Latest Odisha News

BREAKING NEWS

Browsing Tag

Seized

ସମ୍ବର ଶିଙ୍ଗ ଜବତ ସହ ୫ ଶିକାରୀ ଗିରଫ

କାମାକ୍ଷାନଗର : ଢେଙ୍କାନାଳ ବନବିଭାଗକୁ ମିଳିଲା ସଫଳତା  । ଦେଶୀ ବନ୍ଧୁକ ସମ୍ବର ଶିଙ୍ଗ ସହ ୫ ଜଣ ଶିକାରୀକୁ ଗିରଫ କରିଛି ବନ ବିଭାଗ । କାମାକ୍ଷାନଗର ପୂର୍ବାଞ୍ଚଳ ରେଞ୍ଜ ବିରାଶାଳ-୨ ଫରେଷ୍ଟ ସେକ୍ସନ ଅନ୍ତର୍ଗତ ଏକୁଲ ଗାଁରୁ ୫ଜଣ ଶିକାରୀକୁ ଗିରଫ କରିଛି ବନ ବିଭାଗ । ଗିରଫ ଅଭିଯୁକ୍ତ ମାନେ…

୬୦ ଲିଟର ମଦ ଜବତ ସହ ଜଣେ ଗିରଫ

କାମାକ୍ଷାନଗର : ପେଟ୍ରୋଲିଂ ବେଳେ ଜଣେ ମଦ ମାଫିଆକୁ ଗିରଫ କରିଛି ଅବକାରୀ ପୋଲିସ । ପଣ୍ଡୁଆ ରାସ୍ତାରେ ସ୍କୁଟି ଯୋଗେ ମଦ ଚାଲାଣ କରୁଥିଲା ଜଣେ ବ୍ୟକ୍ତି  । ଢେଙ୍କାନାଳ ଜିଲ୍ଲାପାଳ ଓ ଅବକାରୀ ଅଧିକ୍ଷକଙ୍କ ନିର୍ଦ୍ଦେଶକ୍ରମେ କାମାକ୍ଷାନଗର ଅବକାରୀ ଟିମ୍‌ ସେହି ମଦ ମାଫିଆକୁ ଗିରଫ କରିଛି…

ପାଟଧରା ଜଙ୍ଗଲରୁ ମାଓ ସାମଗ୍ରୀ ଜବତ

ନୂଆପଡ଼ା : ପାଟଧରା ଜଙ୍ଗଲରୁ ବିପୁଳ ପରିମାଣର ମାଓ ସାମଗ୍ରୀ ଜବତ। ଏନେଇ ସୂଚନା ଦେଲେ ନୂଆପଡା ଏସପି ପ୍ରତ୍ୟୁଷ ଦିବାକର । ବୋଡେନ ଥାନା ଅନ୍ତର୍ଗତ ପାଟଧାରା ସଂରକ୍ଷିତ ଜଙ୍ଗଲରେ ମାଓବାଦୀ ଓ ପୋଲିସ ମଧ୍ୟରେ ଦୁଇ ଥର ଗୁଳି ବିନିମୟ ହୋଇଥିଲା । ସୂଚନା ଅନୁସାରେ ଗତ ୨୧ ତାରିଖରେ ପାଟଧରା…

ବିପୁଳ ପରିମାଣରେ ନକଲି ବିଦେଶୀ ମଦ ଜବତ, ୩ ଗିରଫ

କାମାକ୍ଷାନଗର : ପରଜଙ୍ଗ ଲୋଧଣୀ ଗାଁରୁ ବ୍ୟାପକ ପରିମାଣର ନକଲି ବିଦେଶୀ ମଦ ଜବତ କରାଯାଇଛି । ଢେଙ୍କାନାଳ ଜିଲ୍ଲାପାଳ ସରୋଜ କୁମାର ସେଠି ଓ ଜିଲ୍ଲା ଅବକାରୀ ଅଧିକ୍ଷକ ପ୍ରଦୀପ କୁମାର ପାଣିଗ୍ରାହୀଙ୍କ ନିର୍ଦ୍ଦେଶକ୍ରମେ ଅବକାରୀ ବିଭାଗର ମିଳିତ ଟିମ ପରଜଙ୍ଗର ବିଭିନ୍ନ ଅଂଚଳରେ ଚଢ଼ାଉ କରିଥିଲେ…

କାର୍ ଭିତରୁ ମିଳିଲା ୩ କିଲୋ ୭ଶହ ଗ୍ରାମ ସୁନା ଓ ୧୮୦ କିଲୋ ରୁପା

ବ୍ରହ୍ମପୁର: ବ୍ରହ୍ମପୁରରୁ ୩ କିଲୋ ରୁ ଅଧିକ ସୁନା ଓ ୧୮୦ କିଲୋ ରୁପା ଜବତ। ତାମିଲନାଡ଼ୁରୁ ଏକ ସ୍କୋଡା କାରରେ ବିପୁଳ ପରିମାଣର ସୁନା ଓ ରୁପା ବ୍ରହ୍ମପୁରକୁ ଅଣାଯାଉଥିବା ବେଳେ ସୋରଳ ଜଙ୍କସନ୍‌ରୁ ଜବତ କଲା ଗୋଳନ୍ଥରା ପୋଲିସ  । ଏସପିଙ୍କ ନିର୍ଦେଶରେ ଗୋଳନ୍ଥରା ଥାନା ପୋଲିସର…

[ଭିଡିଓ] କଫି ଫ୍ଲାସ୍କରୁ ବାହାରିଲା ସୁନା, କେନିଆ ବାସିନ୍ଦା ଗିରଫ

ମୁମ୍ବାଇ: ଭାରତୀୟ କଷ୍ଟମ୍ ଅଥରିଟିଙ୍କ ହୋସ୍ ଉଡାଇଛି ସୁନା ସ୍ମଗଲିଂ । ପ୍ରତିଦିନ ସାମ୍ନାକୁ ଆସୁଛି ଚାଲେଂଜ କଲାଭଳି ପରିସ୍ଥିତି । ବିଦେଶରୁ ସୁନା ତସ୍କରି କରି ଧରାପଡୁଛନ୍ତି ଅନେକ ଭାରତୀୟ ତଥା ବିଦେଶୀ ନାଗରିକ । ଏଭଳି ସ୍ଥିତିରେ ଶାରଜାହରୁ ଫେରିଥିବା କେନିଆର ୧୮ଜଣ ମହିଳାଙ୍କ କାରନାମା…

ଢାବା ମାଲିକ ଗିରଫ, ବିପୁଳ ପରିମାଣର ମଦ ଜବତ

ଢେଙ୍କାନାଳ: ଲାଭଖୋର ଢାବା ମାଲିକଙ୍କ ଅଭିନବ ଉପାୟ । ଲକଡାଉନ୍‌ରେ ଚଢା ଦରରେ ବେଆଇନ ଭାବେ ମଦ ବିକି ମାଲାମାଲ ହେବାକୁ ଦେଖିଥିଲେ ସ୍ୱପ୍ନ । ହେଲେ ଅବକାରୀ ବିଭାଗ ସବୁ ଯୋଜନାକୁ ଭଣ୍ଡୁର କରିଦେଇଥିଲା । ଢେଙ୍କାନାଳ ୫୩ ନମ୍ବର ଜାତୀୟ ରାଜପଥ କଡରେ ଥିବା ରାଜକୁମାର ଢାବାରୁ ଜବତ ହୋଇଛି ବିପୁଳ…

ବିପୁଳ ପରିମାଣର ବ୍ରାଉନ ସୁଗାର ଜବତ, ୩ ଗିରଫ

ଖୋର୍ଦ୍ଧା: ଖୋର୍ଦ୍ଧାର ବିଭିନ୍ନ ଅଞ୍ଚଳରେ ବ୍ରାଉନ ସୁଗାର ବେପାରୀ ଆଡ୍ଡା ଜମାଇଲେଣି । ଖୋଲାଖୋଲି ଭାବେ ଧଳା ଜହରର କାରବାର କରୁଛନ୍ତି । ଆଜି ପୋଲିସକୁ ଏକ ବଡ ସଫଳତା ମିଳିଛି । ପୋଲିସ ବିପୁଳ ପରିମାଣର ବ୍ରାଉନ ସୁଗାର ଜବତ କରିଛି । ବ୍ରାଉନ ସୁଗାର କାରବାର ଚାଲିଥିବା ନେଇେ କୌଣସି…

ଲକ୍ଷାଧିକ ଟଙ୍କାର ଶାଗୁଆନ କାଠ ଜବତ, ଡ୍ରାଇଭର ଓ ହେଲପର ଫେରାର

ନୀଳଗିରି: ଶାଗୁଆନ ବୋଝେଇ କାଠ ଗାଡି ଜବତ । ନୀଳଗିରି ବନ ବିଭାଗ ଅଧିନ କୋଲାହଟ ବରମପୁର ଅଞ୍ଚଳରୁ ଶାଗୁଆନ କାଠ ବୋଝେଇ ଗାଡି ଜବତ ହୋଇଛି । ଏକ ଟାଟା ଏସି ଗାଡ଼ିରେ କିଛି ଶାଗୁଆନ କାଠ ବୋଝେଇ ହୋଇଯାଉଥିବା ବେଳେ ବିଶେଷ ସୂତ୍ରରୁ ନୀଳଗିରି ବନ ବିଭାଗ ଖବର ପାଇଥିଲା । ନୀଳଗିରି ରେଞ୍ଜର…

ଧଉଳି ଛକରୁ ୧୫ ଲକ୍ଷ ଟଙ୍କାର ବ୍ରାଉନ ସୁଗାର ଜବତ, ୨ ଗିରଫ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ବଢି ଚାଲିଛି ଧଳା ଜହର ବ୍ୟବସାୟ । ଆଜି ଧଉଳି ଛକ ନିକଟରୁ ଅବକାରୀ ବିଭାଗର ଅଧିକାରୀମାନେ ୧୫୫ ଗ୍ରାମ ବ୍ରାଉନ ସୁଗାର ଜବତ କରିଛନ୍ତି । ଯାହାର ଆନୁମାନିକ ମୂଲ୍ୟ ୧୫ ଲକ୍ଷ ଟଙ୍କା ହେବ । ଏଥି ସହ ଏକ ସ୍କୁଟି ଜବତ ରଖିବା ସହ ଏହି ଘଟଣାରେ ଦୁଇ ଜଣଙ୍କୁ ଗିରଫ…