Latest Odisha News
Browsing Tag

Serum Institute of India

ଡିସେମ୍ବର ସୁଦ୍ଧା ଭାରତକୁ ମିଳିବ ୧୦ କୋଟି କରୋନା ଟିକା

ନୂଆଦିଲ୍ଲୀ: ସାରା ବିଶ୍ୱକୁ କବଳିତ କରିଛି କରୋନା । ମହାମାରୀ ପାଇଁ ଚାରିଆଡେ ହା ହା କାର । କରୋନା ମୁକାବିଲା ପାଇଁ ପ୍ରାୟ ବିଭିନ୍ନ ଦେଶ ଟିକା ଉତ୍ପାଦନରେ ଲାଗି ପଡିଛନ୍ତି । ଭାରତ ମଧ୍ୟ ଏହି ପ୍ରୟାସ ଜାରି ରଖିଛି। ଏହାରି ଭିତରେ ଆସିଛି ଏକ ଖୁସି ଖବର । ଡସେମ୍ବର ସୁଦ୍ଧା ଭାରତକୁ ୧୦ କୋଟି…

ଏହି ଦିନ ଆସିବ କରୋନା ଟିକା‌, ସୂଚନା ଦେଲେ ପୁନାୱାଲା

ନୂଆଦିଲ୍ଲୀ: ଚାରିଆଡେ ବ୍ୟାପିଛି ମହାମାରୀ କରୋନା । ଏହାର ମୁକାବିଲା ପାଇଁ ପ୍ରାୟ ସବୁ ଦେଶ ଲାଗିପଡିଛନ୍ତି ଟିକା ବାହାର କରିବାରେ । ତେବେ କରୋନା ଟିକା କେବେ ଆସିବ, ତାକୁ ନେଇ ସସ୍‌ପେନ୍ସ ଜାରି ରହିଛି । ଏହାରି ଭିତରେ କରୋନା ଭ୍ୟାକସିନ୍ ପ୍ରସ୍ତୁତକର୍ତ୍ତା କମ୍ପାନୀ ସିରମ ଇନ୍‌ଷ୍ଟିଚ୍ୟୁଟ…

‘ମାର୍ଚ୍ଚ ସୁଦ୍ଧା ଆସିପାରେ କରୋନା ଟିକା’

ନୂଆଦିଲ୍ଲୀ: ଚାରିଆଡେ ଜାରି ରହିଛି କରୋନାର କୋପ । ଏହାର ମୁକାବିଲା ଦିଗରେ ସମସ୍ତେ ଉଦ୍ୟମ ଜାରି ରଖିଛନ୍ତି । ବିଭିନ୍ନ ଦେଶ ଟିକା ପ୍ରସ୍ତୁତିରେ ଲାଗିପଡିଛନ୍ତି । ଏହାରି ଭିତରେ କରୋନା ଟିକାକୁ ନେଇ ଆସିଛି ଆଶ୍ୱସ୍ତିକର ଖବର । ଡିସେମ୍ବର ସୁଦ୍ଧା କରୋନା ଟିକା ପ୍ରସ୍ତୁତ ହେବ। ମାର୍ଚ୍ଚ…

୨୦୨୧ ମାର୍ଚ୍ଚ ସୁଦ୍ଧା ଭାରତରେ କରୋନା ଟିକା ? ପ୍ରସ୍ତୁତି ଆରମ୍ଭ କଲେଣି ସରକାର

ନୂଆଦିଲ୍ଲୀ: କରୋନା ମାହମାରୀକୁ ମାତ ଦେବା ପାଇଁ ସାରା ବିଶ୍ୱ ସଂଗ୍ରାମ ଜାରି ରଖିଛି । ଟିକା ବିକଶିତ ଦିଗରେ ବୈଜ୍ଞାନିକମାନେ ଯୁଦ୍ଧକାଳୀନ ଭିତ୍ତିରେ ଗବେଷଣା ଚଳାଇଛନ୍ତି । କିଛି ଟିକାର ପରୀକ୍ଷଣ ତୃତୀୟ ପର୍ଯ୍ୟାୟରେ ପହଞ୍ଚିଛି । ଭାରତରେ ୩ଟି ଭିତରୁ ଆସନ୍ତାବର୍ଷ ମାର୍ଚ୍ଚରେ ଅତି କମରେ…

୨୨୫ ଟଙ୍କାରେ କରୋନା ଟିକା !

ନୂଆଦିଲ୍ଲୀ: ଭାରତୀୟଙ୍କୁ ୨୨୫ ଟଙ୍କାରେ କରୋନା ଟିକା ଯୋଗାଇବ ସେରମ ଇନ୍‌ଷ୍ଟିଚ୍ୟୁଟ ଅଫ୍ ଇଣ୍ଡିଆ । ଏନେଇ କମ୍ପାନୀ ପକ୍ଷରୁ ଘୋଷଣା କରାଯାଇଛି । ଏହାସହ ବିଶ୍ୱର ଅନ୍ୟ ପଛୁଆ ଦେଶରେ ସସ୍ତା ଦରରେ ଏହି ଟିକା ବିତରଣ କରାଯିବ । କମ୍ପାନୀ ପକ୍ଷରୁ କୁହାଯାଇଛି ଯେ, ପ୍ରାୟ ୨୦ କୋଟି ଟିକା ଉତ୍ପାଦନ…

ଗରିବ ରାଷ୍ଟ୍ରଙ୍କ ପାଇଁ ୨୦୦ ମିଲିୟନ କରୋନା ଟୀକା ପ୍ରସ୍ତୁତ କରିବ ଭାରତ!!

ଲଣ୍ଡନ: ସେରମ୍ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଆ ଆସନ୍ତା ବର୍ଷ ଭାରତ ସମେତ ଅନ୍ୟ ଗରିବ ଦେଶମାନଙ୍କ ପାଇଁ ୨୦୦ ମିଲିୟନ କୋଭିଡ ଟୀକା ପ୍ରସ୍ତୁତ କରିବା ନେଇ ସୂଚନା ଦେଇଛି । ବିଲ୍ ଆଣ୍ଡ ମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ ଏବଂ GAVI ଟିକା ମିଳିତ ଭାବେ ଫଣ୍ଡକୁ ଦୁଇଗୁଣ ବୃଦ୍ଧି କରିଥିବା କମ୍ପାନୀ…