ବୈଚିତ୍ର୍ୟମୟ ବିଜୁ ପଟ୍ଟନାୟକ
ମାୟାଧର ନାୟକଙ୍କ ନିୟମିତ ସ୍ତମ୍ଭ ‘ଶବ୍ଦ ତୂଣୀର’
ଗଣତନ୍ତ୍ରର ସେ ଥିଲେ ଗଣ୍ୟମାନ୍ୟ ରଣହୁଂକାରୀ ରାଜନେତା । ଜନତାର ଜୟଜୟକାର ଥିଲା ତାଙ୍କ ତୁଙ୍ଗ ରାଜନୈତିକ ସଂଗ୍ରାମୀ ଜୀବନର ସଂକଳ୍ପବଦ୍ଧ ସ୍ୱର । ସେ ସ୍ୱର ସବୁଠି ସ୍ପଷ୍ଟ, ଶାଣିତ, ସାହସିକ, ସାଗ୍ନିକ । ଅନେକେ ଆକ୍ଷେପ କରନ୍ତି…