ନିୟମିତ ହେବେ ଚୁକ୍ତିଭିତ୍ତିକ ଶିକ୍ଷକ, ବିଜ୍ଞପ୍ତି ପ୍ରକାଶ କଲା ଗଣଶିକ୍ଷା ବିଭାଗ
ଭୁବନେଶ୍ୱର: ରାଜ୍ୟରେ ଚୁକ୍ତିଭିତ୍ତିକ ଶିକ୍ଷକ ଭାବେ ନିଯୁକ୍ତ ପାଇଥିବା ଶିକ୍ଷକ ନିୟମିତ ହେବେ । ଏନେଇ ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହାଦ୍ୱାରା ରାଜ୍ୟରେ ୧୮ ହଜାରରୁ ଅଧିକ ଶିକ୍ଷକ ଓ ଶିକ୍ଷୟିତ୍ରୀ ଉପକୃତ ହେବେ ।…