ମହାରାଷ୍ଟ୍ର ବାଚସ୍ପତି ନିର୍ବାଚନ:ରାହୁଲ ନାର୍ବେକର ହେଲେ ବାଚସ୍ପତି
ମୁମ୍ବାଇ: ମହାରାଷ୍ଟ୍ର ବିଧାନସଭାରେ ରାହୁଲ ନାର୍ବେକର ବାଚସ୍ପତି ଭାବେ ନିର୍ବାଚିତ ହୋଇଛନ୍ତି । ବିଜେପି ପ୍ରାର୍ଥୀ ରାହୁଲଙ୍କୁ 164 ବିଧାୟକଙ୍କ ସମର୍ଥନ ମିଳିଛି । ତାଙ୍କୁ ବାଚସ୍ପତି ଭାବେ ଘୋଷଣା କରାଯାଇଛି ।
https://twitter.com/ANI/status/1543482395243847680…