Latest Odisha News

BREAKING NEWS

Browsing Tag

Serum Institute of India

ଛୁଆଙ୍କ ଉପରେ ନୋଭାଭାକ୍ସର କ୍ଲିନିକାଲ୍ ଟ୍ରାଏଲ୍ କରିବାକୁ ସେରମ୍ ଆଗ୍ରହୀ

ନୂଆଦିଲ୍ଲୀ: କରୋନାର ଦ୍ୱିତୀୟ ଲହର ସଂକ୍ରମଣ ମାମଲା ଧିରେ ଧିରେ କମୁଛି । ତୃତୀୟ ଲହରରେ ଶିଶୁଙ୍କ ପାଇଁ ଅଧିକ ବିପଦ ଆଣିପାରେ ବୋଲି ଆଶଙ୍କା କରୁଛନ୍ତି ବିଶେଷଜ୍ଞ । ସେଥିପାଇଁ ଯଥାଶୀଘ୍ର ସମସ୍ତଙ୍କୁ ଟିକା ଦେବାକୁ କୁହାଯାଉଛି । ହେଲେ ୧୮ ବର୍ଷ ବୟସରୁ କମ୍ ଜନସଂଖ୍ୟାକୁ ଟିକା ଦିଆଯାଉ ନାହିଁ…

ଭାରତର ଭ୍ୟାକ୍ସିନ୍ କୂଟନୀତି, ଫେଲ୍ ମାରୁଛି ସେରମ !

ନୂଆଦିଲ୍ଲୀ: ଭାରତର ଭ୍ୟାକ୍ସିନ କୂଟନୀତିକୁ ଝଟକା ! ସେରମ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ ତିନି ଗୋଟି ରାଷ୍ଟ୍ରକୁ ଚିଠି ଲେଖିଛି । ଆଗାମୀ ମାସରେ ଭ୍ୟାକ୍ସିନ୍ ଯୋଗାଣ କରିବା ନେଇ ଅସମର୍ଥତା ଦର୍ଶାଇଛି ସେରମ । ବିଦେଶକୁ ଭ୍ୟାକ୍ସିନ୍ ରପ୍ତାନୀ ନେଇ ଥିବା ନୀତି ଏବଂ ଅନ୍ୟ ଦେଶର ଭ୍ୟାକ୍ସିନ୍…

ସେରମ୍ ଇନଷ୍ଟିଚ୍ୟୁଟରେ ଅଗ୍ନିକାଣ୍ଡ, ବିସିଜି ଓ ରୋଟାଭାଇରସ ଟିକା ଉତ୍ପାଦନ ଉପରେ ପ୍ରଭାବ

ପୁଣେର: ପୁଣେର ସେରମ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆରେ ଗୁରୁବାର ଦିନ ଅଗ୍ନିକାଣ୍ଡ ହେବା ଯୋଗୁଁ କମ୍ପାନୀର ବିପୁଳ କ୍ଷତି ଘଟିଛି। କମ୍ପାନୀର ସୂଚନା ଅନୁଯାୟୀ କରୋନା ଟିକା ଉତ୍ପାଦନରେ କିଛି ପ୍ରଭାବ ପଡିନଥିବା ବେଳେ ଏହି ଅଗ୍ନିକାଣ୍ଡ ବିସିଜି ଏବଂ ରୋଟା ଟିକା ଉତ୍ପାଦନରେ ଅଧିକ ପ୍ରଭାବିତ…

ସେରମ ଇନଷ୍ଟିଚ୍ୟୁଟ୍ ଅଗ୍ନିକାଣ୍ଡରେ ୫ ଜଣଙ୍କ ମୃତ୍ୟୁ

ପୁଣେ : କରୋନା ଟିକା ପ୍ରସ୍ତୁତ କରୁଥିବା ପୁଣେ ସ୍ଥିତ ସେରମ ଇନଷ୍ଟିଚ୍ୟୁଟ ଅଫ୍ ଇଣ୍ଡିଆ କୋଠାରେ ହୋଇଥିବା ଅଗ୍ନିକାଣ୍ଡରେ ୫ ଜଣଙ୍କ ମୃତ୍ୟୁ ହୋଇଛି । ବିଲଡିଂ ମଧ୍ୟରୁ ଅନ୍ୟ ୬ ଜଣଙ୍କୁ ସୁରକ୍ଷିତ ଭାବେ ଉଦ୍ଧାର କରାଯାଇଛି । ଏବେ ଘଟଣା ସ୍ଥଳରେ ଅଗ୍ନିଶମ ବାହିନୀ ଓ ଏନଡିଆରଏଫ ଟିମ୍‌…

କରୋନା ଟିକା ପ୍ରସ୍ତୁତକାରୀ ସେରମ ଇନଷ୍ଟିଚ୍ୟୁଟରେ ଭୟଙ୍କର ନିଆଁ

ପୁଣେ: କରୋନା ମହାମାରୀକୁ ମାତ୍‌ ଦେବା ପାଇଁ ଟିକା ପ୍ରସ୍ତୁତ କରୁଥିବା ପୁଣେ ସ୍ଥିତ ସେରମ ଇନଷ୍ଟିଚ୍ୟୁଟ ଅଫ ଇଣ୍ଡିଆରେ ଭୟଙ୍କର ଅଗ୍ନିକାଣ୍ଡ । ସେରମ ଇନଷ୍ଟିଚ୍ୟୁଟ ପରିସର ମଧ୍ୟରେ ଥିବା ମଞ୍ଜରୀ ଅଞ୍ଚଳରେ ଏହି ଅଗ୍ନିକାଣ୍ଡ ଘଟିଛି । ଏଠାରେ ଥିବା ସେରମ ଟର୍ମିନାଲ-୧ରେ ନିଆଁ ଲାଗିଥିବାରୁ…

ଆଜି ଓଡ଼ିଶାରେ ପହଞ୍ଚିବ ‘କୋଭିସିଲ୍ଡ’ ଭ୍ୟାକସିନ୍

ଭୁବନେଶ୍ୱର: ଆଜିଠୁ ସାରା ଦେଶରେ ଆରମ୍ଭ ହୋଇଛି ଟିକା ପରିବହନ । ବିଭିନ୍ନ ରାଜ୍ୟକୁ ସେରମ୍ ଇନଷ୍ଟିଚ୍ୟୁଟର କୋଭିଡସିଲ୍ଡ ଟିକା ପରିବହନ ଆରମ୍ଭ ହୋଇଛି । ଆଜି ପୁଣେରୁ ଭୁବନେଶ୍ୱରକୁ ଆସିବ କୋଭିସିଲ୍ଡ ଟିକା । ସ୍ୱତନ୍ତ୍ର ସ୍ପାଇସ ଜେଟ୍ ବିମାନରେ ଅପରାହ୍ନ ୪ଟା ୨୦ରେ ଭୁବନେଶ୍ୱର ବିମାନବନ୍ଦରରେ…

ଭାରତରେ କରୋନା ଟିକାର ଜରୁରିକାଳୀନ ବ୍ୟବହାରକୁ ଆଜି ମିଳିବ ମଞ୍ଜୁରୀ !

ନୂଆଦିଲ୍ଲୀ: ପ୍ରତିଦିନ କରୋନା ଟିକା କ୍ଷେତ୍ରରେ ଗୋଟିଏ ଗୋଟିଏ ପାଦ ଆଗକୁ ବଢୁଛି ଭାରତ । ନୂଆବର୍ଷର ଆଗମନ ସହ ଦେଶବାସୀଙ୍କୁ ମିଳିପାରେ ଭ୍ୟାକସିନ୍ ଆସିବା ନେଇ ବଡ଼ ଖବର । ଆଜି କରୋନା ଟିକାର ଜରୁରିକାଳୀନ ବ୍ୟବହାରକୁ ଅନୁମତି ଦେଇପାରନ୍ତି ସରକାର । କାଲି ଦେଶବ୍ୟାପି ଟିକା ଡ୍ରାଏ ରନ୍…

ପ୍ରଧାନମନ୍ତ୍ରୀଙ୍କ ଭ୍ୟାକସିନ୍ ଟୁର୍: ୩ଟି ସହର ଗସ୍ତ, ଟିକା ପ୍ରସ୍ତୁତିର କରିବେ ତଦାରଖ

ନୂଆଦିଲ୍ଲୀ: ଦେଶରେ କରୋନା ଟିକାର ସମୀକ୍ଷା ପାଇଁ ଆଜି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ତିନିଟି ସହର ଗସ୍ତ କରିବେ । ଟିକା ବିକଶିତ କାମରେ ଲାଗିଥିବା ତିନିଟି କମ୍ପାନୀକୁ ଯିବେ ପ୍ରଧାନମନ୍ତ୍ରୀ । ଅହମ୍ମଦାବାଦରେ ଜାଇଡସ୍‌ ବାୟୋଟେକ୍‌ ପାର୍କ, ପୁନେର ସିରମ୍‌ ଇନ୍‌ଷ୍ଟିଚ୍ୟୁଟ୍‌ ଓ…

୨୮ ନଭେମ୍ବରରେ ପୁଣେସ୍ଥିତ ସେରମ୍‌ ଇନଷ୍ଟିଚ୍ୟୁଟ୍ ପରିଦର୍ଶନ କରିବେ ପିଏମ୍‌ ମୋଦୀ

ନୂଆଦିଲ୍ଲୀ: ୨୮ ନଭେମ୍ବରରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ପୁଣେର ସେରମ୍ ଇନଷ୍ଟିଚ୍ୟୁଟ୍ ପରିଦର୍ଶନ କରିବେ। ସେରମ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ ଭାରତରେ କୋଭିଶିଲ୍ଡ ନାମକ ଏକ ଟିକା ପରୀକ୍ଷା କରୁଥିବାବେଳେ ଅକ୍ସଫୋର୍ଡ ୟୁନିଭରସିଟି ଏବଂ ଏହି ଟିକା ଉତ୍ପାଦନକାରୀ ଏଷ୍ଟ୍ରୋଜେନିକା ଅନ୍ୟ…

ଆସନ୍ତା ବର୍ଷ ଏପ୍ରିଲ୍ ସୁଦ୍ଧା ଆସିପାରେ ଅକ୍ସଫୋର୍ଡ କୋଭିଡ-୧୯ ଟିକା

ନୂଆଦିଲ୍ଲୀ: ସ୍ୱାସ୍ଥ୍ୟ କର୍ମୀ ଏବଂ ବୟସ୍କଙ୍କ ଲାଗି ଅକ୍ସଫୋର୍ଡ କୋଭିଡ-୧୯ ଟିକା ଆସନ୍ତା ବର୍ଷ ଫେବୃଆରୀ ଏବଂ ସାଧାରଣ ଲୋକଙ୍କ ପାଇଁ ଏପ୍ରିଲ ସୁଦ୍ଧା ଆସିବାର ସମ୍ଭାବନା ରହିଛି ବୋଲି ଗୁରୁବାର ଦିନ କହିଛନ୍ତି ସେରମ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ ଆଦର…