Latest Odisha News

BREAKING NEWS

Browsing Tag

Senior Journalist

ବରିଷ୍ଠ ସାମ୍ବାଦିକ ପ୍ରମୋଦ ପଟ୍ଟନାୟକଙ୍କ ପରଲୋକ

ସମ୍ବଲପୁର: ୬୫ ବର୍ଷ ବୟସରେ ସମ୍ବଲପୁରର ବରିଷ୍ଠ ସାମ୍ବାଦିକ ପ୍ରମୋଦ ପଟ୍ଟନାୟକଙ୍କ ଦେହାନ୍ତ ହୋଇଛି । ରବିବାର ହୃଦଘାତରେ ଆଖି ବୁଜିଛନ୍ତି ପ୍ରମୋଦ ପଟ୍ଟନାୟକ । ରବିବାର ଭୋର୍ ସମୟରେ ପ୍ରମୋଦ ଅସୁସ୍ଥ ଅନୁଭବ କରିଥିଲେ । ପ୍ରଥମେ ଜିଲ୍ଲା ଚିକିତ୍ସାଳୟ ପରେ ଘରୋଇ ମେଡିକାଲରେ ଭର୍ତ୍ତି…

କରୋନା ନେଲା ଆଉ ଜଣେ ବରିଷ୍ଠ ସାମ୍ବାଦିକଙ୍କ ଜୀବନ

ରାୟଗଡ଼ା: କରୋନା କବଳରେ କୋଭିଡ୍ ଯୋଦ୍ଧା । ରାଜ୍ୟରେ କରୋନା ମହାମାରୀ ଜଣଙ୍କ ପରେ ଜଣେ ସାମ୍ବାଦିକଙ୍କ ଜୀବନ ନେଇ ଚାଲିଛି । କରୋନାରେ ରାୟଗଡ଼ା ଜିଲ୍ଲାର ଜଣେ ବରିଷ୍ଠ ସାମ୍ବାଦିକଙ୍କ ମୃତ୍ୟୁ ହୋଇଛି । ବିଳମ୍ବିତ ରାତିରେ ବେଙ୍ଗଳୁରୁରେ ଚିକିତ୍ସାଧୀନ ଅବସ୍ଥାରେ ବରିଷ୍ଠ ସାମ୍ବାଦିକ ଶରତ…

କରୋନାରେ ଆଖି ବୁଜିଲେ ଆଉ ଜଣେ ସାମ୍ବାଦିକ

ଭୁବନେଶ୍ୱର: କରୋନାରେ ଆଜି ପୁଣି ଜଣେ ସାମ୍ବାଦିକଙ୍କର ପରଲୋକ ହୋଇଛି । ଭୁବନେଶ୍ୱର ଟାଇମ୍ସ ଅଫ୍ ଇଣ୍ଡିଆର ବରିଷ୍ଠ ସାମ୍ବାଦିକ ପ୍ରୀତିମାନ ମହାପାତ୍ର ଆଜି ଚିକିତ୍ସାଧୀନ ଅବସ୍ଥାରେ ଆଖି ବୁଜିଛନ୍ତି । ମୃତ୍ୟୁ ବେଳକୁ ତାଙ୍କୁ ୪୬ ବର୍ଷ ହୋଇଥିଲା । କିଛି ଦିନ ତଳେ ସେ କରୋନାରେ ଆକ୍ରାନ୍ତ…

ବର୍ଷିଆନ ସାମ୍ବାଦିକ ସୁରେନ୍ଦ୍ର ମିଶ୍ରଙ୍କ ପରଲୋକ

ଢେଙ୍କାନାଳ: ବରିଷ୍ଠ ସାମ୍ବାଦିକ ସୁରେନ୍ଦ୍ର କୁମାର ମିଶ୍ରଙ୍କର ବୁଧବାର ଦିନ ଢେଙ୍କାନାଳ ସହରସ୍ଥିତ କୁଞ୍ଜକାନ୍ତଠାରେ ପରଲୋକ ହୋଇଯାଇଛି । ମୃତ୍ୟୁ ବେଳକୁ ତାଙ୍କୁ ୮୪ ବର୍ଷ ବୟସ ହୋଇଥିଲା । ବାର୍ଦ୍ଧକ୍ୟ ଜନକ ଅସୁସ୍ଥତା କାରଣରୁ ଶ୍ରୀ ମିଶ୍ରଙ୍କର ପରଲୋକ ହୋଇଥିବା ସୂଚନା ମିଳିଛି ।…

ବରିଷ୍ଠ ସାମ୍ବାଦିକ ଦିଲ୍ଲୀପ ଶତପଥୀଙ୍କ ଦେହାନ୍ତ

ଭୁବନେଶ୍ୱର: ବରିଷ୍ଠ ସାମ୍ବାଦିକ ଦିଲ୍ଲୀପ ଶତପଥୀଙ୍କ ଚିକିତ୍ସାଧୀନ ଅବସ୍ଥାରେ ରବିବାର ବିଳମ୍ବିତ ରାତିରେ ଦେହାନ୍ତ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୫୦ ବର୍ଷ ବୟସ ହୋଇଥିବା ନେଇ ସୂଚନା ମିଳିଛି । ସେ  ଦୀର୍ଘଦିନରୁ ଅସୁସ୍ଥ ହୋଇ ଚିକିତ୍ସିତ ହେଉଥିବା ବେଳେ ଗତକାଲି ସନ୍ଧ୍ୟାରେ ତାଙ୍କ…

ବରିଷ୍ଠ ସାମ୍ବାଦିକ ରଣଜିତ ଗୁରୁଙ୍କ ବିୟୋଗରେ ମୁଖ୍ୟମନ୍ତ୍ରୀଙ୍କ ଶୋକ ପ୍ରକାଶ

ଭୁବନେଶ୍ୱର: ବରିଷ୍ଠ ସାମ୍ବାଦିକ ତଥା ଦୈନିକ ‘ସମ୍ବାଦ’ ଖବରକାଗଜର ସଂପାଦକୀୟ ପୃଷ୍ଠାର ସମ୍ପାଦକ ରଣଜିତ ଗୁରୁଙ୍କ ଦେହାନ୍ତରେ ଓଡିଶା ଗଣମାଧ୍ୟମ ଜଗତରେ ଶୋକର ଛାୟା ଖେଳିଯାଇଛି । https://twitter.com/Naveen_Odisha/status/1162956141720043521?s=08 ଏହି ବିଶିଷ୍ଟ…

ବରିଷ୍ଠ ସାମ୍ବାଦିକ ରଣଜିତ ଗୁରୁଙ୍କ ଦେହାନ୍ତ

ଭୁବନେଶ୍ୱର: ବରିଷ୍ଠ ସାମ୍ବାଦିକ ତଥା ଦୈନିକ ‘ସମ୍ବାଦ’ ଖବରକାଗଜର ସଂପାଦକୀୟ ପୃଷ୍ଠାର ସମ୍ପାଦକ ରଣଜିତ ଗୁରୁଙ୍କ ଚିକିତ୍ସାଧୀନ ଅବସ୍ଥାରେ ଶନିବାର ବିଳମ୍ବିତ ରାତିରେ ଦେହାନ୍ତ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୬୧ ବର୍ଷ ବୟସ ହୋଇଥିବା ନେଇ ସୂଚନା ମିଳିଛି । ସେ ସଂକ୍ରମଣ ଜନିତ…