ତୁରନ୍ତ ହଜାରେ ଆଇସିୟୁ ବେଡ୍ ବ୍ୟବସ୍ଥା କରନ୍ତୁ ସରକାର: ବିଜୟ
ଭୁବନେଶ୍ୱର: ରାଜ୍ୟରେ କୋଭିଡ ପରିଚଳନା ଦେଇ ରାଜ୍ୟ ସରକାରଙ୍କ ଉପରେ ବିର୍ଷିଲା ବିଜେପି । ଆଜି ବିଜେପି ବରିଷ୍ଠ ନେତା ବିଜୟ ମହାପାତ୍ର କୋଭିଡ ରଣନୀତିକୁ ନେଇ ରାଜ୍ୟ ସରକାରଙ୍କୁ ଟାର୍ଗେଟ କରିଛନ୍ତି । ସେ କହିଛନ୍ତି, କଟକ ଓ ଭୁବନେଶ୍ୱରରେ କୋରନା ଅବସ୍ଥା ଭୟଙ୍କର ରୁପ ନେଇଛି। ଆଗକୁ ମଧ୍ୟ…