Latest Odisha News
Browsing Tag

security forces

ଅନନ୍ତନାଗରେ ଆତଙ୍କବାଦୀ ଓ ସୁରକ୍ଷାକର୍ମୀ ଗୁଳିବିନିମୟ, ୨ ଯବାନ ଆହତ

ଶ୍ରୀନଗର: ଜମ୍ମୁ କାଶ୍ମୀରର ଅନନ୍ତନାଗ ଜିଲ୍ଲାରେ ଆତଙ୍କବାଦୀ ଏବଂ ସୁରକ୍ଷା ବାହିନୀ ମଧ୍ୟରେ ଏନକାଉଣ୍ଟର। ଗଣମାଧ୍ୟମର ରିପୋର୍ଟ ଅନୁଯାୟୀ, ଏନକାଉଣ୍ଟରରେ ଦୁଇ ଯବାନ ଆହତ ହୋଇଥିବା ସୂଚନା ମିଳିଛି। ଘଟଣାସ୍ଥଳରେ ସୁରକ୍ଷା ବାହିନୀ ଏବଂ ଆତଙ୍କବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଜାରି ରହିଛି।…

କମ୍ବିଂ ବେଳେ ଦୁଇ ହାର୍ଡକୋର ମାଓବାଦୀ ଗିରଫ

ନବରଙ୍ଗପୁର: ହାର୍ଡକୋର ମାଓବାଦୀଙ୍କ ହାତରେ ପଡ଼ିଲା ହାତକଡ଼ି । କମ୍ବିଂ ବେଳେ ନବରଙ୍ଗପୁର ପୋଲିସକୁ ସଫଳତା ମିଳିଛି । ମେନପୁର ନୂଆପଡ଼ା ଡିଭିଜନର ୨ ହାର୍ଡକୋର ମାଓବାଦୀଙ୍କୁ ଗିରଫ କରିଛି ନବରଙ୍ଗପୁର ପୋଲିସ । ଏନେଇ ସାମ୍ବାଦିକ ସମ୍ମିଳନୀରେ ସବିଶେଷ ତଥ୍ୟ ଦେଇଛନ୍ତି ଡିଆଇଜି ରାଜେଶ ପଣ୍ଡିତ…

ସୁରକ୍ଷାକର୍ମୀଙ୍କ ଗୁଳିରେ ୨ ମାଓବାଦୀ ମୃତ

କୋରାପୁଟ: ବୈପାରୀହୁଡ଼ା ଥାନା ମାଳି ପଦର ଜଙ୍ଗଲରେ ପୋଲିସ, ଏସଓଜି ଯବାନଙ୍କ ମିଳିତ କମ୍ବିଂ ଅପରେସନରେ ୨ ମାଓବାଦୀ ନିହତ ହୋଇଛନ୍ତି । ଘଟଣାସ୍ଥଳରୁ ୩ଟି ବନ୍ଧୁକ, ଗୋଟିଏ ଟିଫିନ୍ ବୋମା, ୫ଟି ଡିଟୋନେଟର, ଗୁଳି ସହ ତେଲୁଗୁ, ହିନ୍ଦୀ ଓ ଓଡ଼ିଆ ପୁସ୍ତକ ଏବଂ ଗଞ୍ଜେଇ ଜବତ ହୋଇଛି । ରାମଗିରି…

ଆସାମରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟର, ୬ ଆତଙ୍କବାଦୀ ନିହତ

ଗୌହାଟି: ଆସାମ ପୋଲିସ ଓ ଆସାମ ରାଇଫଲ୍ସର ମିଳିତ ଅପରେସନରେ ୬ ଜଣ ଡିମାସା ନାସନାଲ ଲିବେରସନ୍ ଆର୍ମି (DNLA) ଆତଙ୍କବାଦୀଙ୍କ ନିହତ ହୋଇଛନ୍ତି । ରବିବାର ସକାଳେ କବ୍ରି ଅନଗ୍ଲୋଙ୍ଗର ଧାନସିରି ଅଞ୍ଚଳରେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀଙ୍କ ମଧ୍ୟରେ ଏହି ଏନକାଉଣ୍ଟର ହୋଇଥିଲା । ଆସାମ ପୋଲିସର…