Latest Odisha News

BREAKING NEWS

Browsing Tag

SchoolS

୧୭ରୁ ସକାଳୁଆ ସ୍କୁଲ୍, ଦିନ ୧୧ଟା ଯାଏ ହେବ ପ୍ରଥମରୁ ଦ୍ୱାଦଶ ପାଠପଢ଼ା

ଭୁବନେଶ୍ୱର: ପ୍ରବଳ ଖରା ପାଇଁ ରାଜ୍ୟରେ ବିଦ୍ୟାଳୟ ଗୁଡ଼ିକୁ ୧୬ ତାରିଖ ଯାଏ ଛୁଟି ଘୋଷଣା କରିଥିଲେ ସରକାର । ଗ୍ରୀଷ୍ମ ପ୍ରବାହକୁ ନଜରରେ ରଖି ସରକାର ୧୭ ତାରିଖରୁ ବିଦ୍ୟାଳୟ ସକାଳୁଆ ଖୋଲିବା ଲାଗି ନିଷ୍ପତ୍ତି ନେଇଛନ୍ତି । ୧୭ ତାରିଖରୁ ରାଜ୍ୟର ସମସ୍ତ ସରକାରୀ ଏବଂ ବେସରକାରୀ…

ହକି ବିଶ୍ୱକପ୍: କାଲି ଅଧାରୁ ଛୁଟି ହେବ କଟକର ସ୍କୁଲ୍ ଓ କଲେଜ

କଟକ: ଓଡ଼ିଶାକୁ ହକି ଜର । ଆଉ ୨ ଦିନ ପରେ ଆରମ୍ଭ ହେବ ହକି ବିଶ୍ୱକପ୍ । ତା’ପୂର୍ବରୁ ଆସନ୍ତାକାଲି ବୁଧବାର କଟକରେ ହକି ବିଶ୍ୱକପର ଉଦଘାଟନୀ କାର୍ଯ୍ୟକ୍ରମ ରହିଛି । ଉଦଘାଟନୀ କାର୍ଯ୍ୟକ୍ରମରେ ବଲିଉଡର ବଛାବଛା କଳାକାର ଯୋଗ ଦେବେ । ନାଚ, ଗୀତର ଆସବ ଖୁବ୍ ଜମିବ । ବିଶ୍ୱକପ୍ ଉଦଘାଟନୀକୁ…

ଏବେ ସାମିଲ୍ ହେବ ନାହିଁ ନୂଆ ବିଷୟ: ଗଣଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର: ଚଳିତ ଶିକ୍ଷା ବର୍ଷରେ କୌଣସି ନୂଆ ବିଷୟ ସାମିଲ୍ କରାଯିବ ନାହିଁ । ଆଜି ଗଣମାଧ୍ୟମକୁ ପ୍ରତିକ୍ରିୟା ଦେଇ ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ କହିଛନ୍ତି, ଚଳିତ ବର୍ଷର ପାଠପଢ଼ା ଆରମ୍ଭ ହୋଇ ଯାଇଥିବାରୁ ଆଉ କୌଣସି ନୂଆ ବିଷୟ ସାମିଲ୍ ହେବ ନାହିଁ । ତେବେ…

[ଦେଖନ୍ତୁ ଭିଡିଓ] ୧୨ କିଲୋମିଟର କେମିତି ଯିବେ ଛାତ୍ରଛାତ୍ରୀ ?

ପାରାଦୀପ: ଟଙ୍କା ଦେଲେ, ତଥାପି ବସ୍ ନେଉନି । ୧୨ କିଲୋମିଟର କେମିତି ଯିବେ ଛାତ୍ରଛାତ୍ରୀ ? ପାରାଦୀପ ବନ୍ଦର କର୍ତ୍ତୃପକ୍ଷଙ୍କ ଟାଳଟୁଳ ନୀତି ଯୋଗୁଁ ଶତାଧିକ ଛାତ୍ରଛାତ୍ରୀ ସ୍କୁଲ୍ ଯିବାରୁ ବଞ୍ଚିତ ହୋଇଛନ୍ତି । ଆଉ ଯାହାକୁ ନେଇ ଦୋଛକିରେ ପଡ଼ିଥିବା ଛାତ୍ରଛାତ୍ରୀ ଓ ଅଭିଭାବକ ରାସ୍ତାରୋକ…

ନିଜ ଭାଷାରେ ଶିକ୍ଷାଦାନ ବ୍ୟବସ୍ଥା: ୧୪୮୫ଟି ସ୍କୁଲରେ ହେଲା ଆରମ୍ଭ

ଭୁବନେଶ୍ୱର‌:  ରାଜ୍ୟର ବିଭିନ୍ନ ଅଞ୍ଚଳରେ କରୋନା ସଂକ୍ରମଣଙ୍କ ସଂଖ୍ୟା ମଧ୍ୟ ବଢ଼ିଚାଲିଛି । ତେବେ ରାଜ୍ୟର ଆଦିବାସୀ ଅଧ୍ୟୁସିତ ଅଞ୍ଚଳଗୁଡିକରେ ଆଦିବାସୀପିଲାଙ୍କ ସ୍ୱାର୍ଥକୁ ଦୃଷ୍ଟିରେ ରଖି ଏଣିକି ସେମାନଙ୍କର ନିଜ ଭାଷାରେ ସେମାନଙ୍କୁ ଶିକ୍ଷାଦାନ ଦେବା ଲାଗି ନିଷ୍ପତ୍ତି ହୋଇଛି । ପୂର୍ବଭଳି…

ଆସନ୍ତାକାଲି ଖୋଲିବ ଓଡିଶାର ସମସ୍ତ ସ୍କୁଲ୍, ବଦଳିଲା ନିଷ୍ପତ୍ତି

ଭୁବନେଶ୍ୱର : ରାଜ୍ୟର ସମସ୍ତ ବିଦ୍ୟାଳୟ ଗୁଡିକ ଜୁନ୍ ୨୬ ପରିବର୍ତ୍ତେ ଆସନ୍ତାକାଲି ତଥା ଶୁକ୍ରବାର ଦିନ ଖୋଲିବ ବୋଲି ଜଣାପଡିଛି । ଏନେଇ ବିଦ୍ୟାଳୟ ଓ ଗଣଶିକ୍ଷା ସଚିବ ପ୍ରଦୀପ୍ତ ମହାପାତ୍ର ସୂଚନା ପ୍ରଦାନ କରିଛନ୍ତି । ପ୍ରାପ୍ତ ସୂଚନାନୁଯାୟୀ ଜଳବାୟୁରେ ପରିବର୍ତ୍ତନ ତଥା…