Latest Odisha News
Browsing Tag

selfie

ଆତ୍ମହତ୍ଯା ପୂର୍ବରୁ ଶେଷ ସେଲ୍ଫି ନେବା ପରେ ଗଙ୍ଗାକୁ ଡେଇଁପଡିଲେ… 

ହରିଦ୍ୱାର: ଉତ୍ତରପ୍ରଦେଶର ଶାହାରନପୁରରୁ ଜଣେ ଋଣଗ୍ରସ୍ତ ବ୍ୟବସାୟୀ ଏବଂ ତାଙ୍କ ପତ୍ନୀ ସୋମବାର ହରିଦ୍ୱାରର ଗଙ୍ଗା ନଦୀକୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ଏହି ଦମ୍ପତି ହେଲେ ଉତ୍ତରପ୍ରଦେଶ ଶାହାରନପୁର ନିବାସୀ ସୌରଭ ବବ୍ବର ଓ ମୌନା ବବ୍ବର। ପୋଲିସ୍ ଗଙ୍ଗା ନଦୀରୁ ସୌରଭଙ୍କ ମୃତଦେହ ଉଦ୍ଧାର…

ଟ୍ରେନ୍ ଉପରେ ଚଢ଼ି ସେଲଫି ନେବା ବେଳେ ଜଳିଗଲେ ଯୁବକ

ରାୟଗଡ଼ା: ବିବାହ ଉତ୍ସବକୁ ମନ ଖୁସିରେ ଯାଇଥିଲେ । ହେଲେ ସେଲଫି ନେବା ବେଳେ ଚାଲିଗଲା ଜୀବନ । ରାୟଗଡ଼ା ଜିଲ୍ଲା ଭାଲୁମସ୍କା ଗାଁକୁ ଏକ ବିବାହ ଉତ୍ସବକୁ ଯାଇଥିଲେ ୩ ଜଣ । ସେଠାରେ ରେଳ ଷ୍ଟେସନ ନିକଟରେ ବୁଲୁଥିବା ବେଳେ ଦେବେନ୍ଦ୍ର ଛିଡ଼ା ହୋଇଥିବା ମାଲବାହୀ ଟ୍ରେନକୁ ସେଲଫି ନେବା ଲାଗି…

ସିଦ୍ଧୁ ମୁସେୱାଲା ହତ୍ୟା: ଫ୍ୟାନ୍ ସହ ସେଲ୍ଫି ନେବା କାଳ ହେଲା

ଭୁବନେଶ୍ୱର: ସିଦ୍ଧୁ ମୁସେୱାଲା ହତ୍ୟାକାଣ୍ଡରେ ଅଭିଯୁକ୍ତଙ୍କୁ ଧରିଛି ପଞ୍ଜାବ ପୋଲିସ୍ । ଆଶ୍ଚର୍ଯ୍ୟଜନକ କଥା ହେଉଛି ଫ୍ୟାନ୍ କହି ସେଲ୍ଫି ନେଇଥିବା ଯୁବକ ହତ୍ୟାକାଣ୍ଡର ମୁଖ୍ୟ କାର୍ପଟଦାର । ମଙ୍ଗଳବାର ପଞ୍ଜାବ ପୋଲିସ ହତ୍ୟାକାଣ୍ଡରେ ସଂପୃକ୍ତ ଆଠ ଜଣଙ୍କୁ ଗିରଫ କରିଛି । ଯେଉଁଥିରେ…

ସୁନ୍ଦରଗଡରେ ନଦୀରେ ଭାସିଯାଇ ଯୁବତୀ ମୃତ୍ୟୁ ଘଟଣାରେ ଭିଡିଓ ଭାଇରାଲ

ସୁନ୍ଦରଗଡ଼: ଇବ୍ ନଦୀ କୂଳରେ ସେଲଫି ନେବା ବେଳେ ସୁଅରେ ଭାସିଯିବା ଘଟଣାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହୋଇଛି । ଘଟଣାଟି ଗତ ତିନି ତାରିଖରେ ଘଟିଥିଲା । ଦୀର୍ଘ ୨୨ ଘଣ୍ଟାର ଖୋଜାଖୋଜି ପରେ ମୃତଦେହ ଏକ ପଥର ସନ୍ଧିରୁ ମିଳିଥିଲା । ସୂଚନା ଅନୁଯାୟୀ, ରାଜଗାଙ୍ଗପୁର କୁମ୍ଭାରପଡ଼ାର ୨୩…

ଟ୍ରେନରେ ଚଢି ସେଲଫି ନେଲା ବେଳେ ଜଳିଗଲେ ଯୁବକ

ପାରଳାଖେମୁଣ୍ଡି: ଟ୍ରେନରେ ଚଢି ସେଲଫି ନେବା ବେଳେ ଜଳିଗଲେ ଯୁବକ । ଏଥି ସହ ଜଳିଗଲା ଟ୍ରେନ ।  ଏଭଳି ଅଭାବନୀୟ ଘଟଣା ଘଟିଛି ପାରଳାଖେମୁଣ୍ଡି ଷ୍ଟେସନରେ । ସୂଚନା ଅନୁଯାୟୀ, କରୋନା ପାଇଁ ଗତ କିଛି ଦିନ ହେଲା ଟ୍ରେନଟି ଏହି ଷ୍ଟେସନଟି ଛିଡା ହୋଇ ରହିଥିଲା । ପ୍ରତ୍ୟକ୍ଷଦର୍ଶୀଙ୍କ…

[ଭିଡିଓ] କିଏ ନେଲା ଜଙ୍ଗଲି ଭାଲୁ ସହ ସେଲ୍‌ଫି ?

ଭୁବନେଶ୍ୱର: ସୋସିଆଲ୍ ମିଡିଆରେ ଭାଇରାଲ୍ ମେକ୍ସିକୋର ଭିଡିଓ । ତେବେ ଏହି ଭିଡିଓରେ ଘଟିଥିବା ଘଟଣା ଯେତିକି ବିପଦପୂର୍ନ ତାଠୁ ଅଧିକ ମଜାଦାର ବି ଥିଲା । ହୃଦସ୍ପନ୍ଦନ ବନ୍ଦ କରିଦେଲା ଭଳି ଏହି ଭିଡିଓଟି ଏକ ଭାଲୁ ଓ ଜଣେ ଯୁବତୀଙ୍କ କାରନାମାକୁ ନେଇ ଭାଇରାଲ୍ ହୋଇଛି । ମେକ୍ସିକୋର…

କୋଭିଡ-୧୯: ଏଣିକି ସରକାରଙ୍କୁ ପ୍ରତି ଘଣ୍ଟାରେ ସରକାରଙ୍କୁ ସେଲ୍‌ଫି ପଠାଇବେ ନିର୍ଦ୍ଦେଶିତ ସଙ୍ଗରୋଧକାରୀ !

କର୍ଣ୍ଣ।ଟକ: ସରକାର ଯେଉଁ ଲୋକମାନଙ୍କୁ ବାସଗୃହ ସଙ୍ଗରୋଧ ପାଇଁ ନିର୍ଦ୍ଦେଶ ଦେଇଥିଲେ, ଏଣିକି ସେମାନଙ୍କୁ ପ୍ରତି ଘଣ୍ଟାରେ ସେଲଫି ପଠାଇବା ପାଇଁ ନୂତନ ଆଦେଶ ମିଳିଛି । ସାରା ଦେଶରେ କରୋନାଭାଇରସ୍ ମାମଲା ଦୃତଗତିରେ ବୃଦ୍ଧି ପାଇବାରେ ଲାଗିଛି । ସଂକ୍ରମଣକୁ ରୋକିବା ଲାଗି କେନ୍ଦ୍ର ଓ…