Latest Odisha News

BREAKING NEWS

Browsing Tag

Service

ଗିରଫ ପରେ ଚାକିରିରୁ ବିଦା ହେଲେ ଏଏସ୍ଆଇ ଗୋପାଳ ଦାସ

ଝାରସୁଗୁଡ଼ା: ସ୍ୱାସ୍ଥ୍ୟମନ୍ତ୍ରୀ ନବ ଦାସଙ୍କୁ ଗୁଳି କରିଥିବା ଏଏସ୍ଆଇ ଗୋପାଳ ଦାସଙ୍କୁ ଚାକିରିରୁ ବିଦା କରାଯାଇଛି । କ୍ରାଇମବ୍ରାଞ୍ଚ ଗୋପାଳଙ୍କୁ ଗିରଫ କରିବା ପରେ ଚାକିରିରୁ ବରଖାସ୍ତ କରିଛନ୍ତି ଝାରସୁଗୁଡ଼ା ଏସପି । ଏଏସଆଇ ଗୋପାଳ ଦାସ ଗାନ୍ଧୀ ଛକ ଫାଣ୍ଡିରେ ମୁତୟନ ଥିଲେ । ଗତକାଲି…

ଆଉଟସୋର୍ସିଂ ଭାବେ କାର୍ଯ୍ୟରତ କର୍ମଚାରୀଙ୍କ ବୈଠକ 

ଯାଜପୁର :  ଆଉଟସୋର୍ସିଂ ଭାବେ କାର୍ଯ୍ୟରତ କର୍ମଚାରୀଙ୍କୁ ନିୟମିତ କରିବା ଦାବୀରେ ବୈଠକ ଅନୁଷ୍ଠିତ ହୋଇଯାଇଛି  । ଦୀର୍ଘ ଦିନ ଧରି ନିୟମିତ କର୍ମଚାରୀଙ୍କ ଭଳି କାମ କରୁଥିଲେ ମଧ୍ୟ ଆଜି ପର୍ଯ୍ୟନ୍ତ ନିୟମିତ କର୍ମଚାରୀଙ୍କ ମାନ୍ୟତା ମିଳୁନଥିବା ଅଭିଯୋଗ ହୋଇଛି । ଏହି ଅଭିେଯାଗକୁ ନେଇ ଆଜି…

ବାତ୍ୟା ‘ଫନି’: ଏକାଠି ହେଲେ ୫ ଟେଲିକମ୍ କମ୍ପାନୀ, ସୁଧୁରିବ ଯୋଗାଯୋଗ ବ୍ୟବସ୍ଥା

ଭୁବନେଶ୍ୱର : ପ୍ରଳୟଙ୍କାରୀ ବାତ୍ୟା ‘ଫନି’ ଫଳରେ ଓଡିଶାର କିଛି ଜିଲ୍ଲାରେ ଯୋଗାଯୋଗ ବ୍ୟବସ୍ଥା ସମ୍ପୂର୍ଣ୍ଣ ରୂପେ ବିଚ୍ଛିନ୍ନ ହୋଇଥିବାବେଳେ ସହରବାସୀଙ୍କୁ ସାହାର୍ଯ୍ୟ କରିବା ପାଇଁ ଆଗେଇ ଆସିଛନ୍ତି ୫ ଟେଲିକମ୍ କମ୍ପାନୀ । ଏସମ୍ପର୍କରେ ଭୁବନେଶ୍ୱର ସ୍ମାର୍ଟ ସିଟି ଲିମିଟେଡ୍…