Latest Odisha News

BREAKING NEWS

Browsing Tag

Sea

ରାଜ୍ୟର ୫ ଜିଲ୍ଲାର ଏହି ସବୁ ସ୍ଥାନରେ ‘ସାତଭାୟା’ ଭଳି କୂଳ ଖାଉଛି ସମୁଦ୍ର

ଭୁବନେଶ୍ୱର: କେନ୍ଦ୍ରାପଡ଼ା ଜିଲ୍ଲାର ସାତଭାୟା ନାଁ ଶୁଣିଲେ ସମୁଦ୍ର କୂଳିଆ ଲୋକଙ୍କ ଛାତି ଥରେ । ଆଉ ଏବେ ରାଜ୍ୟର ଅନେକ ସ୍ଥାନରେ ସାତଭାୟା ସ୍ଥିତି ଉପୁଜୁଛି । ଯାହାକୁ ନେଇ ବିଜେପି ବିଧାୟକ ମୋହନ ଚରଣ ମାଝୀ ବିଧାନସଭାରେ କରିଥିବା ଅଣତାରକା ପ୍ରଶ୍ନର ଉତ୍ତର ରଖିଛନ୍ତି ଜଙ୍ଗଲ, ପରିବେଶ ଓ…

ବେଳାଭୂମିରେ ଉଲଗ୍ନ ଅବସ୍ଥାରେ ଫଟୋ ଉଠାଇଲେ ୨୫୦୦ ଲୋକ, କଣ ରହିଛି ରହସ୍ୟ ଜାଣନ୍ତୁ….

ନୂଆଦିଲ୍ଲୀ : ଫଟୋ ଉଠାଇବା ପ୍ରତ୍ୟେକ ମଣିଷର ଗୋଟାଏ ସଉକ । ଫଟୋ ଉଠାଇବାକୁ ସମସ୍ତେ ପସନ୍ଦ କରିଥାନ୍ତି  । ସାଧାରଣତଃ ବିବାହ କାର୍ଯ୍ୟ ହେଉ ଅବା କୌଣସି ପର୍ଯ୍ୟଟନ ସ୍ଥଳୀ ସମସ୍ତେ ଫଟୋ ଉଠାଇ ସୋଶିଆଲ ମିଡିଆରେ ଫଟୋ ପୋଷ୍ଟ କରିଥାଆନ୍ତି । ଏହାରି ଭିତରେ ସୋଶିଆଲ ମିଡିଆାରେ ଗୋଟିଏ…

[ଦେଖନ୍ତୁ ଭିଡିଓ] ସମୁଦ୍ର ଭିତରେ ଜିନିଷ ଉଠାଇ ଫିଙ୍ଗୁଛି ଅକ୍ଟୋପସ୍

ନୂଆଦିଲ୍ଲୀ: କୋମଳ ଶରୀର ଭଳି ତାର ସ୍ୱଭାବ । ଏକୁଟିଆ ରହିବାକୁ ସେ ବେଶ୍ ପସନ୍ଦ କରେ । ଆମେ କହୁଛୁ ସାମୁଦ୍ରିକ ଜୀବ ଅକ୍ଟୋପସ୍ କଥା । ଅକ୍ଟୋପସର ଶାନ୍ତ ସ୍ୱଭାବ ସମସ୍ତଙ୍କୁ ଜଣା । କିନ୍ତୁ ଅଷ୍ଟ୍ରେଲିଆର ଜର୍ବିସରେ ଗ୍ଲୁମି ଅକ୍ଟୋପସ୍ କୁହାଯାଉଥିବା ଅକ୍ଟୋପସ୍ ଟେଟ୍ରିକସର ବ୍ୟବହାର…

ଓଡ଼ିଶା ଉପକୂଳ ଛୁଇଁବନି ବାତ୍ୟା, ୨୬ ଯାଏ ଅଶାନ୍ତ ରହିବ ସମୁଦ୍ର

ଭୁବନେଶ୍ୱର: ଉତ୍ତର ଆଣ୍ଡାମାନ ସାଗର ଓ ସଂଲଗ୍ନ ଦକ୍ଷିଣ ଆଣ୍ଡାମାନ ସାଗର ଏବଂ ଦକ୍ଷିଣପୂର୍ବ ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ସକ୍ରିୟ ରହିଛି । ଏହା କ୍ରମଶଃ ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଦକ୍ଷିଣପୂର୍ବ ଓ ସଂଲଗ୍ନ ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ୨୨ ତାରିଖରେ ଅବପାତର ରୂପ ନେବ ।…

ମାଛ ଧରୁଥିବା ବେଳେ ଜଳିଗଲା ବୋଟ୍, ଅଳ୍ପେକ ବର୍ତ୍ତିଲେ ୧୦ ମତ୍ସ୍ୟଜୀବୀ

ଭଦ୍ରକ: ଏପିଜେ ଅବଦୁଲ କାଲାମ ଦ୍ୱୀପ ନିକଟରେ ଜଳିଗଲା ମାଛ ଧରୁଥିବା ବୋଟ୍ । ଅଳ୍ପକେ ବର୍ତ୍ତିଲେ ୧୦ ଜଣ ମତ୍ସ୍ୟଜୀବୀ । ସୂଚନା ଅନୁସାରେ, ଧାମରା ଦୋଇସିଙ୍ଗାର କିଛି ଧିବର ମାଛ ମାରିବାକୁ ସମୁଦ୍ରକୁ ଯାଇଥିଲେ । ମତ୍ସ୍ୟଜୀବୀ ମାନେ ଏପିଜେ ଅବଦୁଲ କାଲାମ ଦ୍ୱୀପ ନିକଟରେ ମାଛ ମାରିବା ବେଳେ…

ମାଛ ମାରି ଫେରୁଥିବା ବେଳେ ସମୁଦ୍ରରେ ଓଲଟିଲା ଡଙ୍ଗା

ପାରାଦୀପ: ମହାନଦୀ ମୁହାଣରେ ଅଘଟଣ । ଅଶାନ୍ତ ମୁହାଣରେ ଢେଉ ମାଡ଼ରେ ଓଲଟିଲା ମାଛଧରା ଡଙ୍ଗା । ଅଳ୍ପକେ ବର୍ତ୍ତିଲେ ୫ ମତ୍ସ୍ୟଜୀବୀ । ଅନ୍ୟ ଡଙ୍ଗା ସାହାଯ୍ୟରେ ୫ ମତ୍ସ୍ୟଜୀବୀଙ୍କୁ ଉଦ୍ଧାର କରାଯାଇଥିବା ବେଳେ ଡଙ୍ଗା ସହିତ ଲକ୍ଷାଧିକ ଟଙ୍କାର ଜାଲ ଓ ମାଛ ଭାସି ଯାଇଛି ସମୁଦ୍ରରେ । ଗତକାଲି…

[ଦେଖନ୍ତୁ ଭିଡିଓ] ପାରାଦୀପରେ କୂଳ ଲଂଘୁଛି ସମୁଦ୍ର, ଆଶଙ୍କାରେ ନେହେରୁ ବଙ୍ଗଳା ବାସିନ୍ଦା

ପାରାଦୀପ: କୂଳ ଲଂଘୁଛି ସମୁଦ୍ର । ଜନବସତି ଆଡ଼କୁ ମାଡ଼ି ଆସୁଛି ଜୁଆର । ମହାନଦୀ ମୁହାଣ ନିକଟରେ ସ୍ଥଳଭାଗ ଆଡ଼କୁ ସମୁଦ୍ର ମାଡ଼ି ଆସୁଛି । ପାଖାପାଖି ୧୦୦ ମିଟର ମାଡ଼ି ଆସିଲାଣି ସମୁଦ୍ର ପାଣି । ସମୁଦ୍ର ପାଣି ଏବେ ନେହେରୁବଙ୍ଗଳା କ୍ୟାଣ୍ଟିନ ଡେଇଁ ମନ୍ମଥ ଉଦ୍ୟାନ ଭିତରେ ପଶିବା ଆରମ୍ଭ…

ସମୁଦ୍ରରେ ଗାଧୋଇବା ବେଳେ ଭାସିଗଲେ ଯୁବକ, ଉଦ୍ଧାର କାର୍ଯ୍ୟ ଜାରି

ପୁରୀ: ସମୁଦ୍ର ସ୍ନାନ ବେଳେ ଅଘଟଣ । ଗାଧୋଇବା ବେଳେ ସମୁଦ୍ରରେ ଭାସିଗଲେ ଯୁବକ । ଯାଜପୁର ଜିଲ୍ଲା ମାଳସାହି ଅଞ୍ଚଳର ଆୟୁଷ ଜେନା ସମୁଦ୍ରରେ ଭାସି ଯାଇଛନ୍ତି । ଆୟୁଷ ଚୈତନ୍ୟ ଛକ ବେଳାଭୂମି ସେକ୍ଟର ୯ରେ ସ୍ନାନ ବେଳେ ଭାସି ଯାଇଥିବା ବେଳେ ଅଗ୍ନିଶମ କର୍ମଚାରୀ ଓ ଲାଇଫ ଗାର୍ଡ ନିଖୋଜ…

ପୁରୀ ସମୁଦ୍ରରେ ବୁଡି ଯାଉଥିଲେ ପର୍ଯ୍ୟଟକ, ଉଦ୍ଧାର କଲେ ଲାଇଫଗାର୍ଡ

ପୁରୀ: ପୁରୀ ସମୁଦ୍ରରେ ଗୁରୁବାର ସକାଳେ ଭାସିଯାଉଥିବା ବେଳେ ଜଣେ ପର୍ଯ୍ୟଟକଙ୍କୁ ଉଦ୍ଧାର କରିଛନ୍ତି ଲାଇଫ୍ ଗାର୍ଡ । ଉକ୍ତ ପର୍ଯ୍ୟଟକଙ୍କ ନାମ ଲୀଳାବତି ହୋଇଥିବା ବେଳେ ତାଙ୍କ ଘର ଭଦ୍ରକ ଜିଲ୍ଲା ତିହିଡି ଅଞ୍ଚଳରେ ବୋଲି ଜଣାପଡିଛି । ମିଳିଥିବା ସୂଚନାନୁଯାୟୀ ପୁରୀ ସମୁଦ୍ରରେ…