ଶଶି ଥରୁର ଓ ସାମ୍ବାଦିକଙ୍କ ଗିରଫଦାରୀ ଉପରେ ରୋକ
ନୂଆଦିଲ୍ଲୀ: ଗଣତନ୍ତ୍ର ଦିବସ ଟ୍ରାକ୍ଟର ରାଲି ବେଳେ ଘଟିଥିବା ହିଂସାକାଣ୍ଡ ଘଟଣାରେ ବରିଷ୍ଠ କଂଗ୍ରେସ ନେତା ଶିଶ ଥରୁର, ସାମ୍ବାଦିକ ରାଜଦୀପ ସରଦେଶାଇ ଓ ଅନ୍ୟ ୫ ସାମ୍ବାଦିକଙ୍କ ଗିରଫଦାରୀ ଉପରେ ରୋକ୍ ଲଗାଇଛନ୍ତି ସୁପ୍ରିମକୋର୍ଟ । ଏମାନେ ସମସ୍ତେ ଟ୍ରାକ୍ଟର ରାଲି ବେଳେ ସୋସିଆଲ ମିଡିଆ ଓ…