Latest Odisha News
Browsing Tag

Shashi Tharoor

ଗୁମର ଖୋଲିଲେ ଥରୁର, କହିଲେ ରାମ ମନ୍ଦିର ପ୍ରତିଷ୍ଠା ବେଳେ କାହିଁକି କଂଗ୍ରେସ ହୋଇନଥିଲା ସାମିଲ୍ 

ନୂଆଦିଲ୍ଲୀ:ବଡ଼ ଧୂମଧାମରେ ରାମ ଲାଲାଙ୍କ ପ୍ରାଣ ପ୍ରତିଷ୍ଠା ହେଲା। ଦେଶର ବଡ଼ ବଡ଼ ତାରକା ତଥା ଅନେକ ଲୋକ ଏଥିରେ ଯୋଗଦାନ କଲେ। କିନ୍ତୁ ଏହି ଉତ୍ସବରେ ସାମିଲ୍ ହୋଇନଥିଲା କଂଗ୍ରେସ ଦଳ। ଯାହାକୁ ନେଇ ଏହାର କାରଣ କଣ ଥିଲା ଏବେ ସେ ଗୁମର ଖୋଲିଛନ୍ତି ଦଳର ବରିଷ୍ଠ ନେତା ଶଶି ଥରୁର। କଂଗ୍ରେସ…

କଂଗ୍ରେସ ଅଧ୍ୟକ୍ଷ ଭାବେ ନିର୍ବାଚିତ ହେଲେ ମଲ୍ଲିକାର୍ଜୁନ୍ ଖଡ଼଼ଗେ, ଥରୁରଙ୍କୁ ମିଳିଲା ମାତ୍ର ହଜାରେ ଭୋଟ୍

ନୂଆଦିଲ୍ଲୀ: ମଲ୍ଲିକାର୍ଜୁନ୍ ଖଡ଼ଗେ କଂଗ୍ରେସର ନୂଆ ଅଧ୍ୟକ୍ଷ ନିର୍ବାଚିତ ହୋଇଛନ୍ତି । ୧୭ ତାରିଖରେ ହୋଇଥିବା ମତଦାନରେ ବାଜି ମାରିଛନ୍ତି ଖଡ଼ଗେ । ତାଙ୍କୁ ୭ ହଜାର ୮୯୭ ଭୋଟ୍ ମିଳିଥିବା ବେଳେ ଶଶୀ ଥରୁରଙ୍କୁ ମିଳିଛି ପ୍ରାୟ ୧ ହଜାର ୭୨ ଭୋଟ୍ । ୪୧୬ଟି ଭୋଟ୍ ନାକଚ୍ ହୋଇଥିବା ଜଣାପଡ଼ିଛି ।…

କଂଗ୍ରେସ ଅଧ୍ୟକ୍ଷ ପଦ ପାଇଁ ମତଦାନ ଜାରି, ୨୦ ବର୍ଷ ପରେ ଗାନ୍ଧୀ ପରିବାର ବାହାରୁ କିଏ ହେବେ ହାଇକମାଣ୍ଡ ?

ନୂଆଦିଲ୍ଲୀ: ଗାନ୍ଧୀ ପରିବାର ହାତରୁ ଖସିବ କଂଗ୍ରେସ କମାଣ । ଶଶୀ ଥରୁର୍ ନା ମଲ୍ଲିକାର୍ଜୁନ୍ ଖଡ଼ଗେ କିଏ ହେବେ କଂଗ୍ରେସ ହାଇକମାଣ୍ଡ । କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ଲାଗି ମତଦାନ ହେଉଛି । ସାରା ଦେଶରେ ୩୬ଟି ମତଦାନ କେନ୍ଦ୍ରର ୬୭ଟି ବୁଥରେ ଭୋଟ୍ ଦେଉଛନ୍ତି ୯୩୦୦ରୁ ଅଧିକ କଂଗ୍ରେସ ନେତା ।…

ଗୁରୁଙ୍କ ଆଗରେ ତିଷ୍ଠି ପାରିବେ ତ ଶିଷ୍ୟ ?

ନୂଆଦିଲ୍ଲୀ : କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନ ରେସରେ ଦୁଇ ପ୍ରାର୍ଥୀ । ଖଡଗେଙ୍କୁ ଟକ୍କର ଦେବାକୁ ଯାଉଛନ୍ତି  ଥରୁର  ।  ଗୁରୁଙ୍କ ଆଗରେ ତିଷ୍ଠି ପାରିବେ ତ ଶିଷ୍ୟ ? ଏହିକିଛି ଦିନ ହେବ କଂଗ୍ରେସ ଅଧ୍ୟକ୍ଷ ନିର୍ବାଚନକୁ ପାଇଁ ରାଜନୈତିକ ପାଣିପାଗ ବହୁତ ସରଗରମ ରହିଥିଲା । କାହାକୁ ଆସନ ହରେଇବାର…

ସୁନନ୍ଦା ମାମଲାରେ ନିର୍ଦ୍ଦୋଷରେ ଖଲାସ ହେଲେ ଶଶି ଥରୁର

ନୂଆଦିଲ୍ଲୀ: ସୁନନ୍ଦା ପୁଷ୍କର ମାମଲାରେ କଂଗ୍ରେସ ସାଂସଦ ଶଶି ଥରୁର ନିର୍ଦ୍ଦୋଷରେ ଖଲାସ ହୋଇଛନ୍ତି । ଦିଲ୍ଲୀର ରାଉସ ଆଭେନ୍ୟୁ କୋର୍ଟ ବୁଧବାର ଏହି ଶୁଣାଣୀ କରିଛନ୍ତି । ଦିଲ୍ଲୀ ପୋଲିସ ଧାରା ୪୯୮-ଏ ଏବଂ ୩୦୬ ଅନୁଯାୟୀ ତାଙ୍କ ବିରୋଧରେ ମାମଲା ରୁଜୁ ହୋଇଥିଲା । ଏଥିସହ ୭ ବର୍ଷ ପୁରୁଣା…

ସରକାରଙ୍କୁ ତେରଛା ବାଣ ମାରିଲେ ଶଶୀ ଥରୁର, କହିଲେ- “NDA= No Data Available”

ନୂଆଦିଲ୍ଲୀ: ସଂସଦରେ ସରକାରଙ୍କ ଉତ୍ତରର ପ୍ରତିକ୍ରିୟା ରଖିଛନ୍ତି ଶଶୀ ଥରୁର । ଏକାଧିକ ବିଷୟକୁ ନେଇ ସରକାରଙ୍କ ପାଖରେ କୌଣସି ତଥ୍ୟ ନାହିଁ । ପ୍ରବାସୀ ଶ୍ରମିକଙ୍କ ଠାରୁ ଆରମ୍ଭ କରି କୃଷକ ଆତ୍ମହତ୍ୟା ପର୍ଯ୍ୟନ୍ତ ବିଷୟକୁ ନେଇ ସରକାରଙ୍କୁ ଟାର୍ଗେଟ କରିଛି ବିରୋଧୀ କଂଗ୍ରେସ । ଆଜି…