Latest Odisha News
Browsing Tag

SDJM Court

ନକଲି ସାର୍ଟିଫିକେଟ୍ ମାମଲା, ୪ ଅଭିଯୁକ୍ତଙ୍କୁ ୩ ଦିନିଆ ରିମାଣ୍ଡରେ ନେଲା କ୍ରାଇମବ୍ରାଞ୍ଚ

ଭୁବନେଶ୍ୱର: ବଲାଙ୍ଗିର ନକଲି ସାର୍ଟିଫିକେଟ୍ ମାମଲାର ଚେର କେଉଁ ଆଡ଼େ ଲମ୍ବିଛି ? ଫେକ୍ ସାର୍ଟିଫିକେଟର ଖୋଳତାଡ଼ କରୁଥିବା କ୍ରାଇମବ୍ରାଞ୍ଚ ଗିରଫ ୪ ଅଭିଯୁକ୍ତଙ୍କୁ ୩ ଦିନିଆ ରିମାଣ୍ଡରେ ନେଇଛି । ରାକେଟର ମୁଖ୍ୟ ମନୋଜ ମିଶ୍ରଙ୍କ ସହଯୋଗୀ ଆଲୋକ ରଞ୍ଜନ ଉଦଗାତା ଏବଂ ୨ ଆଶାୟୀଙ୍କୁ ରିମାଣ୍ଡରେ…

SDJM କୋର୍ଟରେ ହାଜର ପରେ ପୁଣି ଜେଲ୍ ଗଲେ ଅର୍ଚ୍ଚନା ନାଗ, କହିଲେ ‘ମିଛ ଖବର କରନ୍ତୁନି’

ଭୁବନେଶ୍ୱର: ଚଳଚ୍ଚିତ୍ର ପ୍ରଯୋଜକ ଅକ୍ଷୟ ପରିଜାଙ୍କୁ ବ୍ଲାକମେଲିଂ ମାମଲାରେ ଅର୍ଚ୍ଚନା ନାଗକୁ କୋର୍ଟରେ ହାଜର କରାଯାଇଛି । କଡ଼ା ସୁରକ୍ଷା ଭିତରେ କମିଶନରେଟ୍ ପୋଲିସ ଅର୍ଚ୍ଚନା ନାଗଙ୍କୁ ଭୁବନେଶ୍ୱର SDJM କୋର୍ଟରେ ହାଜର ପରେ ପୁଣି ଥରେ ଝାରପଡ଼ା ଜେଲକୁ ନିଆଯାଇଛି । ଜଣେ ଯୁବତୀଙ୍କୁ…

ସରିଲା ୭ ଦିନିଆ ମହଲତ, ଆଜି ଏସଡିଜେଏମ୍ କୋର୍ଟରେ ହୋଇପାରେ ଶୁଣାଣି

ବ୍ରହ୍ମପୁର: ସରିଲା ୭ ଦିନିଆ ମହଲତ, ଆଜି ଏସଡିଜେଏମ୍ କୋର୍ଟରେ ହୋଇପାରେ ଶୁଣାଣି  । ବ୍ରହ୍ମପୁରର ଦମ୍ପତି ଡାକ୍ତର ସୁମିତ ସାହୁ ଓ ତପସ୍ୱିନୀଙ୍କ ମାମଲାର ଆଜି ଏସଡିଜେଏମ୍ କୋର୍ଟରେ ଶୁଣାଣି ହୋଇପାରେ । କୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ଉଭୟ ଆସ୍କାରେ ଏକ ଘରେ ୭ ଦିନ ପାଇଁ ରହିଥିଲେ । ଆଜି…

‘ବର୍ଷାକୁ ମୁଁ ସମ୍ମାନ କରେ’, ଛାଡପତ୍ର ଆବେଦନ ପରେ ମୁହଁ ଖୋଲିଲେ ଅନୁଭବ

ଭୁବନେଶ୍ୱର: ଓଲିଉଡର ନମ୍ବର-୧ ଯୋଡୀ ବର୍ଷା ପ୍ରିୟଦର୍ଶିନୀ ଓ ଅନୁଭବ ମହାନ୍ତିଙ୍କ ଭିତରେ ପରବାରିବ ବିବାଦ ଲାଗିଛି । ସାଂସଦ ସ୍ୱାମୀ ଅନୁଭବ ମହାନ୍ତିଙ୍କ ନାଁ ଶାରୀରିକ ଓ ମାନସିକ ଯନ୍ତ୍ରଣା ଦେଉଥିବା ଅଭିଯୋଗ ଆଣିଛନ୍ତି ବର୍ଷା । ଏହାରି ଭିତରେ ଆଜି କ୍ୟାମେରା ସାମ୍ନାରେ ପ୍ରଥମଥର ପାଇଁ…

‘ବେଡ୍‌ରୁମ୍‌ରେ ପିଉଥିଲେ ମଦ, ବାପା ହେବାକୁ ଚାହୁଁନଥିଲେ ଅନୁଭବ’ ପିଟିସନରେ ଦର୍ଶାଇଛନ୍ତି ବର୍ଷା

ଭୁବନେଶ୍ୱର: ହାତ ଧରି ଚାଲିବାକୁ ଦିନେ କଥା ଦେଇଥିଲେ । କିନ୍ତୁ ଆଜି ସିଏ ହାତ ଛାଡି ଦେଇଛନ୍ତି । ସମୟ ସହ ସବୁ କିଛି ବଦଳି ଯାଇଛି । ଆମ ଭିତରେ ଆଉ କିଛି ନାହିଁ ବୋଲି ଅଭିଯୋଗ ଆଣିଛନ୍ତି ଓଲିଉଡ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ । ସାଂସଦ ସ୍ୱାମୀ ଅନୁଭବ ମହାନ୍ତିଙ୍କ ବିରୋଧରେ କଟକ…

ଅଡିଓ ଭାଇରାଲ ମାମଲା: ଗିରଫ ୨ଜଣଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର: ଅଡିଓ ଭାଇରାଲ ଘଟଣାରେ ଗିରଫ ହୋଇଥିବା ୨ ଜଣଙ୍କୁ ଜାମିନ୍ ମିଳିଛି । ଭୁବନେଶ୍ୱର ଏସ୍‌ଡିଜେଏମ୍ କୋର୍ଟ ୨ ଜଣଙ୍କୁ ସର୍ତମୂଳକ ଜାମିନ ଦେଇଛନ୍ତି । ଜଣେ ଜାମିନଦାର ଓ ୧୦ ହଜାର ଟଙ୍କା ମୁଚଲିକାରେ ଉଭୟ ଲକ୍ଷ୍ମୀକାନ୍ତ ବେହେରା ଓ ବିଶ୍ୱଜିତ ମହାନ୍ତିଙ୍କୁ ଜାମିନ୍ ମିଳିଥିବା…