ପାଇଖାନା ଟାଙ୍କିରେ ଶ୍ୱାସରୁଦ୍ଧ ହୋଇ ୨ ଶ୍ରମିକଙ୍କ ମୃତ୍ୟୁ
ଭୁବନେଶ୍ୱର: ପାଇଖାନା ଟାଙ୍କି ସଫା କରିବା ବେଳେ ୨ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ଶନିବାର ମଧ୍ଯାହ୍ନରେ ଏ ଅଘଟଣ ଘଟିଛି ଭୁବନେଶ୍ୱରର ଶିଶୁପାଳଗଡ଼ ଅଞ୍ଚଳରେ । ଶିଶୁପାଳଗଡ଼ର ରଘୁନାଥ ନଗରରେ ପାଇଖାନା ଟାଙ୍କି ସଫା କରିବା ଲାଗି ୨ ଶ୍ରମିକ ଯାଇଥିଲେ ।
ହେଲେ ସେମାନେ ଆଉ ବାହାରକୁ ବାହାରି…