Latest Odisha News

BREAKING NEWS

Browsing Tag

second dose

କୋଭିସିଲ୍ଡ ପାଇଁ ସାନି ଗାଇଡଲାଇନ୍, ପ୍ରଥମ ଡୋଜର ୧୨ ସପ୍ତାହ ପରେ ଦ୍ୱିତୀୟ ଡୋଜ୍

ଭୁବନେଶ୍ୱର: କୋଭିସିଲ୍ଡ ଟିକା ନେବାର ବ୍ୟବଧାନ ପରେ ସ୍ୱାସ୍ଥ୍ୟ ମନ୍ତ୍ରଣାଳୟ ସାନି ଗାଇଡଲାଇନ୍ ଜାରି କରିଛି । ଏଣିକି କୋଭିସିଲ୍ଡର ପ୍ରଥମ ଡୋଜ୍ ନେବାର ୧୨ ସପ୍ତାହ ଅର୍ଥାତ୍ ୮୪ ଦିନ ପରେ ଦ୍ୱିତୀୟ ଡୋଜ୍ ନେଇ ହେବ । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସମସ୍ତ ଜିଲ୍ଲାପାଳ ଏବଂ ମହାନଗର…

କେବେ ନେବେ କୋଭିସିଲ୍ଡର ଦ୍ୱିତୀୟ ଡୋଜ୍ ଜାଣନ୍ତୁ…

ଭୁବନେଶ୍ୱର: ପ୍ରଥମ ଡୋଜର କେତେଦିନ ପରେ ନେଇ ହେବ ଦ୍ୱିତୀୟ ଡୋଜ୍ ଟିକା । ଏନେଇ ଲୋକଙ୍କ ମନେରେ ଦ୍ୱନ୍ଦ୍ୱ ଲାଗି ରହିଛି । ଅନ୍ୟପଟେ କୋ-ୱିନ୍ ପୋର୍ଟାଲରେ ଦ୍ୱିତୀୟ ଡୋଜ୍ ଟିକା ବ୍ୟବଧାନ ନେଇ ପରିବର୍ତ୍ତନ କରିଛନ୍ତି କେନ୍ଦ୍ର ସରକାର । ଏନେଇ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସ୍ୱାସ୍ଥ୍ୟ ବିଭାଗ…

କୋଭାକ୍ସିନର ଦ୍ୱିତୀୟ ଡୋଜ୍ ନେଲେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି

ନୂଆଦିଲ୍ଲୀ: କରୋନାର ବଢ଼ୁଥିବା ମାମଲା ଭିତରେ କୋଭିଡ୍ ଟିକା କୋଭାକ୍ସିନର ଦ୍ୱିତୀୟ ଡୋଜ୍ ନେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଦିଲ୍ଲୀ ଏମ୍ସରେ ଦେଶୀ ଟିକା କୋଭାକ୍ସିନ୍ ନେବା ସହ ଲୋକଙ୍କୁ ଭ୍ୟାକ୍ସିନ୍ ନେବା ପାଇଁ ପ୍ରଧାନମନ୍ତ୍ରୀ ଅନୁରୋଧ କରିଛନ୍ତି । କହିଛନ୍ତି- ଭୂତାଣୁକୁ…