Latest Odisha News

BREAKING NEWS

Browsing Tag

Secretary Suspended

ମଣ୍ଡିରେ ଧାନ ଗଜା, ପ୍ୟାକ୍ସ ସମ୍ପାଦକ ନିଲମ୍ବିତ

ଜୁନାଗଡ଼: ମଣ୍ଡିରେ ପଡ଼ି ରହିଛି ବସ୍ତା ବସ୍ତା ଧାନ । ନା ଆସିଛି ଟୋକନ୍ ନା ଉଠାଯାଉଛି ଧାନ । ଧାନ ଉଠାଣ ଦାବି ନେଇ ବହୁବାର ଚାଷୀଙ୍କ ବିରୋଧ ବି ଜାରି ରହିଛି । ହେଲେ ସେମାନଙ୍କ ସମସ୍ୟା ଶୁଣିବାକୁ ଯେମିତି କେହି ନାହିଁ । ପ୍ରତିଥର ପ୍ରତିଶ୍ରୁତି ଦେଇ କାମ ସରିଯାଉଛି । ହେଲେ ଏବେ ବି ମଣ୍ଡିରେ…

ଧାନ କିଣାକୁ ନେଇ ବ୍ୟାପକ ଜାଲିଆତି, ଡାଟା ଏଣ୍ଟ୍ରି ଅପରେଟର ଓ ସମ୍ପାଦକ ନିଲମ୍ବିତ

ଭଦ୍ରକ: ଭଦ୍ରକ ଜିଲ୍ଲା ମାଳଦା ସେବା ସମବାୟ ସମିତିରେ ଧାନ କିଣାକୁ ନେଇ ବ୍ୟାପକ ଜାଲିଆତି ଅଭିଯୋଗ । ଘଟଣାର ତଦନ୍ତ ପରେ ଡାଟା ଏଣ୍ଟ୍ରି ଅପରେଟର ଓ ସମ୍ପାଦକଙ୍କୁ ନିଲମ୍ବନ କରାଯାଇଛି । ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ସମବାୟ ବିଭାଗ ନିଲମ୍ବନ କରିଥିବା ଜଣାପଡିଛି ।