Latest Odisha News

BREAKING NEWS

Browsing Tag

section- 144

ଏନକାଉଣ୍ଟରରେ ହାଇଦରର ମୃତ୍ୟୁ ପରେ କେନ୍ଦ୍ରାପଡ଼ାରେ ୧୪୪ ଧାରା ଜାରି

କେନ୍ଦ୍ରାପଡ଼ା: ଗ୍ୟାଙ୍ଗଷ୍ଟର ହାଇଦର ପୋଲିସ ଏନକାଉଣ୍ଟରରେ ମୃତ୍ୟୁବରଣ କରିଛି । ଏହାପରେ କୌଣସି ପ୍ରକାର ଶାନ୍ତି ଭଙ୍ଗ ଓ ସାମ୍ପ୍ରଦାୟିକ ଗଣ୍ଡଗୋଳ ଆଶଙ୍କା କରି କେନ୍ଦ୍ରାପଡ଼ାରେ ୧୪୪ ଧାରା ଜାରି କରିଛି ଜିଲ୍ଲା ପ୍ରଶାସନ । ଆସନ୍ତା ୩୦ ତାରିଖ ଯାଏ ଦିନ ୧୧ଟା ଯାଏ ୧୪୪(୨) ଧାରା ଜାରି ରହିବ…

ଫିକା ପଡିଲା ମା’ ବୁଢ଼ୀ ଠାକୁରାଣୀ ଯାତ୍ରା, ପୀଠ ଠାରୁ ରାଜବାଟୀ ଯାଏଁ ୧୪୪ ଧାରା ଲାଗୁ

ବ୍ରହ୍ମପୁର: ବ୍ରହ୍ମପୁର ସହରରେ ଗୋଟିଏ ବର୍ଷ ଅନ୍ତରରେ ପାଳନ ହୁଏ ମା’ ବୁଢ଼ୀ ଠାକୁରାଣୀଙ୍କ ଯାତ୍ରା । ଯାତ୍ରା ଦେଖିବାକୁ ଲକ୍ଷ ଲକ୍ଷ ଭକ୍ତ ଓ ବ୍ୟବସାୟୀଙ୍କର ଭିଡ଼ ଜମେ । ଚଳିତ ବର୍ଷ କରୋନା କଟକଣା ଯୋଗୁଁ ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ଫିକା ପଡ଼ିଛି । ମା’ ବୁଢ଼ୀ ଠାକୁରାଣୀଙ୍କ ପୀଠରେ ୧୪୪…

ସମ୍ବଲପୁରର ଆଉ ୭ ସହରରେ ୧୪୪ ଧାରା ଜାରି

ସମ୍ବଲପୁର: ସମ୍ବଲପୁର ଜିଲ୍ଲାର ଆଉ ୭ ଟି ସହରେ ପୁଣି ଲାଗୁ ହୋଇଛି ୧୪୪ ଧାରା । ଅଗଷ୍ଟ ୧୭ ତାରିଖ ପର୍ଯ୍ୟନ୍ତ ଆଉ ୭ଟି ସ୍ଥାନରେ ୧୪୪ ଧାରା ଲାଗୁ ହୋଇଛି । ବଢୁଥିବା ସଂକ୍ରମଣକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି । ୧୪୪ଧାରା ଜାରି ହୋଇଥିବା ସ୍ଥାନ…

ଜମ୍ମୁ-କାଶ୍ମୀର: ଗୃହବନ୍ଦୀ ହେଲେ ମେହବୁବା ଓ ଓମାର, ଧାରା ୧୪୪ ଲାଗୁ

ଶ୍ରୀନଗର: ଜମ୍ମୁ-କାଶ୍ମୀରରେ ଧିରେଧିରେ ରାଜନୈତିକ ଉଷ୍ଣତା ବଢୁଥିବାବେଳେ ବହୁମାତ୍ରାରେ ସୁରକ୍ଷାକର୍ମୀଙ୍କୁ ଏଠାରେ ନିୟୋଜିତ କରାଯାଇଛି । ଏପରିକି ଜମ୍ମୁ-କାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ନ୍ୟାସନାଲ୍ କନଫରେନ୍ସ ମୁଖ୍ୟ ଓମାର ଅବଦୁଲ୍ଲା ଓ ପିଡିପି ମୁଖ୍ୟ ମେହବୁବା ମୁଫତିଙ୍କୁ…