲାମାନେ ଗତ ଦୁଇ ବର୍ଷ ହେବ…

କୌଣସି ଦ୍ୱନ୍ଦ ନାହିଁ, ଆସନ୍ତା ୩ ତାରିଖରୁ ଖୋଲିବ ପ୍ରଥମରୁ ପଞ୍ଚମ ଶ୍ରେଣୀ

ଭୁବନେଶ୍ୱର: ଓମିକ୍ରନ ସଂକ୍ରମଣ ଆଶଙ୍କା ଭିତରେ ଖୋଲୁଛି ସ୍କୁଲ । କୌଣସି ଦ୍ୱନ୍ଦ ରଖିବାର କିଛି କାରଣ ନାହିଁ । ଆସନ୍ତା ୩ତାରିଖରୁ ପ୍ରଥମରୁ ପଞ୍ଚମ ଶ୍ରେଣୀ ଖୋଲିବାର ନିଷ୍ପତ୍ତି ହୋଇସାରିଛି । ସେହି ଅନୁସାରେ ଏସଓପି ଜାରି ସରିଛି । ଏନେଇ ସୂଚନା ଦେଲେ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର…

ଆଜିଠୁ କ୍ଲାସରୁମରେ ଷଷ୍ଠ ଓ ସପ୍ତମ ଶ୍ରେଣୀ ପାଠପଢ଼ା

ଭୁବନେଶ୍ୱର: ଆଜିଠୁ ରାଜ୍ୟରେ କ୍ଲାସରୁମରେ ଆରମ୍ଭ ହେବ ଷଷ୍ଠ ଓ ସପ୍ତମ ଶ୍ରେଣୀ ପାଠପଢ଼ା । କୋଭିଡ୍ କଟକଣା ଓ ଗାଇଡଲାଇନ ଅନୁସାରେ ଅଫଲାଇନରେ ପାଠପଢ଼ା ଆରମ୍ଭ ହେଉଛି । ସକାଳ 9ଟାରୁ ଆରମ୍ଭ ହେବ କ୍ଲାସ । ଦୁଇ ବର୍ଷ ପରେ ସ୍କୁଲକୁ ଫେରୁଛନ୍ତି ଷଷ୍ଠ ଓ ସପ୍ତମ ଶ୍ରେଣୀ ପିଲା । ତେଣୁ…

୨୧ରୁ ଏକାଦଶ ଓ ୨୫ରୁ ଅଷ୍ଟମ ଶ୍ରେଣୀ ପାଠପଢ଼ା ଆରମ୍ଭ

ଭୁବନେଶ୍ୱର: ଦଶହରା ପରେ ଖୋଲିବ ସ୍କୁଲ। ଆସନ୍ତା ୨୧ତାରିଖରୁ ଏକାଦଶ ଓ ୨୫ରୁ ଅଷ୍ଟମ ଶ୍ରେଣୀ ପିଲାଙ୍କ କ୍ଲାସ ଆରମ୍ଭ ହେବ। ସ୍କୁଲ ଖୋଲିବା ପ୍ରସଙ୍ଗରେ ଏନେଇ ସୂଚନା ଦେଇଛନ୍ତି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାସ। ପୂଜା ଛୁଟି ପରେ ଏହି ଦୁଇଟି ଶ୍ରେଣୀ ଖୋଲିବା ଲାଗି ଆନୁସାଙ୍ଗିକ…

ଆଜିଠାରୁ ସ୍କୁଲ ଆସିବେ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲା

ଭୁବନେଶ୍ୱର: ଆଜିଠାରୁ ରାଜ୍ୟରେ ଖୋଲୁଛି ସମସ୍ତ ସ୍କୁଲ । ପ୍ରଥମ ପର୍ଯ୍ୟାୟରେ ପାଠ ପଢ଼ିବାକୁ ଆସିବେ କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀ ପିଲା । ସମସ୍ତ ସରକାରୀ ଓ ବେସରକାରୀ ସ୍କୁଲ ଖୋଲିବାକୁ ଅନୁମତି ମିଳିଛି । କରୋନା କଟକଣା ଓ ଗାଇଡଲାଇନ୍ ଅନୁସାରେ କ୍ଲାସରୁମରେ ପାଠପଢ଼ା ଯିବ ।  ତାପୂର୍ବରୁ…

ଆଜିଠୁ ଖ‌ୋଲିଲା ସ୍କୁଲ, କରୋନା କଟକଣା ଭିତର‌େ ୧୦୦ ଦିନ ହେବ ପାଠପଢା

ଭୁବନେଶ୍ବର: ଦୀର୍ଘ ୯ ମାସ ପର‌େ ଶୁକ୍ରବାର ଦିନ ରାଜ୍ୟର‌େ ଖ‌ୋଲିଛି ଶିକ୍ଷାନୁଷ୍ଠାନ। ଯାହାକୁ ନଇେ ଛାତ୍ରଛାତ୍ରୀଙ୍କ ମଧ୍ୟର‌େ ଉତ୍ସାହ ପରିଲିକ୍ଷିତ ହ‌ୋଇଛି। ଦଶମ ଓ ଦ୍ବାଦଶ ଶ୍ରଣେୀ ପାଇଁ ଆଜିଠୁ ଏପ୍ରିଲ୍ ୨୮ ତାରିଖ ଯାଏଁ ପାଠପଢା ହେବ। ସୂଚନା ଅନୁଯାୟୀ ରାଜ୍ୟର ୮ ହଜାର…

ଗୋଟିଏ ସେକ୍ସନରେ ପଢ଼ିବେ ୨୦-୨୫ ପିଲା, ଆଉ କମିବନି ସିଲାବସ୍

ଭୁବନେଶ୍ୱର: ଦୁଇ ଦିନ ପରେ ରାଜ୍ୟରେ ଖୋଲିବ ସ୍କୁଲ । ନଅ ମାସ ପରେ ଛାତ୍ରଛାତ୍ରୀ କ୍ଲାସରୁମରେ ପାଠ ପଢ଼ିବେ । କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀ ଛାତ୍ରଛାତ୍ରୀ ପଢ଼ିବାକୁ ଆସିବେ । ଗୋଟିଏ ସେକ୍ସନରେ ପଢ଼ିବେ ୨୦-୨୫ ଛାତ୍ରଛାତ୍ରୀ । ଅଧିକ ପିଲା ହେଲେ ଅଧିକ ସେକ୍ସନ କରାଯିବ । ଏନେଇ ସୂଚନା…

ଏ ମାସରେ ହିଁ ଖୋଲିବ ସ୍କୁଲ

ଭୁବନେଶ୍ୱର: ଚଳିତ ମାସ ଅର୍ଥାତ ନଭେମ୍ବର ମାସରେ ହିଁ ଖୋଲିବ ସ୍କୁଲ । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ ସୂଚନା ଦେଇଛନ୍ତି । ନବମରୁ ଦଶମ ଯାଏଁ ସମ୍ପୂର୍ଣ୍ଣ କ୍ଲାସ ହେବ । ତେବେ ପିଲାଙ୍କୁ ସ୍କୁଲ ଛାଡିବାକୁ ଯଦି ଅଭିଭାବକ ରାଜି ନହୁଏନ୍ତି ତେବେ ଅନ୍‌ଲାଇନ୍‌ରେ କ୍ଲାସ…