Latest Odisha News

BREAKING NEWS

Browsing Tag

Security

ଲୋକସେବା ଭବନ ପାଇଁ ଜାଲ୍ ପାସ୍, ଆଇଟି ପ୍ରୋଗ୍ରାମରଙ୍କ ସହ ନକଲି ଅଧିକାରୀ ଗିରଫ

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ମୁଖ୍ୟ କାର୍ଯ୍ୟାଳୟ ଲୋକସେବା ଭବନ ମଧ୍ୟକୁ ପରିଚୟ ପତ୍ର ବିନା ପ୍ରବେଶ ଅସମ୍ଭବ । କିନ୍ତୁ ଆପଣ ଲୋକସେବା ଭବନକୁ ପ୍ରବେଶ କରି ପାରିବେ ଜାଲ୍ ପାସ୍ ନେଇ । ଜାଲ୍ ପାସରେ ଲୋକସେବା ଭବନକୁ ପ୍ରବେଶ କରୁଥିବା ଜଣେ ନକଲି ସମବାୟ ଅଧିକାରୀଙ୍କ ସହ ଜାଲ୍ ପାସ୍ ଦେଇଥିବା…

ସରକାରଙ୍କ ନିକଟରେ ୯ ଦଫା ଦାବି ପ୍ରଦାନ କଲା ସିକ୍ୟୁରିଟି ଆଣ୍ଡ ମ୍ୟାନପାୱାର ସଂଘ

ଭୁବନେଶ୍ୱର: ବ୍ୟବସାୟିକ ପ୍ରତିଷ୍ଠାନ ହେଉ ଅବା ପ୍ରତିଷ୍ଠିତ ବ୍ୟକ୍ତିଙ୍କୁ ସୁରକ୍ଷା ଯୋଗାଇବା ହେଉ ଅବା ସରକାରୀ ସଂସ୍ଥା ମାନଙ୍କରେ ଦୈନନ୍ଦିନ କାମ ପାଇଁ ଆଡଲ୍ଟ ବେସିସରେ ସିକ୍ୟୁରିଟି ଏଜେନ୍ସିଗୁଡ଼ିକ ମହତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରି ଆସୁଛନ୍ତି । ଖାଲି ସୁରକ୍ଷା ନୁହେଁ ବରଂ ଲକ୍ଷ ଲକ୍ଷ…

ଆସନ୍ତାକାଲି ରାଷ୍ଟ୍ରପତିଙ୍କ ଗସ୍ତ ପାଇଁ ୫୫ ପ୍ଲାଟୁନ ପୋଲିସ ଫୋର୍ସ

ଭୁବନେଶ୍ୱର : ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ।  ତାଙ୍କ ଗସ୍ତବେଳେ ସୁରକ୍ଷାକୁ ଦୃଷ୍ଟିରେ ରଖି କମିଶନରେଟ ପୋଲିସ ପକ୍ଷରୁ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରାଯାଇଛି । ୫୫ ପ୍ଲାଟୁନ ପୋଲିସ ଫୋର୍ସ ସହିତ ୩ ଶହ ଅଫିସର ନିୟୋଜିତ ହେବେ । କେବଳ ପୁରୀରେ ୫ଜଣ ଏସପି…

ଦୁର୍ଗା ପୂଜା ପାଇଁ କଡ଼ା ସୁରକ୍ଷା, ସାରା ରାଜ୍ୟରେ ୨୩୦ ପ୍ଲାଟୁନ୍ ପୋଲିସ ମୁତୟନ

ଭୁବନେଶ୍ୱର: ପାର୍ବଣ ପାଇଁ ପୋଲିସର ପ୍ରସ୍ତୁତି । ରାଜ୍ୟବ୍ୟାପୀ ମୁତୟନ ୨୩୦ ପ୍ଲାଟୁନ୍ ପୋଲିସ । ଦୁର୍ଗା ପୂଜା ସମୟରେ ହେଉଥିବା ଜନଗହଳି ଓ ଟ୍ରାଫିକ୍ ସମସ୍ୟାକୁ ଦୃଷ୍ଟିରେ ରଖି ରାଜ୍ୟବ୍ୟାପୀ ପୋଲିସ ଫୋର୍ସ ମୁତୟନ କରାଯାଇଛି । ସାରା ରାଜ୍ୟରେ ଜିଲ୍ଲା ପୋଲିସ ସହ ଅତିରିକ୍ତ ୨୩୦ ପ୍ଲାଟୁନ୍…

ଘରେ ଶୋଇଥିଲା ୧୮ବର୍ଷୀୟା, ମରି ପଡ଼ିଥିଲେ ୬୮ ବର୍ଷୀୟ !

ତାମିଲନାଡୁ: ସାମ୍ନାକୁ ଆସିଛି ଏକ ଲୋମହର୍ଷଣକାରୀ ଘଟଣା । ଏକ ରହସ୍ୟମୟ ଅପମୃତ୍ୟୁ ମାମଲାର ପର୍ଦ୍ଦାଫାସ ହୋଇଛି । ଇମ୍ପୋର୍ଟେଡ ଗାଡି ପାର୍କ କରି ଗିରଫ ହୋଇଥିଲା ଜଣେ ୧୮ବର୍ଷୀୟା ଯୁବତୀ । ଗାଡି ପାର୍କିଂବେଳେ କିଛି ଜଣାପଡିନଥିଲା । ହେଲେ ସିସିଟିଭି ଫୁଟେଜ ଦେଖି ତାଜୁବ ହୋଇଥିଲା ପୋଲିସ ।…

ତ୍ରିସ୍ତରୀୟ ସୁରକ୍ଷା ବଳୟରେ ଅଯୋଧ୍ୟା ନଗରୀ

ଅଯୋଧ୍ୟା: ଆସନ୍ତାକାଲି ଭବ୍ୟ ରାମମନ୍ଦିର ନିର୍ମାଣ ନେଇ ଭୂମି ପୂଜା କରାଯିବ । ଯୋଗ ଦେବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି । ଏଥିପାଇଁ ତ୍ରିସ୍ତରୀୟ ସୁରକ୍ଷା ବଳୟରେ ଅଯୋଧ୍ୟା ନଗରୀ । ଚାରିଆଡେ ନାକାବନ୍ଦୀ । ସୁରକ୍ଷା କଡ଼ାକଡ଼ି । ବ୍ଲକିଂ ଓ ଚେକିଂ ଜୋରଦାର କରାଯାଇଛି । ମନ୍ଦିର ନିର୍ମାଣ…

ବାହୁଡା ପାଇଁ ରାତି ୧୦ରୁ ପୁରୀରେ କର୍ଫ୍ୟୁ, କଟକଣା କଡାକଡି

ପୁରୀ: ଆସନ୍ତାକାଲି ବାହୁଡାଯାତ୍ରା । ଏଥିପାଇଁ ପୁରୀରେ ଆରମ୍ଭ ହୋଇଛି ଜୋରସୋର ପ୍ରସ୍ତୁତି । ଆଡପମଣ୍ଡପରେ ସନ୍ଧ୍ୟା ଦର୍ଶନ ନୀତି ଚାଲିଛି । କରୋନା କଟକଣା ଯୋଗୁଁ ବିନା ଭକ୍ତରେ ଏଥର ରଥଯାତ୍ରା ହେଉଛି । ସବୁ ସେବାୟତ ଓ ସୁରକ୍ଷା ଅଧିକାରୀଙ୍କ କରୋନା ଟେଷ୍ଟ କରାଯାଇଛି । ବାହୁଡା ଯାତ୍ରା…