Latest Odisha News
Browsing Tag

Self Immolation

ଗଞ୍ଜାମ ଏସପିଙ୍କ ଅଫିସ ଆଗରେ ଆତ୍ମାହୂତି ଦେଇଥିବା ଯୁବକଙ୍କ ମୃତ୍ୟୁ

ବ୍ରହ୍ମପୁର: ଗଞ୍ଜାମ ଏସପିଙ୍କ ଅଫିସ ଆଗରେ ଆତ୍ମାହୂତ ଉଦ୍ୟମ କରିଥିବା ଯୁବକଙ୍କ ମୃତ୍ୟୁ ହୋଇଛି । ଚିକିତ୍ସାଧୀନ ଅବସ୍ଥାରେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ଦେହାନ୍ତ ହୋଇଛି । ଗତକାଲି ରାତିରେ ସେ ପ୍ରାଣ ହରାଇଥିବା ସୂଚନା ମିଳିଛି । ମୃତକ ହେଲେ ଛତ୍ରପୁର ବୋରିଗାଁର ବାଦଲ ସାହୁ…

ଟିକେଟ୍‌ ନ ମିଳିବାରୁ ଆତ୍ମହତ୍ୟା ଉଦ୍ୟମ କଲେ ଏସ୍‌ପି ନେତା

ନୂଆଦିଲ୍ଲୀ: ସମାଜବାଦି ପାର୍ଟିର କର୍ମକର୍ତ୍ତା ଆଗାମୀ ଉତ୍ତରପ୍ରଦେଶ ନିର୍ବାଚନରେ ​​ଟିକେଟ୍‌ ନମିଳିବାରୁ ଜଣେ ନେତା ଚରମ ନିଷ୍ପତ୍ତି ନେଇଛନ୍ତି। ସେ ଦଳୀୟ ଅଫିସ ବାହାରେ ହିଁ ଆତ୍ମହତ୍ୟା ଉଦ୍ୟମ କରିଛନ୍ତି। ଅଲିଗଡର ସମାଜବାଦୀ ପାର୍ଟି ନେତା ଆଦିତ୍ୟ ଠାକୁର ଟିକେଟ ନମିଳିବାରୁ ଅତ୍ୟନ୍ତ…

ଜିଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଆତ୍ମାହୁତି ଉଦ୍ୟମ, ଯୁବକଙ୍କୁ କାବୁ କଲା ପୋଲିସ

ଖୋର୍ଦ୍ଧା: ଠକେଇର ଶିକାର ହୋଇଥିବା ବ୍ୟକ୍ତିଙ୍କର ଆତ୍ମାହୁତି ଉଦ୍ୟମ । ଖୋର୍ଦ୍ଧା ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି । ଏତିକିବେଳେ ତାଙ୍କୁ କାବୁ କରିଥିଲା ପୋଲିସ । ଆତ୍ମାହୁତି ଉଦ୍ୟମ କରୁଥିବା ବ୍ୟକ୍ତି ହେଉଛନ୍ତି ବୋଲଗଡ ଥାନା ବାଙ୍କୋଇ ଗାଁରର…

ମାଷ୍ଟରକ୍ୟାଣ୍ଟିନରେ ଆତ୍ମାହୂତି ଉଦ୍ୟମ କଲେ ଦୁଇ ଜଣ ଏଏନଏମ୍

ଭୁବନେଶ୍ୱର: ରାଜଧାନୀରେ ଧାରଣା ଚଳାଇଥିବା ଏଏନଏମଙ୍କ ମଧ୍ୟରୁ ଆଜି ଦୁଇ ଜଣ ଆତ୍ମାହୂତି ଉଦ୍ୟମ କରିଥିଲେ । ମାଷ୍ଟରକ୍ୟାଣ୍ଟିନ ନିକଟରେ ଦେହରେ କିରାସିନି ଢ଼ାଳି ସେମାନେ ଆତ୍ମାହୂତି ଉଦ୍ୟମ କରୁଥିଲେ । ଏତିକିବେଳେ ଅନ୍ୟ ସହଯୋଗୀ ସେମାନଙ୍କୁ ଉଦ୍ଧାର କରିଥିଲେ । ଖବର ପାଇ ଘଟଣାସ୍ଥଳରେ…

ଅନୁଗୁଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ବାପପୁଅଙ୍କ ଆତ୍ମାହୁତି ଉଦ୍ୟମ

ଅନୁଗୁଳ: ଅନୁଗୁଳ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଅଭାବନୀୟ ଘଟଣା । ଦେହରେ କିରାସିନି ଢାଳି ବାପପୁଅଙ୍କ ଆତ୍ମାହୁତି ଉଦ୍ୟମ । ଏତିକିବେଳେ ସେମାନଙ୍କୁ କାବୁ କଲା ପୋଲିସ । ସେମାନେ ହେଲେ ତାଳଚେର ସୋଲଡା ଗାଁର ସୁରେଶ ବେହେରା ଓ ତାଙ୍କ ପୁଅ ଅଜୟ ବେହେରା । ଆଜି ସକାଳ ପ୍ରାୟ ୧୧ଟା…