Latest Odisha News
Browsing Tag

Sealed

ଦଲେର ମେହେନ୍ଦୀଙ୍କ ୩ଟି ଫାର୍ମହାଉସ୍ ସିଲ୍

ଗୁରୁଗାଓଁ : ସିଙ୍ଗର୍ ଦଲେର୍ ମେହେନ୍ଦୀଙ୍କ ୩ଟି ଫାର୍ମହାଉସ ସିଲ୍  । ଗୁରୁଗାଁରେ ଦମଦମା ଝରଣା ଜମିରେ ହୋଇଥିଲା ଏହି ଫାର୍ମହାଉସ । ଯାହା ୧.୫ ଏକରରେ ନିର୍ମିତ ହୋଇଥିଲା । ବେଆଇନ ଭାବେ ନିର୍ମାଣ କରିଥିବା ଏହି ଫାର୍ମହାଉସକୁ ସିଲ୍ କରିଦେଇଛି ଟାଉନ ପ୍ଲାନିଂ ବିଭାଗ । ଝରଣା ପାଣି ବୋହୁଥିବା…

ବନ୍ଦ ହେଲା ଭୁବନେଶ୍ୱରର ଏକ ନମ୍ବର ହାଟ

ଭୁବନେଶ୍ୱର: କୋଭିଡ୍ ନିୟମ ଉଲ୍ଲଂଘନ ଅଭିଯୋଗରେ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ କାର୍ଯ୍ୟାନୁଷ୍ଠାନ । ଆଜି ବିଏମସି ପକ୍ଷରୁ ଆଜି ୧ ନମ୍ବର ହାଟକୁ ଆସନ୍ତା ଜୁଲାଇ ୧ ତାରିଖ ଯାଏଁ ସିଲ୍ କରାଯାଇଛି । କୋଭିଡ୍ ସଂକ୍ରମଣକୁ ଦୃଷ୍ଟିରେ ରଖି ଏଭଳି ପଦକ୍ଷେପ ଗ୍ରହଣ କରାଯାଇଛି । ଏହି ସମୟରେ…

ପତଂଜଳିର ତେଲ ଫ୍ୟାକ୍ଟ୍ରିକୁ ସିଲ୍ କଲା ରାଜସ୍ଥାନ ସରକାର

ରାଜସ୍ଥାନ: ଏଲୋପାଥିକୁ ନିନ୍ଦା କରିବା ବାବା ରାମଦେବଙ୍କୁ ବେଶ ମହଙ୍ଗା ପଡିଛି । ଇଣ୍ଡିଆନ୍ ମେଡିକାଲ ଆସୋସିଏସନ୍ (IMA) ହଜାରେ କୋଟିର ମାନହାନୀ ମକଦ୍ଦମା କରିବା ପରେ ଏବେ ରାଜସ୍ଥାନ ସରକାରଙ୍କ ରାଡାର୍‌ରେ ବାବା ରାମଦେବ । ଗତକାଲି ରାତିରେ ରାଜସ୍ଥାନ ସରକାରଙ୍କର ଏକ ଟିମ୍ ବାବା ରାମଦେବଙ୍କ…

ଘରୋଇ ଲାବ୍‌ରେ ଚାଲିଥିଲା ବେଆଇନ କୋଭିଡ ପରୀକ୍ଷଣ !

ବଲାଙ୍ଗୀର: କରୋନାକୁ ନେଇ ସାରା ବିଶ୍ୱ ଏବେ କୋକୁଆ ଭୟରେ । ହୁତୁହୁତୁ ହୋଇ ବଢୁଛି କରୋନା ସଂକ୍ରମିତଙ୍କ ସଂଖ୍ୟା । ଭାକ୍ସିନ୍ ପାଇଁ ଚାରିଆଡେ ଲାଗୁଛି ଭିଡ । ଏପରି ସ୍ଥିତିରେ ବି କିଛି ଅସାଧୁ ଲୋକ ମୁନାଫା ହାସଲ କରିବାକୁ ସାଧାରଣ ଲୋକଙ୍କ ଜୀବନ ସହ ଖେଳିବାକୁ ପଛାଉନାହାନ୍ତି । ବଲାଙ୍ଗୀର…

ମାଲକାନଗିରିରୁ ଛତିଶଗଡକୁ ଯାତାୟାତ ଠପ୍, ସମସ୍ତ ରାସ୍ତା ସିଲ୍ କଲା ଜିଲ୍ଲା ପ୍ରଶାସନ, ଏପ୍ରିଲ ୩୦ଯାଏଁ ବସ୍ ସେବା ବନ୍ଦ…

ମାଲକାନଗିରି: ମାଲକାନଗିରିରୁ ଛତିଶଗଡକୁ ଯାତାୟାତ ଠପ୍ ହୋଇଛି । କରୋନା ସଂକ୍ରମଣ ବଢୁଥିବାରୁ ମାଲକାନଗିରିଠାରୁ ଛତିଶଗଡକୁ ସଂଯୋଗ ହେଉଥିବା ସମସ୍ତ ରାସ୍ତାକୁ ସିଲ୍ କରିଛି ମାଲକାନଗିରି ଜିଲ୍ଲା ପ୍ରଶାସନ । ଏହାସହ ଏପ୍ରିଲ ୩୦ ପର୍ଯ୍ୟନ୍ତ କୌଣସି ବସ୍ ଛତିଶଗଡରୁ ମାଲକାନଗିରି ଯାତାୟାତ…

ଦିଗପହଣ୍ଡିରେ ନକଲି ଲେବର ଅଫିସ୍‌ ସିଲ୍‌ 

ଦିଗପହଣ୍ଡି: ଗଞ୍ଜାମ ଜିଲ୍ଲା ଦିଗପହଣ୍ଡି ସହର ପୁଞ୍ଜିକୟାଁ ଛକ ନିକଟରେ ଥିବା ନକଲି ଲେବର କାର୍ଡ କାର୍ଯ୍ୟାଳୟକୁ ଶ୍ରମ ଅଧିକାରୀଙ୍କ ଦ୍ବାରା ସିଲ୍ କରାଯାଇଛି । ବି ୱାନ କଷ୍ଟ୍ରକ୍ସନ ଲେବର ନାଁରେ ସାଧାରଣ ଲୋକଙ୍କ ଠାରୁ ଲେବର କାର୍ଡ କରେଇ ଦେବା ନାଁରେ ଜଣଙ୍କ ପିଛା ୪୫୦ ଟଙ୍କା ଲେଖା…

ଡାକ୍ତର, ନର୍ସ ପଜିଟିଭ ଚିହ୍ନଟ ପରେ ସିଲ ହେଲା ଅପରେସନ୍ ଥିଏଟର

ପୁରୀ: ମାରାତ୍ମକ ରୂପ ନେଇ ଚାଲିଛି କରୋନା । ସାଧାରଣ ଲୋକଙ୍କ ପରେ ଏବେ ସ୍ୱାସ୍ଥ୍ୟକର୍ମୀ ମାନେ ମଧ୍ୟ ଏଥିରେ ସଂକ୍ରମିତ ହେଉଥିବା ନିୟମିତ ଖବର ଆସୁଛି । ପୁରୀ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟର ଜଣେ ଡାକ୍ତର ଓ ନର୍ସ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାପରେ ମୁଖ୍ୟ ଚିକିତ୍ସାଳୟର…

ଭୁବନେଶ୍ୱର ଆରଟିଓ-୨ ସିଲ୍‌

ଭୁବନେଶ୍ୱର: ମଙ୍ଗଳବାର ଆରଟିଓ-୧ ସିଲ୍ ହୋଇଥିଲା । ଆଜି ସିଲ୍ ହୋଇଛି ଭୁବନେଶ୍ୱର ଆରଟିଓ-୨ । ଆରଟିଓ-୨ର କିଛି କର୍ମଚାରୀ ଆରଟିଓ-୧ କରୋନା ପଜିଟିଭ୍‌ଙ୍କ ସଂସ୍ପର୍ଶରେ ଆସିଥିବାରୁ ବିଏମସି ଆରଟିଓ-୨କୁ ସିଲ୍ କରିଛି । ଏଠାରେ କାମ କରୁଥିବା ୧୩ ଜଣ କର୍ମଚାରୀଙ୍କୁ ହୋମ୍ କ୍ୱାରେଂଟିନରେ ରହିବାକୁ…

ରାଜଧାନୀର ରୁଚିକା ନର୍ସିଂହୋମରେ ପଡିଲା ତାଲା

ଭୁବନେଶ୍ୱର: କୋଭିଡ ନିୟମ ଉଲ୍ଲଂଘନ ଅଭିଯୋଗରେ ରାଜଧାନୀର ରୁଚିକା ନର୍ସିଂ ହୋମରେ ତାଲା ପଡିଛି । ବରମୁଣ୍ଡା ଜିବି କୋଲନୀରେ ଥିବା ଏହି ନର୍ସିଂ ହୋମରେ ଆଜି ବିଏମସି ଓ ବିଡିଏର ଟିମ୍ ଚଢାଉ କରିଥିଲେ । ନର୍ସିଂ ହୋମ୍ କୋଭିଡ୍ ଗାଇଡଲାଇନ୍ ଉଲ୍ଲଂଘନ କରୁଥିବା ଅଧିକାରୀଙ୍କ ଦୃଷ୍ଟିକୁ ଆସିଥିଲା ।…