Latest Odisha News

BREAKING NEWS

Browsing Tag

serological survey

କଟକରେ ୪୬.୩୯ % ଲୋକଙ୍କ ଦେହରେ ଆଣ୍ଟିବଡି

କଟକ: ଧୀରେ ଧୀରେ ରାଜ୍ୟରେ କମୁଛି କରୋନା । ଏଥିସହ ସୁସ୍ଥ ହାର ମଧ୍ୟ ବଢ଼ିଚାଲିଛି । ଏଥିସହ ଲୋକଙ୍କ ଦେହରେ ବିକଶିତ ହେଉଛି ଆଂଟିବଡି । କଟକ ସହରରେ ୪୬.୩୯ ପ୍ରତିଶତ ଲୋକଙ୍କ ଦେହରେ ଆଣ୍ଟିବଡି ବିକଶତି ହୋଇଛି। ଆର୍‌ଏମ୍‌ଆର୍‌ସି ପକ୍ଷରୁ କରାଯାଇଥିବା ସେରୋ ସର୍ଭେ ରିପୋର୍ଟରୁ ଏଭଳି ତଥ୍ୟ…

ରାଉରକେଲାରେ ସେରୋଲଜିକାଲ ସର୍ଭେ ଆରମ୍ଭ

ରାଉରକେଲା : ରାଉରକେଲାରେ ଆଜିଠାରୁ ସେରୋଲଜିକାଲ୍ ସର୍ଭେ ଆରମ୍ଭ ହୋଇଛି । ରାଉରକେଲା ମହାନଗର ନିଗମ ସହଯୋଗରେ ଭୁବନେଶ୍ୱରର ଆଞ୍ଚଳିକ ଭେଷଜ ଗବେଷଣା କେନ୍ଦ୍ର ଏହି ସର୍ଭେ କରୁଛି । ଏହି ସର୍ଭେ ୫ ଦିନ ଧରି କରାଯିବ । ତେବେ କ୍ଲଷ୍ଟର ଅନୁଯାୟୀ ସର୍ଭେ କରାଯାଉଛି । ଏଥି ପାଇଁ ୧୭ ଜଣିଆ ଟିମ୍…

ଆଜିଠୁ ଭୁବନେଶ୍ୱରରେ ଦ୍ଵିତୀୟ ପର୍ଯ୍ୟାୟ ସେରୋ ସର୍ଭେ ଆରମ୍ଭ

ଭୁବନେଶ୍ୱର: ରାଜ୍ୟରେ ଭୟଙ୍କର ରୂପ ନେଉଛି କରୋନା ଭୁତାଣୁ । ବିଶେଷ କରି ରାଜଧାନୀ ଭୁବନେଶ୍ବରରେ ଏହା କାୟା ମେଳାଉଛି । ଏହାକୁ ଦୃଷ୍ଟିରେ ରଖି ଆଜିଠାରୁ ଭୁବନେଶ୍ୱରରେ ଆରମ୍ଭ ହେବାକୁ ଯାଉଛି ଦ୍ଵିତୀୟ ପର୍ଯ୍ୟାୟ ସେରୋ ସର୍ଭେ । ଏହି ସେରୋ ସର୍ଭେ ଭୁବନେଶ୍ୱର ମହାନଗର ନିଗମର ପ୍ରଶାସନିକ…

ଗଞ୍ଜାମରେ ହାରୁଛି କରୋନା, ୩ ସପ୍ତାହ ତଳେ ସ୍ଥିତି ଯାହା ଥିଲା ଏବେ ନାହିଁ

ଭୁବନେଶ୍ୱର: ରାଜ୍ୟରେ ଉପର ମୁହାଁ ରହିଛି କରୋନା । ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଛି । ତେବେ ପୂର୍ବରୁ ସବୁଠୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଥିବା ଗଂଜାମ ଜିଲ୍ଲାରେ ସ୍ଥିତି ସୁଧୁରିଛି । ଏଠାରେ ସ୍ଥିତି ବଦଳିଛି । ଏଠି ହାରୁଛି କରୋନା । ୩ ସପ୍ତାହ ତଳେ ସ୍ଥିତି ଯାହା ଥିଲା ଏବେ…

ପୋଲିସ ସେବା ଭବନରେ ଆରମ୍ଭ ହେଲା ସିରୋସର୍ଭେ

ଭୁବନେଶ୍ବର: ଜନସାଧାରଣଙ୍କ ସମେତ ଏହି ମହାମାରୀରୁ ମଧ୍ୟ ବର୍ତ୍ତି ପାରୁ ନାହାନ୍ତି କରୋନା ଯୋଦ୍ଧା । କରୋନା ତାଲିକାରେ ଯୋଡି ହୋଇ ଚାଲୁଛି ସ୍ୱାସ୍ଥ୍ୟ କର୍ମୀଙ୍କ ସହ ସୁରକ୍ଷାକର୍ମୀଙ୍କ ସଂଖ୍ୟା । କମିସନରେଟ୍‌ ପୋଲିସରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଛି। ପ୍ରତ୍ୟେକ ଦିନ ପ୍ରାୟ…

ଭୁବନେଶ୍ୱରରେ ଚାଲିଛି ଦ୍ୱିତୀୟ ପର୍ଯ୍ୟାୟ ସେରୋ ସର୍ଭେଲାନ୍ସ: ଆରଏମଆରସି

ଭୁବନେଶ୍ୱର: ରାଜ୍ୟ ସରକାର ଓ ଆଇଏମଆରସି ମିଳିତ ଭାବରେ ସେରୋ ସର୍ଭେଲାନ୍ସ କରୁଛି । ପ୍ରଥମ ପର୍ଯ୍ୟାୟରେ ୫ଟି ଜାଗାରେ ଏହା କରାଯାଉଛି । ପୁରୀରେ ଶେଷ ହୋଇଛି । ସରକାରଙ୍କୁ ରିପୋର୍ଟ ବି ଦିଆସରିଛି । ଭୁବନେଶ୍ୱରରେ ଏହା ଦ୍ୱିତୀୟ ପର୍ଯ୍ୟାୟରେ କରାଯାଉଛି । ପ୍ରଥମ ପର୍ଯ୍ୟାୟରେ କମ୍ୟୁନିଟି…

ଭୁବନେଶ୍ୱରରେ ସରିଲା ପ୍ରଥମ ପର୍ଯ୍ୟାୟ ସେରୋ ସର୍ଭେ ପାଇଁ ନମୁନା ସଂଗ୍ରହ

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ଆଜି ପ୍ରଥମ ପର୍ଯ୍ୟାୟ ସେରୋଲୋଜିକାଲ୍ ସର୍ଭେ ପାଇଁ ନମୁନା ସଂଗ୍ରହ ଶେଷ ହୋଇଛି । ବିଏମସିର ଚିହ୍ନଟ ହୋଇଥିବା ପ୍ରାୟ ୯୦୦ଟି ଘରୁ ଲୋକଙ୍କ ନମୁନା ସଂଗ୍ରହ କରାଯାଇଛି । ରାଜଧାନୀର ଏହି ସେରୋ ସର୍ଭେରେ ସମସ୍ତେ ସହଯୋଗ କରିଥିବା ବିଏମସି ସୂଚନା ଦେଇଛି ।…

ଭୁବନେଶ୍ୱରରେ ସେରୋଲଜିକାଲ ସର୍ଭେ ଆରମ୍ଭ

ଭୁବନେଶ୍ୱର: ରାଜ୍ୟରେ ଦିନକୁ ଦିନ ଉଗ୍ର ହେଉଛି କରୋନା ସ୍ଥିତି । ପ୍ରତିଦନ ରେକର୍ଡ ସଂଖ୍ୟକ କରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି । ତେବେ ଏହାର ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ପଦକ୍ଷେପ ନିଆଯାଇଛି । ଭୁବନେଶ୍ୱରରେ ଆଜିଠାରୁ ସେରୋଲଜିକାଲ୍ ସର୍ଭେ ଆରମ୍ଭ ହୋଇଛି । ବିଏମସି…

ପୁରୀରୁ ଆରମ୍ଭ ହେଲା ସେରୋଲୋଜିକାଲ ସର୍ଭେ

ଭୁବନେଶ୍ୱର: ଆଜିଠାରୁ ପୁରୀରେ ଆରମ୍ଭ ହୋଇଛି ସେରୋଲୋଜିକାଲ ସର୍ଭେ । ଆସନ୍ତା ୧ ତାରିଖରୁ ଗଂଜାମ, ଗଜପତି ଓ କଟକରେ ଟେଷ୍ଟ କରାଯିବ । ଆଇସିଏମଆର ଗାଇଡଲାଇନ୍ ଅନୁସାରେ ଅଧିକ ଜନସଂଖ୍ୟା ଆବଦ୍ଧ ଅଂଚଳରେ ଟେଷ୍ଟ କରାଯାଉଛି । ଆଇଏଲଏସ ନିର୍ଦ୍ଦେଶକ ଅଜୟ ପରିଡାଙ୍କ ସୂଚନା ଅନୁସାରେ, ବାହୁଡା…