ଭଦ୍ରକ: ଶନି ମନ୍ଦିରରୁ ଦୁର୍ବୃତ୍ତ ଲୁଟିଲେ ବହୁ ମୂଲ୍ୟବାନ ସାମଗ୍ରୀ
ଭଦ୍ରକ: ଭଦ୍ରକ ଜିଲ୍ଲା ଜାନୁଗଞ୍ଜ ଅନ୍ତର୍ଗତ ଶନି ମନ୍ଦିରର ଦାନ ବାକ୍ସ ତଥା ହୁଣ୍ଡି ଭାଙ୍ଗି କେତେକ ଦୁର୍ବୃତ୍ତ ଶୁକ୍ରବାର ରାତିରେ ଅନେକ ମୂଲ୍ୟବାନ ସାମଗ୍ରୀ ସହ ଟଙ୍କା ପଇସା ଲୁଟ୍ କରିଥିବା ନେଇ ଅଭିଯୋଗ ହୋଇଛି ।
ମିଳିଥିବା ସୂଚନା ଅନୁଯାୟୀ ଆଜି ସକାଳୁ ମନ୍ଦିରର ପୂଜକ ପୂଜା ନିମନ୍ତେ…